ରାଜ୍ୟ

ସବୁଦିନ ଚାଲିିବ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, (ବ୍ୟୁରୋ)/ସମ୍ବଲପୁର(ବ୍ୟୁରୋ), ୭।୧୧: ଶନିବାରଠାରୁ ଆସନ୍ତା ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ ସବୁଦିନ ଚଳାଚଳ କରିବ। ପୂର୍ବରୁ ଏହା ସପ୍ତାହକୁ ପାଞ୍ଚଦିନ ଚାଲୁଥିଲା। ଟ୍ରେନ୍‌ ନଂ.୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ରାଉରକେଲାରୁ ସକାଳ ୫ ଟା ୧୦ରେ ଛାଡ଼ି...

କରୋନା ରୋଗୀଙ୍କ ପାଇଁ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାୟଗଡ଼ାର ବିଷମ କଟକ ଭଳି ଅନୁନ୍ନତ ଅଞ୍ଚଳରେ କରୋନା ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ମିଳିବ। ନୂଆଦିଲ୍ଲୀସ୍ଥିତ ସାମାଜିକ ଅନୁଷ୍ଠାନ ‘ଆଶ୍ରା’ ପକ୍ଷରୁ ଏପରି ଉଦ୍ୟମ ଆରମ୍ଭ ହୋଇଛି। ଶୁକ୍ରବାର ମଞ୍ଚେଶ୍ବରସ୍ଥିତ ଓଡ଼ିଶା ଡିଜେଲ୍‌ ଇଞ୍ଜିନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ପରିସରରେ...

ଅନ୍ଧାରୁଆରେ ହେବ ଟିକା ପ୍ରସ୍ତୁତ ୟୁନିଟ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଟିକା ତିଆରି ୟୁନିଟ୍‌ ସ୍ଥାପନ ହେବ। ଏଥିରେ ୩୦୦ କୋଟି ଟଙ୍କାର ପୁଞ୍ଜିନେବଶ କରାଯିବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ବୈଠକରେ...

ଆସନ୍ତା ସପ୍ତାହରେ ବସିପାରେ କ୍ୟାବିନେଟ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଆସନ୍ତା ସପ୍ତାହରେ ରାଜ୍ୟ କ୍ୟାବିନେଟ ବୈଠକ ବସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଚଳିତ ୧୦ ତାରିଖରେ ଭିଡିଓ କନଫରେନ୍ସରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଏଥିରେ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ସମେତ...

ଶୀତ ଅଧିବେଶନ ପୂର୍ବରୁ ୧୦ରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ଅତିରିକ୍ତ ବଜେଟ୍‌ ଆଗତ ହେବା ସହିତ ଏହାକୁ ମଞ୍ଜୁରୀ ପ୍ରଦାନ କରାଯିବ। ହେଲେ ଆସନ୍ତା ଅଧିବେଶନରେ ବିଧାୟକ,...

୩ ଦିନ ଖୋଲା, ୩ ଦିନ ତାଲା

ଅନୁଗୋଳ ଅଫିସ, ୭।୧୧: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଲଟ୍ରାସାଉଣ୍ଡ ପାଇଁ ଆବଶ୍ୟକ ଡାକ୍ତର ନାହାନ୍ତି। ଫଳରେ ମାସେ ହେଲା ଅଲଟ୍ରାସାଉଣ୍ଡ ସେବା ବନ୍ଦ ରହିଥିଲା। ଏବେ ଛେଣ୍ଡିପଦାରୁ ଜଣେ ଡାକ୍ତରଙ୍କୁ ଡେପୁଟେଶନରେ ଅଣାଯିବା ପରେ...

ରାଜ୍ୟରେ ସୁସ୍ଥ ହେଲେ ୧୬୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୪୯, ଜଗତସିଂହପୁରରୁ ୧୨୨, କଟକରୁ ୧୦୯, ଅନୁଗୁଳରୁ ୮୪, ସୁନ୍ଦରଗଡରୁ ୮୩, ବଲାଙ୍ଗିରିରୁ ୭୮,...

ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-କରୋନା ମହାମାରୀର ଦିତୀୟ ଲହରର ଆଶଙ୍କାକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ବର୍ଷ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।...

ବିଜେଡିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଜୀବନ ପ୍ରଦୀପ ଦାସ। ଏ ନେଇ ଶୁକ୍ରବାର ବାଲେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନିଜର ଇସ୍ତଫା ସମ୍ପର୍କରେ ଘୋଷଣା କରିଛନ୍ତି ଜୀବନ। ଅଭିଯୋଗ ଉପରେ ପକ୍ଷ ରଖିବାକୁ ସୁଯୋଗ ନ ଦେବାରୁ...

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ଚଳିତ ବର୍ଷର ଓଜେଇଇ ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଓଜେଇଇ ରେଜଲ୍ଡ ପ୍ରକାଶିତ ହୋଇଛି। ପରୀକ୍ଷା ଦେଇଥିବା ୪୯,୨୬୭ ଜଣ ଛାତ୍ରଙ୍କୁ ମିଳିଛି ୟେଲୋ ରାଙ୍କ। ଶୋଭିତ ପଟଲେ ବି.ଟେକ...

ଭୁବନେଶ୍ୱରରୁ ଆଜି ପୁଣି ୬୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୬୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଜେଲରୁ ବାହାରିଲେ ନାଚିକା ଲିଙ୍ଗା

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କୋରାପୁଟ ମଣ୍ଡଳ କାରାଗାରରୁ ଶୁକ୍ରବାର ବାହାରିଲେ ଚାଷୀମୂଲିଆ ସଂଘର ନେତା ନାଚିକା ଲିଙ୍ଗା। ୩ ଦିନ ତଳେ ସେ ହାଇକୋର୍ଟରୁ ଜାମିନ ପାଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ତଳ କୋର୍ଟର ସର୍ତ୍ତରେ ନାଚିକା ଜେଲରୁ ବାହାରିଲେ। ୨୦୧୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri