ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼, କଟକରୁ ସର୍ବାଧିକ
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଶନିବାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୭ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ରିଲାଏନ୍ସର ୩ ବିଦ୍ୟୁତ୍ ବିତରଣ କମ୍ପାନୀ ବକେୟା ୪୨୩୪ କୋଟି
ଭୁବନେଶ୍ୱର, ୧୩।୩(ବ୍ୟୁରୋ): ବିଦ୍ୟୁତ୍ ଦର ବୃଦ୍ଧି ପାଇଁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆର୍ସି)ରେ ଶୁଣାଣି ଚାଲିଥିବା ବେଳେ ଖାଉଟି ଏହାର ପ୍ରବଳ ବିରୋଧ କରୁଛନ୍ତି। ବର୍ତ୍ତମାନ ବିଦ୍ୟୁତ୍ ବଣ୍ଟନ ଦାୟିତ୍ୱ ନେଇଥିବା ଟାଟା ପାଓ୍ବାର ରାଜ୍ୟବାସୀଙ୍କୁ ୨୪ ଘଣ୍ଟିଆ ବିଦ୍ୟୁତ୍…
ଓଡ଼ିଶା ବୃତ୍ତିଗତ ଶିକ୍ଷାନୁଷ୍ଠାନ ବିଲ୍ ପାରିତ
ଭୁବନେଶ୍ୱର,୧୩।୩(ବ୍ୟୁରୋ): ହଟ୍ଟଗୋଳ ମଧ୍ୟରେ ଶୁକ୍ରବାର ବିଧାନସଭାରେ ଓଡ଼ିଶା ବୃତ୍ତିଗତ ଶିକ୍ଷାନୁଷ୍ଠାନ (ରେଗୁଲେଶନ ଅଫ୍ ଆଡ୍ମିଶନ ଆଣ୍ଡ ଫିକ୍ସେଶନ ଅଫ୍ ଫି) ସଂଶୋଧନ ବିଲ୍-୨୦୨୧ ବାଚନିକ ମତଦାନରେ ପାରିତ ହୋଇଛି। ବିଲ୍ ସଂଶୋଧନ ହେବା ପରେ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ(ବିପିୟୁଟି) କୁଳପତିଙ୍କ…
ମାଓବାଦୀ କାର୍ଯ୍ୟକଳାପ ହ୍ରାସପାଇଛି
ଭୁବନେଶ୍ୱର,୧୩।୩(ବ୍ୟୁରୋ):୨୦୨୦ରେ ରାଜ୍ୟରେ ମାଓବାଦୀ କାର୍ଯ୍ୟକଳାପ ହ୍ରାସ ପାଇଛି। ଶୁକ୍ରବାର ବିଧାନସଭାରେ ଉପସ୍ଥାପିତ ଗୃହ ବିଭାଗର ଷ୍ଟାଣ୍ଡିଂ କମିଟି ରିପୋର୍ଟରେ ଏହା କୁହାଯାଇଛି। ଏହି ବର୍ଷରେ ରାଜ୍ୟରେ ୪୧ଟି ମାଓବାଦୀ ହିଂସାକାଣ୍ଡ ଘଟିଛି। ସେଥିରେ ୨୭ଟି ଘଟଣାରେ ମାଓବାଦୀ ଓ ପୋଲିସ ମଧ୍ୟରେ…
୧୩ ବର୍ଷ ହେବ ଶିଳ୍ପ ଗଣନା ହୋଇନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଗତ ୧୩ ବର୍ଷ ହେବ ଶିଳ୍ପ ଗଣନା ହୋଇନାହିଁ। ୨୦୦୬-୦୭ରେ ହୋଇଥିବା ଚତୁର୍ଥ ସର୍ବଭାରତୀୟ ଶିଳ୍ପ ଗଣନା ଅନୁଯାୟୀ, ରାଜ୍ୟରେ ୧୫ ହଜାର ୩୧୫ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ) ବିଭିନ୍ନ କାରଣରୁ ବନ୍ଦ ହୋଇଛି। ଏଥିଯୋଗୁ…
୧୯% ଅଧିକ ଧାନ ସଂଗ୍ରହ ହୋଇଛି
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଚଳିତ ଖରିଫ ଧାନ ୬୦.୪୦ ଲକ୍ଷ ମେଟ୍ରିକ ଟନ୍ ସଂଗ୍ରହ କରାଯାଇଛି, ଯାହାକି ଗତବର୍ଷ ତୁଳନାରେ ୧୯% ଅଧିକ। ଗତବର୍ଷ ୯.୧୭ ଲକ୍ଷ ଚାଷୀ ଧାନ ବିକ୍ରି କରିଥିବାବେଳେ ଚଳିତବର୍ଷ ୧୧.୨୫ ଲକ୍ଷ ଚାଷୀ ସରକାରଙ୍କୁ ଧାନ ବିକିଛନ୍ତି।…
ନିଫ୍ଟ ନୋବେଲ୍ ଆଲୁମ୍ନିରେ ଓଡ଼ିଆ ପୁଅ ସୁଜିତ୍
ଭୁବନେଶ୍ୱର, ୧୩। ୩ (ବ୍ୟୁରୋ): ରାଜ୍ୟର ସମୃଦ୍ଧ ହସ୍ତତନ୍ତ କଳା ଏବେ ବିଶ୍ୱ ବଜାରରେ ନୂଆ ପରିଚୟ ପାଇଛି। ଓଡ଼ିଶା ହସ୍ତତନ୍ତ ସାମଗ୍ରୀର ସ୍ବତନ୍ତ୍ର ବ୍ରାଣ୍ଡିଂ କରିବା ସହ ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଡିଜାଇନର ସୁଜିତ୍ ମେହେର ଆଉ…
ଆରମ୍ଭ ହେଲା ଅସୀମ ଉତ୍ସବ
ଭୁବନେଶ୍ୱର, ୧୩। ୩ (ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଅସୀମ ବସୁ ଫାଉଣ୍ଡେଶନ ପକ୍ଷରୁ ୪ର୍ଥ ଅସୀମ ଉତ୍ସବ ଶୁକ୍ରବାର ଉଦ୍ଘାଟିତ ହୋଇଛି। ଏହି ଦୁଇଦିନିଆ ଉତ୍ସବର ପ୍ରଥମ ସନ୍ଧ୍ୟାରେ ଉତ୍ତରପୁରୁଷ କଳାକାରଙ୍କ ଦ୍ୱାରା ପରିବେଷିତ…
ଆଉ ହେବନି କ୍ଲାସ: ଏ ବର୍ଷ ବି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସବୁ ପିଲା ପାସ୍
ଭୁବନେଶ୍ୱର,୧୩।୩(ବ୍ୟୁରୋ): ପୁଣିଥରେ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ଏବେ ସ୍କୁଲ ଖୋଲାଥିଲେ ମଧ୍ୟ ପିଲାମାନଙ୍କୁ ସଂକ୍ରମଣରୁ ରକ୍ଷା କରିବା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଆଉ ସ୍କୁଲ ଖୋଲିବନି କି କ୍ଲାସ ହେବନାହିଁ। ଗତବର୍ଷ ଭଳି…
କୋଭିଡ୍ ଟେଷ୍ଟିଂ ଅବଧି ମାସେ ବଢ଼ିଲା
ଭୁବନେଶ୍ୱର, ୧୩।୩(ବ୍ୟୁରୋ): ଦେଶରେ ବଢ଼ି ଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଟେଷ୍ଟିଂ ଅବଧିକୁ ବଢ଼ାଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଚାଲିଥିବା କୋଭିଡ୍ ଟେଷ୍ଟିଂ ଅବଧି ମାର୍ଚ୍ଚ ଶେଷ ଯାଏ ଥିଲା। ଏହାକୁ ଏପ୍ରିଲ ୩୦ ଯାଏ ବୃଦ୍ଧି…
ଛତିଶଗଡ଼ରେ ମିଶିବାକୁ ଚେତାବନୀ
ନୂଆପଡା ଅଫିସ,୧୩।୩: କେନ୍ଦ୍ର ତଥା ରାଜ୍ୟ ସରକାର ଜନସାଧାରଣଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। କିନ୍ତୁ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ୨ଟି ପଞ୍ଚାୟତରେ ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ମୌଳିକ ସୁବିଧା ପହଞ୍ଚତ୍ପାରୁନାହିଁ। ଏହାର ପ୍ରତିବାଦରେ…
ଯଶୋବନ୍ତ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏଡିଜି
ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍ ଅଫିସର ଯଶୋବନ୍ତ ଜେଠ୍ୱାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ନିଯୁକ୍ତ କରିଛନ୍ତି। ସେ ବର୍ତ୍ତମାନ ଆଇନ ଶୃଙ୍ଖଳା ଏଡିଜି ଥିବାବେଳେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ସମ୍ଭାଳିବେ। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ…
Archives


