ରାଜ୍ୟ

‘ଦକ୍ଷତାରେ ପଛରେ ନ ପଡ଼ନ୍ତୁ ପିଲା’

ଅନୁଗୋଳ ଅଫିସ, ୧୪ା୩: କରୋନା ମହାମାରୀ କାରଣରୁ ଗତବର୍ଷଠାରୁ ସ୍କୁଲ ବନ୍ଦ ରହିଛି। ଅନ୍‌ଲାଇନରେ କ୍ଲାସ କରାଯାଇଥିଲେ ମଧ୍ୟ ତାହା ସମସ୍ତ ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚିପାରି ନାହିଁ। ବିଶେଷକରି ସରକାରୀ ସ୍କୁଲରେ ପଢ଼ୁଥିବା ପିଲାମାନେ ଅଧିକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କାରଣ ଅନେକ…

ତେଜିଲା ବସ୍‌ ସିଣ୍ଡିକେଟ ବିବାଦ: ୧୪୪ ଧାରା ଜାରି

ଭଦ୍ରକ ଅଫିସ, ୧୪।୩- ଭଦ୍ରକ ବସ୍‌ ସିଣ୍ଡିକେଟରେ ବିବାଦ ତେଜିବାରେ ଲାଗିଛି। ସଂଘର ଆର୍ଥିକ ହେର୍‌ଫେର୍‌କୁ ନେଇ ମୁଣ୍ଡ ଟେକିଥିବା କର୍ମକର୍ତ୍ତା ଚୟନ ବିବାଦ ମାଲି ମକଦ୍ଦମାଠାରୁ ଆରମ୍ଭ କରି ହାତାହାତି ପର୍ଯ୍ୟନ୍ତ କଥା ଗଲାଣି। ପରିସ୍ଥିତିକୁ ନଜର ରଖି ଜିଲା…

ନେଇଗଲେ ବନବିଭାଗ, ଝୁରୁଛନ୍ତି କୁନ୍ତଳା

ତେଲକୋଇ,୧୪।୩: ପଶୁ ଓ ମଣିଷ ମଧ୍ୟରେ ରହିଛି ଅନାବିଳ ସ୍ନେହ । ମଣିଷ ପାଖରୁ ପଶୁଟିକୁ ବିଚ୍ଛେଦ କରି ଜଙ୍ଗଲରେ ଛାଡିବା ଘଟଣାରେ ଜଣେ ମହିଳା ପାଳିତ ପଶୁଙ୍କୁ ଝୁରି ହେଉଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ବନାଞ୍ଚଳ…

ଶର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ମହିଳା

ଭଦ୍ରକ ଅଫିସ,୧୩।୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ବାଣିତିଆ ପଞ୍ଚାୟତ ମହଲାସାହିରେ ଶନିବାର ରାତିରେ ବିଦ୍ୟୁତ୍‌ ଶର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏଥିରେ ତାଙ୍କ ସ୍ବାମୀ ଓ ୧୦ ବର୍ଷର ଝିଅ ପୋଡ଼ିଯାଇ…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ବିଷମକଟକ,୧୩ା୩: ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସମ୍ପର୍କିୟ ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଯୁବକ ଜଣକ ମାର୍ଚ୍ଚ ୧ତାରିଖରେ ନାବାଳିକାଙ୍କୁ…

୧୦ ଟଙ୍କା ରିଚାର୍ଜ ନାମରେ ଠକିନେଲେ ୩.୯୫ ଲକ୍ଷ ଟଙ୍କା

ନୂଆପଡ଼ା ଅଫିସ,୧୩।୩: ନୂଆପଡ଼ା ଜିଲାରେ ଦିନକୁ ଦିନ ସାଇବର ଠକେଇ ବଢିଚାଲିଛି। ନୂଆପଡ଼ାରେ ରହୁଥିବା ଶିକ୍ଷକ ଅହିଂସା ରଞ୍ଜନ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି । ତାଙ୍କ ଆକାଉଣ୍ଟରୁ ୩ଲକ୍ଷ ୯୫ ହଜାର ୫ଶହ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ୍‌,୧୨।୩ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଭୋର୍‌ରୁ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଭୋର୍‌ ୫ଟାରୁ ଝଡ଼ବର୍ଷା ହୋଇ ପ୍ରାୟ ୪୫ ମିନିଟ୍‌ ଧରି ଲାଗି ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ବରଗଡ଼ ସହର ଉପକଣ୍ଠ ଘୁଲିପାଲି…

ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରି ଦିଅର ଗିରଫ

ବ୍ରଜରାଜନଗର,୧୩।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଲଜକୁରା ଫାଟକପଡ଼ାର ଜଣେ ଯୁବକ ସମ୍ପର୍କୀୟ ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ପ୍ରଘଟ କଲେ ମହିଳାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ହେଲେ ମହିଳା ଜଣକ ପରିବାର ଲୋକଙ୍କୁ ଘଟଣା ସଂକ୍ରାନ୍ତରେ…

ଶିଶୁଭବନରେ ଅଗ୍ନିକାଣ୍ଡ

କଟକ ଅଫିସ,୧୩।୩: ଶନିବାର କଟକ ଶିଶୁଭବନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କୌଣସି ପ୍ରକାର କ୍ଷତି ଘଟି ନ ଥିବା ଜଣାପଡ଼ିଛି। ନ୍ୟୁ ବର୍ନ ଓ୍ବାର୍ଡର ଲାଇଟର ହୋଲଡରରେ ସର୍ଟସର୍କିଟ ହୋଇ ପ୍ରଥମେ ନିଆଁ…

ଆଜି ଭୁବନେଶ୍ୱରରୁ ୭ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…

ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼, କଟକରୁ ସର୍ବାଧିକ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଶନିବାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ରିଲାଏନ୍ସର ୩ ବିଦ୍ୟୁତ୍‌ ବିତରଣ କମ୍ପାନୀ ବକେୟା ୪୨୩୪ କୋଟି

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ବିଦ୍ୟୁତ୍‌ ଦର ବୃଦ୍ଧି ପାଇଁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି)ରେ ଶୁଣାଣି ଚାଲିଥିବା ବେଳେ ଖାଉଟି ଏହାର ପ୍ରବଳ ବିରୋଧ କରୁଛନ୍ତି। ବର୍ତ୍ତମାନ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେଇଥିବା ଟାଟା ପାଓ୍ବାର ରାଜ୍ୟବାସୀଙ୍କୁ ୨୪ ଘଣ୍ଟିଆ ବିଦ୍ୟୁତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri