ରାଜ୍ୟ

‘ମଲିକା-ଇ-ତାଜ’ରେ ସ୍ନେହାଶ୍ରୀ ପ୍ରଥମ ରନର୍ସ ଅପ୍‌

ପୁରୁଣା ଭୁବନେଶ୍ୱର,୬ା୧୧(ଡି.ଏନ୍‌.ଏ.): ଆଗ୍ରାରେ ଅନୁଷ୍ଠିତ ହୋଇଥିବା ମଲିକା-ଇ-ତାଜ୍‌ ସିଜନ-୨ ମଡେଲିଂରେ ପ୍ରଥମ ରନର୍ସ ଅପ ଭାବେ ୧୪ବର୍ଷୀୟା ଓଡ଼ିଆ ଝିଅ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସ୍ନେହାଶ୍ରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି। ଗତ ୧ତାରିଖରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍‌...

ମୋ ବସ୍‌କୁ ୨ ବର୍ଷ: ଆଜି ନିରାଡ଼ମ୍ବର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୬।୧୧ (ବ୍ୟୁରୋ): ‘ମୋ ବସ୍‌’ ସେବାକୁ ଇତି ମଧ୍ୟରେ ଦୁଇବର୍ଷ ପୂରିଛି। ରାଜଧାନୀ ଭୁବନେଶ୍ୱର ସମତେ କଟକ, ଖୋର୍ଦ୍ଧା, ପୁରୀ ଓ କୋଣାର୍କରେ ଯାତ୍ରୀଙ୍କୁ ଭରସାଯୋଗ୍ୟ ସ୍ବଳ୍ପକାଳୀନ ସେବା ଯୋଗାଇବା ସହ ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛି ମୋ ବସ୍‌।...

ଏବେ ଖୋଲିବନି ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଚଳିତମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ହୋଇଥିଲା ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

ସ୍ମାର୍ଟସିଟି ରାସ୍ତାରେ ବାଲି ଡିପୋ, ବିଏମ୍‌ସି ଚୁପ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରରେ ଯଦି କେହି ଘର ତିଆରିବେଳେ ରାସ୍ତା ଉପରେ ସାମୟିକ ଭାବେ କିଛି ସାମଗ୍ରୀ ରଖି ଦେଉଛି ବିଏମ୍‌ସି ଜରିମାନା ଆଦାୟ କରୁଛି। ହେଲେ ସହରର ବିଭିନ୍ନ ରାସ୍ତାକୁ ଜବରଦଖଲ କରାଯାଇ ବାଲି, ଗୋଡ଼ି ଡିପୋ ବର୍ଷ...

ଓଆଇପିଏଲ୍‌ ଜାଲିଆତି କରି ଜମି ହାତେଇଛି : କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଓଡ଼ିଶା ଇନ୍‌ଫ୍ରାଟେକ ପ୍ରାଇଭେଟ ଲିମିଟେଡ୍‌ (ଓଆଇପିଏଲ) କମ୍ପାନୀ ଜାଲିଆତି କରି ଜମି ହଡପ ସହ ବେଆଇନ କାରବାର କରି ଜମି ଅକ୍ତିଆର କରିଥିବା କ୍ରାଇମବ୍ରାଞ୍ଚ...

ପିଜି ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସାମ୍ସ ପୋର୍ଟାଲରେ ମାର୍କ ଦାଖଲ କରିବା ଅବଧିକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ବୃଦ୍ଧି କରିଛି। ଗୁରୁବାର ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ପାଠ୍ୟକ୍ରମରେ ନାମଲେଖା ଲାଗି ଏକକ...

ଆଜିଠୁ ଇ-ବିଧାନସଭା ପ୍ରଶିକ୍ଷଣ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେଉଛି। ଏଥିପୂର୍ବରୁ ଶୁକ୍ରବାରଠାରୁ ଇ-ବିଧାନସଭା ନେଇ ପ୍ରଶିକ୍ଷଣ ଶିବିର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ବିଧାନସଭା କର୍ମଚାରୀଙ୍କୁ ଟ୍ରେନିଂ ଦିଆଯିବ। ଡିସେମ୍ବର ୩୧ ଯାଏ ଚାଲିବାକୁ ଥିବା ଶୀତ...

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ

ବାରିପଦା ଅଫିସ,୬ା୧୧-ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଗାଙ୍ଗରାଜ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ଅବକାରୀ ବିଭାଗ ଚଢ଼ାଉ କରି ୩୬ କେ.ଜି ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ୮୦ହଜାର ଟଙ୍କା...

କ୍ଷୀରକୁ ମିଳୁନି ସରକାରୀ ଦର

ବଇଣ୍ଡା,୬ା୧୧ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବଢ଼ାଇବା ପାଇଁ ଚାଷୀ ଓ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଗୁଡ଼ିକୁ ସରକାର ପ୍ରୋତ୍ସାହିତ କରୁଛନ୍ତି। ହେଲେ ସରକାରୀ ଦରରେ ସେମାନଙ୍କଠାରୁ କିପରି ସମସ୍ତ ଉତ୍ପାଦିତ ଦୁଗ୍ଧ କିଣାଯାଇପାରିବ ତାହା ଉପରେ ଯଥେଷ୍ଟ ଗୁରୁତ୍ୱ...

୫ ମେଗା ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ମେଟାଲ ସେକ୍ଟରରେ ୯୨,୭୧୩ କୋଟି ଟଙ୍କାର ୫ ମେଗା ପୁଞ୍ଜିନିବେଶ ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ୨୪ତମ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ବୈଠକରେ ଏହି ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ମଞ୍ଜୁରୀ...

ସଂକ୍ରମଣ କମାଉଛି ଆଇଭର୍‌ମେକ୍ଟିନ୍‌

ଭୁବନେଶ୍ୱର,୬ା୧୧(ବ୍ୟୁରୋ):କୋଭିଡ୍‌-୧୯ ସଂକ୍ରମଣକୁ ଅନେକାଂଶରେ ରୋକିବାରେ ସହାୟକ ହେଉଛି ଆଇଭରମେକ୍ଟିନ ପ୍ରୋଫିଲାକ୍ସିସ୍‌ ଔଷଧ। ଆଇଭରମେକ୍ଟିନର ଦୁଇ ଡୋଜ୍‌ରେ ସଂକ୍ରମଣ ୭୩% ପର୍ଯ୍ୟନ୍ତ କମିଯାଉଥିବା ଭୁବନେଶ୍ୱର ଏମ୍‌ସ ଦାବି କରିଛି। କୋଭିଡ୍‌ ଚିକିତ୍ସା ଓ ଏହାର ପ୍ରତିକାର ଉପରେ ଏମ୍‌ସ ପକ୍ଷରୁ ସ୍ବାସ୍ଥ୍ୟକର୍ମୀଙ୍କୁ...

ରାଜ୍ୟରେ ସୁସ୍ଥ ହେଲେ ୧୪୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫ ା୧୧(ବ୍ୟୁରୋ)- ରାଜ୍ୟରେ ଗୁରୁବାର ଆଉ ୧୪୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡରୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri