ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଆଳୁ, ଡାଲିରେ ହେବ ଓଡ଼ିଶା ଆତ୍ମନିର୍ଭର
ଭୁବନେଶ୍ୱର,୨୪।୧୦: ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ କୃଷି ବିଭାଗ ପକ୍ଷରୁ ରବି କ୍ୟାମ୍ପେନ ଆରମ୍ଭ ହୋଇଥିବା ସେ କହିଛନ୍ତି। ଡାଲି ଏବଂ ତୈଳବିଜ ଚାଷ ପାଇଁ ରବି କ୍ୟାମ୍ପେନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହା…
ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍: ଏଇଠି କରିବ ଲ୍ୟାଣ୍ଡଫଲ! ଜାଣନ୍ତୁ ବାତ୍ୟାର ଗତିପଥ
ଭୁବନେଶ୍ୱର,୨୪।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର…
ସୋମବାର ଓଡ଼ିଶା ଛୁଇଁବ ବାତ୍ୟା! ଏହି ୭ ଜିଲାକୁ ଓ୍ବାର୍ନିଂ
ଭୁବନେଶ୍ୱର,୨୪।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର…
ମାଡି ଆସୁଛି ବାତ୍ୟା! ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୪।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ। ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି…
ମାଣ୍ଡିଆ ଦିବସରେ ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ
ଭୁବନେଶ୍ୱର,୨୪।୧୦: ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ ଶୁକ୍ରବାର ଏକ ବଡ଼ ସୂଚନା ନଭେମ୍ବର ୧୦ ମାଣ୍ଡିଆ ଦିବସ ଅବସରରେ ରାଜ୍ୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯିବ । ଏଥିରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଯୋଗ ଦେବାରେ…
ଜରୁରୀ ଖବର: ବାତ୍ୟା ରୂପ ନେଉଛି ଲଘୁଚାପ, ଏସବୁ ଜିଲା ପ୍ରଭାବିତ ହେବା ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ବାତ୍ୟାର ଆଶଙ୍କା ସୃଷ୍ଟି ହୋଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ ଅଧିକ…
ମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବଶୀଘ୍ର ସ୍ଥାୟୀ ଅଧ୍ୟାପକ ନିଯୁକ୍ତି, ଏହି ପୋର୍ଟାଲରେ କରନ୍ତୁ ଆବେଦନ
ଭୁବନେଶ୍ୱର,୨୪।୧୦: ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ। -ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ତା’ ପୂର୍ବରୁ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ ଅବସରପ୍ରାପ୍ତ ଅଧ୍ୟାପକ। ୪୮୮ ଓ ୬୬୨…
‘ଗେମ୍ ଅଫ୍ ଥ୍ରୋନ୍ସ’ ଅଭିନେତାଙ୍କ ଡକ୍ୟୁମେଣ୍ଟାରୀରେ ଓଡ଼ିଶାର ମାଙ୍ଗ୍ରୋଭ ପୁନରୁଦ୍ଧାର ଉଦ୍ୟମକୁ ମିଳିଲା ଆନ୍ତର୍ଜାତୀୟ ସ୍ୱୀକୃତି
ଭୁବନେଶ୍ୱର,୨୪।୧୦: ‘ଗେମ୍ ଅଫ୍ ଥ୍ରୋନ୍ସ’ରେ ‘ଜାମି ଲାନିଷ୍ଟର’ ଚରିତ୍ର ପାଇଁ ଲୋକପ୍ରିୟ ଅଭିନେତା ତଥା ମିଳିତ ଜାତିସଂଘର ବିକାଶ କାର୍ଯ୍ୟକ୍ରମ (UNDP) ସଦ୍ଭାବନା ରାଷ୍ଟ୍ରଦୂତ ନିକୋଲାଜ୍ କୋଷ୍ଟର-ୱାଲଡାଉଙ୍କ ଦ୍ୱାରା ପରିଚାଳିତ ଏକ ନୂଆ ଡକ୍ୟୁମେଣ୍ଟାରୀ ଶୃଙ୍ଖଳାରେ ଓଡ଼ିଶାର ସମ୍ପ୍ରଦାୟ-ପରିଚାଳିତ ମାଙ୍ଗ୍ରୋଭ ପୁନରୁଦ୍ଧାର…
ଭାଜପା ଯୋଗଦେବେ କି ବିଜେଡି କର୍ପୋରେଟର ଅମରେଶ ଜେନା: ଏମିତି କହିଦେଲେ ଜଗା ପ୍ରଧାନ
ଭୁବନେଶ୍ୱର,୨୪।୧୦: ନାବାଳିକା ବଳାତ୍କାର ମାମଲାରେ ଗିରଫ ହୋଇଥିବା ବିଏମ୍ସି ୪୫ ନଂ. ୱାର୍ଡ କର୍ପୋରେଟର ଅମରେଶ ଜେନା ଓରଫ ବାଇଆଁ ପ୍ରାୟ ୩ ମାସ ପରେ ଝାରପଡ଼ା ଜେଲରୁ ବାହାରିଛନ୍ତି। ସାରେ ସମର୍ଥକମାନେ ଅମରେଶଙ୍କୁ ସ୍ବାଗତ କରି ଭବ୍ୟ ପଟୁଆରରେ ପାଛୋଟି…
ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ୪ ଦିନ ବର୍ଷା ସମ୍ଭାବନା, ୧୨ ଜିଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର,୨୪।୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ…
ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଜିଲାପାଳମାନଙ୍କୁ ଯୋଗାଣ ବିଭାଗର ଚିଠି
ଭୁବନେଶ୍ୱର,୨୪।୧୦: ରାଜ୍ୟର ରାସନ କାର୍ଡଧାରୀମାନଙ୍କୁ ସରକାର ଅତିରିକ୍ତ ଭାବେ ଅଧିକ ୫ କେଜି ଚାଉଳ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ୨୦୨୫ ମାସ ପାଇଁ ରାସନ କାର୍ଡଧାରୀଙ୍କୁ ମାସିକ ଅଧିକ ୫…
ପୀତବାସ ପଣ୍ଡା ହତ୍ୟାକାଣ୍ଡ: ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୪ ଓକିଲ
ଗଞ୍ଜାମ,୨୪।୧୦: ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଗିରଫ କରାଯାଇଛି ବୋଲି…
Archives


