ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ
ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି ପିଇ ହେଉନି କି ଏଥିରେ ରାନ୍ଧିଲେ ଖାଦ୍ୟ ରୁଚୁନି। ଫଳରେ ଏହି ବ୍ଲକର ରତ୍ନଗିରି,…
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଗଁାର…
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା ଗ୍ରାମର ଅନ୍ତର୍ଯ୍ୟାମୀ ସ୍ବାଇଁ (୩୨) । ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଏହି…
୨ ନାବାଳିକାଙ୍କୁ ବଳାତ୍କାର
ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ କୋଭିଡ୍ ରିପୋର୍ଟ ପଜିଟିଭ ଆସିବାରୁ…
ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା
ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ଅନେକ ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠ ପଢିବା ସ୍ବପ୍ନ…
ଘରେ ବସି ଆପ୍ରେ ବୁକିଂ କରିହେବ ଅକ୍ସିଜେନ୍
ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍ଡାଉନ ଶଟ୍ଡାଉନ୍ର ସୁଫଳ ମିଳୁଛି। ହେଲେ ଏବେ ବି କିଛି ଲୋକ କଟକଣାକୁ ପାଳନ କରୁନାହାନ୍ତି। ବିଶେଷକରି ବିଭିନ୍ନ ମାର୍କେଟ ଅଞ୍ଚଳରେ ଗହଳି…
ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍
ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ କୁମାର…
୧୯ ଜିଲାରେ କାଳବୈଶାଖୀ ଭୟ
ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…
ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍ଟ୍ରେଟର
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍ଟ୍ରେଟର ଯୋଗାଇ ଦିଆଯିବ ବୋଲି…
ଆର୍ପିଡିଏସିକୁ ଡର
ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍ପିଡିଏସି) ବୈଠକ ଶେଷ ଥର ପାଇଁ ୧୪ା୯ା୨୦୧୬ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ କଟକଠାରେ ଆର୍ପିଡିଏସି ବୈଠକ ହୋଇଛି…
ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ। ଏହି ଚିନ୍ତା…
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ ରାସ୍ତା ନିର୍ମାଣ ବୃଦ୍ଧି ପାଇଛି। ସଚେତନତାର ଅଭାବ ଓ ବିକାଶ ନାଁରେ ବିନାଶ ଚାଲିଥିବାରୁ…
Archives


