ରାଜ୍ୟ

ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ

ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ ବିବାହ ନ କଲେ ଏସିଡ଼ ମାଡ଼ କରିବା ସହ ହତ୍ୟା ଧମକ ଦେଉଥିବା ନେଇ…

ସୋମବାରଠୁ ଲାଗି ରହିବ ବର୍ଷା

ଭୁବନେଶ୍ବର,୬।୬: କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି। ଜୁନ ୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଝାରସୁଗୁଡ଼ା,…

ବିନା ସ୍ଲଟ୍‌ ବୁକିଂରେ ନେଇପାରିବେ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍‌ରେ ଦିଆଯିବ ଦିତୀୟ ଡୋଜ୍‌ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା ଲୋକଙ୍କୁ ଏହି ମିଳିବ ସୁବିଧା ଉପଲବ୍ଧ ହେବ। ପ୍ରଥମ ଡୋଜ୍‌ ନେଇଥିବା ୧୮ରୁ ୪୪ବର୍ଷୀୟଙ୍କ…

ଭୁଲ୍‌ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍‌

ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା ବହୁ ଅଭିଯୁକ୍ତ ପୋଲିସ ହେପାଜତରୁ ଖସିଯାଇଥିବା ନଜିର ରହିଛି। ବର୍ଷ ବର୍ଷ ଧରି ଖସି…

ତାରାପ୍ରସାଦ ବାହିନୀପତି ଅସୁସ୍ଥ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ସ୍ତ୍ରୀ ମିନାକ୍ଷୀ ବାହିନୀପତି…

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା ସହ ଏହି ପ୍ରସଙ୍ଗ ସମ୍ପର୍କରେ ବିଶ୍ୱ ସମୁଦାୟର ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରିଛନ୍ତି।…

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଜଙ୍ଗଲ ସଫା ହେଉଥିବାରୁ ରାଜ୍ୟକୁ ପ୍ରତ୍ୟେକ ବର୍ଷ ବନ୍ୟା,…

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ, କଟକ ଏବଂ ଖୋର୍ଦ୍ଧାରୁ…

ବଦଳିବ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ରୂପରେଖ

ଅନୁଗୋଳ ଅଫିସ, ୬।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ନବକଳେବର ହେବ। ମଲ୍ଟି ସ୍ପେଶିଆଲିଟି ଢାଞ୍ଚାରେ ଏହାକୁ ନିର୍ମାଣ କରାଯିବ। ନୂଆ କୋଠାରେ ପୃଥକ୍‌ ବହିର୍ବିଭାଗ (ଓପିଡି), ଟ୍ରମା କେୟାର ସେଣ୍ଟର, ବର୍ନ ୟୁନିଟ୍‌ ରହିବ। ଏହାର ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି।…

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା

ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍‌ଡାଉନ ଓ ଶଟ୍‌ଡାଉନ କାରଣରୁ ପ୍ରାୟ ଦୁଇମାସ ଧରି ବିଭିନ୍ନ ବେପାର ବାଣିଜ୍ୟ ଉପରେ ପ୍ରଶାସନ ପକ୍ଷରୁ ପ୍ରତିବନ୍ଧକ…

୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍‌ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ ଅଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri