ରାଜ୍ୟ

ଖୁବ୍‌ଶୀଘ୍ର ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା

ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍‌ସିବି ମେଡିକାଲରେ ଏକ୍‌ମୋ ଚିକିତ୍ସା ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍‌ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଡିଏମ୍‌ଇଟି ସିବିକେ ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଫଳରେ ଏଣିକି ଏହି ଚିକିତ୍ସା…

ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର ବନ୍ଦ ପଡ଼ିଛି। ରାଜ୍ୟରେ ଏବେ ବି ଟିକା ସମସ୍ୟା ଲାଗି ରହିଛି। ଓଡ଼ିଶା ସରକାର…

୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ ମେ’ ମାସରେ ଆରମ୍ଭ ହୋଇଥିଲେ ବି ମାତ୍ର ୫ଟି ମହାନଗର ନିଗମ ଓ ୬…

ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ

ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି ଭୋଜି ନ ଦେଇ ଗରିବ ଅସହାୟ, ବୃଦ୍ଧାଶ୍ରମ ଏବଂ ବିଭିନ୍ନ ମନ୍ଦିର ସମ୍ମୁଖରେ ଭିକ୍ଷାବୃତ୍ତି…

ସେଲ୍‌ଫି ନିଶା ନେଲା ୨ ଯୁବକଙ୍କ ଜୀବନ

ରାଜଗାଙ୍ଗପୁର,୬।୬: ସେଲ୍‌ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍‌ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ଡିଏଭି ଗଳିର ସୁମନ୍ତ ଦେ(୨୫) ଏବଂ ବାସନ୍ତୀ କଲୋନୀର ପ୍ରମୋଦ ପରିଡ଼ା…

ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ

ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ ବିବାହ ନ କଲେ ଏସିଡ଼ ମାଡ଼ କରିବା ସହ ହତ୍ୟା ଧମକ ଦେଉଥିବା ନେଇ…

ସୋମବାରଠୁ ଲାଗି ରହିବ ବର୍ଷା

ଭୁବନେଶ୍ବର,୬।୬: କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି। ଜୁନ ୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଝାରସୁଗୁଡ଼ା,…

ବିନା ସ୍ଲଟ୍‌ ବୁକିଂରେ ନେଇପାରିବେ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍‌ରେ ଦିଆଯିବ ଦିତୀୟ ଡୋଜ୍‌ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା ଲୋକଙ୍କୁ ଏହି ମିଳିବ ସୁବିଧା ଉପଲବ୍ଧ ହେବ। ପ୍ରଥମ ଡୋଜ୍‌ ନେଇଥିବା ୧୮ରୁ ୪୪ବର୍ଷୀୟଙ୍କ…

ଭୁଲ୍‌ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍‌

ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା ବହୁ ଅଭିଯୁକ୍ତ ପୋଲିସ ହେପାଜତରୁ ଖସିଯାଇଥିବା ନଜିର ରହିଛି। ବର୍ଷ ବର୍ଷ ଧରି ଖସି…

ତାରାପ୍ରସାଦ ବାହିନୀପତି ଅସୁସ୍ଥ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ସ୍ତ୍ରୀ ମିନାକ୍ଷୀ ବାହିନୀପତି…

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା ସହ ଏହି ପ୍ରସଙ୍ଗ ସମ୍ପର୍କରେ ବିଶ୍ୱ ସମୁଦାୟର ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri