କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ ବହୁ ରୋଗୀ ଚିକିତ୍ସା ପାଇଁ ଅନ୍ୟ ରାଜ୍ୟକୁ ସ୍ଥାନାନ୍ତର ହେଉଛନ୍ତି। ତେଣୁ ଆବଶ୍ୟକତାକୁ ଦୃଷ୍ଟିରେ…
କୋଭିଡ୍ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା। କରୋନା ମହାମାରୀରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ଅର୍ଥନୈତିକ ଦୃଷ୍ଟିରୁ…
ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ନାହିଁ। କରୋନା ଯୋଗୁ ଘରେ ରହି ପୂଜାର୍ଚ୍ଚନା କରିଛନ୍ତି ମହିଳାମାନେ। ସ୍ବାମୀଙ୍କ…
ନଳକୂଅ ଧରାଇ ନୀରବ
ବଇଣ୍ଡା,୧୦ା୬: ବସୁଧା ଯୋଜନାରେ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ଏକାଧିକ ପାଣି ଟାଙ୍କି ଗ୍ରାମାଞ୍ଚଳ ଆକାଶ ଛୁଉଁଛି। ଘର ଟ୍ୟାପ୍ ଖୋଲିଲେ ଲୋକଙ୍କୁ ବିଶୁଦ୍ଧ ପାଇପ୍ ପାଣି ମିଳିପାରୁଛି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୧୬ ଗ୍ରାମବାସୀ ଏଥିରୁ ବଞ୍ଚିତ।…
ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ ଲହର ଆସିପାରେ ବୋଲି ଆଶଙ୍କା କରି ରାଜ୍ୟ ସରକାର ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।…
୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା…
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସକୁ ନନ୍ଦିନୀ ଶତପଥୀଙ୍କ ନାମରେ ନାମିତ କରିବାକୁ ଦାବି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସ ଓ ଛାତ୍ରୀନିବାସଗୁଡ଼ିକ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ହେବାର ଏକ ପରମ୍ପରା ଅଛି। ଏବେ ବିଶ୍ୱବିଦ୍ୟାଳୟ ପରିସରରେ ୭ଟି ଛାତ୍ରାବାସ ଓ ୭ଟି ଛାତ୍ରୀନିବାସ ଅଛି। ଛାତ୍ରାବାସଗୁଡ଼ିକ ଗୋପବନ୍ଧୁ , ମଧୁସୂଦନ, ଫକୀରମୋହନ, ଗୋଦାବରୀଶ,…
ଦୀପ୍ତେଶ ଜେଲ ଆଇଜି, ନରସିଂହଙ୍କୁ କେନ୍ଦ୍ରାଞ୍ଚଳ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୪ଜଣ ଆଇପିଏସ୍ ଓ ୨ଜଣ ଓପିଏସ୍ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ୍ ଆଇଜି ଭାବେ ବଦଳି କରାଯାଇଛି।…
ପେଟ୍ରୋଲ ୨୫, ଡିଜେଲ ୨୮ ପଇସା ବଢ଼ିଲା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ନିୟନ୍ତ୍ରଣକୁ ଆସିପାରୁନାହିଁ। ବୁଧବାର ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢ଼ି ୯୬.୩୦ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ୨୮ ପଇସା ବଢ଼ିବା ଯୋଗୁ ୯୪.୨୩ ଟଙ୍କା ରହିଛି। ସାରା ଦେଶ କଥା…
‘ବିଜୁ ଏକ୍ସପ୍ରେସ୍ ଓ୍ବେ’କୁ ୪୪୮ କୋଟି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି। କଳାହାଣ୍ଡି ଓ ନୂଆପଡ଼ା ଜିଲା ଦେଇ ଏହି ରାସ୍ତା ନିର୍ମାଣ କରାଯାଉଛି। ୧୭୪.୫ କିଲୋମିଟର…
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୧୬୭କୁ ବୃଦ୍ଧି…
ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ରାଜ୍ୟରେ ୬,୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ…
Archives


