ରାଜ୍ୟ

ଆରମ୍ଭରୁ ଧାନ ତାତି: ଗୃହ ମୁଲତବୀ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ପକ୍ଷରୁ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଯାଇଥିଲା। ବିଧାନସଭାରେ କଂଗ୍ରେସ ବିଧାୟକ ହୋ-ହଲ୍ଲା କରିଥିଲେ। ଭାଜପା ବିଧାୟକ ମଣ୍ଡିରୁ ଧାନ ନ ଉଠିବା…

ସ୍କୁଲ ପାଚେରି ପଡି ଶିଶୁ ମୃତ୍ୟୁ ଘଟଣା: କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ ପେଟାପାଙ୍ଗା ପଞ୍ଚାୟତ ଅନ୍ତର୍ଗତ ବେଲକଟି ଗ୍ରାମରେ ସ୍କୁଲ୍‌ ଗେଟ୍‌ ଓ ପାଚେରି ପଡ଼ି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଏହି ସ୍ପର୍ଶକାତର ଘଟଣାକୁ ନେଇ ଗୁରୁବାର ଜାତୀୟ…

ନିଷିଦ୍ଧ ସତ୍ତ୍ୱେ ମିଳୁଛି କ୍ଲୋରପାଇରିଫସ୍‌ କୀଟନାଶକ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ବରଗଡ଼ ବନଖଣ୍ଡ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଗତ ୧୫ଦିନ ତଳେ ବହୁ ମାଛ ମରି ଭାସିଥିଲେ। ଏହା ଜଣାପଡ଼ିବା ପରେ ଏହାର ନମୁନା ପରୀକ୍ଷା ଓୟୁଏଟିରେ ହୋଇଥିଲା। ତେବେ ରିପୋର୍ଟରେ ବିଷକ୍ରିୟା…

ଜଙ୍ଗଲ ନିଆଁ: ଦୁଇଦିନରେ ଦୁଇଗୁଣ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ସାରା ରାଜ୍ୟରେ ଜଙ୍ଗଲ ଜଳୁଛି। ଦିନକୁ ଦିନ ଏହା ବଢ଼ି ଚାଲିଛି। ଭାରତୀୟ ବନ ସର୍ବେକ୍ଷଣ ସୂଚନାନୁସାରେ, ବୁଧବାର ୪୯୭ଟି ଫାୟାର ପଏଣ୍ଟରେ ନିଆଁ ରହିଥିବାବେଳେ ଗୁରୁବାର ୧୦୪୮ ସାଟେଲାଇଟ୍‌ ଆଧାରିତ ଫାୟାର ପଏଣ୍ଟ ପଞ୍ଜୀକରଣ ହୋଇଛି। ତେବେ ଚିନ୍ତା…

୭ ଜିଲାରେ ଝଡ଼ବର୍ଷା: ୧୬ରୁ ବଢ଼ିପାରେ ତାତି

ଭୁବନେଶ୍ୱର,୧ ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମର ପ୍ରଭାବ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୩୫ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଏପରି କି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୬ ତାରିଖ ଯାଏ ପାଗରେ…

ବିରୋଧୀଙ୍କ ହାତରେ ଜଙ୍ଗଲ ନିଆଁ

ଭୁବନେଶ୍ୱର,୧୨ା୩(ବ୍ୟୁରୋ):ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମଧ୍ୟ ସରଗରମ ହେବା ନେଇ ସଙ୍କେତ ମିଳୁଛି। ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିିଛନ୍ତି। ରାଜ୍ୟର ଶିମିଳିପାଳ ସମେତ ବିଭିନ୍ନ…

ଜାଗା ଖୋଜୁଛି ମଡେଲ ବସ୍‌ଷ୍ଟାଣ୍ଡ୍‌

ଢେଙ୍କାନାଳ ଅଫିସ, ୧୨।୩ ବଢୁଛି ଢେଙ୍କାନାଳ ସହର। ବଦଳୁଛି କଳେବର। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ଆବଶ୍ୟକତା ଅନୁଭବ ହେଲାଣି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଅଟକି ରହିଛି। ଦୀର୍ଘ ୫ବର୍ଷ ତଳେ…

କଷ୍ଟ ଦେଲାଣି ଜଳ ସଙ୍କଟ

ଛେଣ୍ଡିପଦା,୧୨ା୩(ସ୍ବ.ପ୍ର.) ଖରା ଟାଣ ଧରୁ ଧରୁ କଷ୍ଟ ଦେଲାଣି ଜଳ ସଙ୍କଟ। ପିଇବା ପାଣି ନ ପାଇ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳର ଲୋକେ ରାସ୍ତାକୁ ଓହ୍ଲାଇଲେଣି। ପ୍ରଶାସନ ପକ୍ଷରୁ ତୁରନ୍ତ ଅଚଳ ପ୍ରକଳ୍ପ, ନଳକୂଅ ମରାମତି ନିମନ୍ତେ ନିର୍ଦ୍ଦେଶ…

ଠାଏ ଠାଏ ଜଳୁଛି କୁଲଡ଼ିହା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ

ସଜନାଗଡ଼, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବ୍ୟାପିବା ନେଇ ବନବିଭାଗ ଚିନ୍ତାରେ ପଡିଛି। ଫେବୃୟାରୀ ୪ ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ ବର୍ଗ କି.ମି.…

କମୁଛି ଶିମିଳିପାଳ ନିଆଁ

ବାରିପଦା ଅଫିସ,୧୨ା୩- ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଧିରେଧିରେ ନିୟନ୍ତ୍ରଣକୁ ଆସୁଛି। ଦୀର୍ଘଦିନ ଧରି ଲାଗିରହିଥିବା ନିଆଁ ଏବେ ପ୍ରଶମିତ ହେବାରେ ଲାଗିଛି ା ଗୁରୁବାର ଅପରାହ୍ନରେ ଅଭୟାରଣ୍ୟର ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ଝିପିଝିପି ବର୍ଷା ହୋଇଥିବା ବେଳେ ଦିନତମାମ…

ବୋହୂକୁ ଖାଇବାକୁ ଦେଉ ନାହାନ୍ତି ଶାଶୁ ଘର ଲୋକେ

ବ୍ରହ୍ମପୁର ଅଫିସ,୧୧ା୩: ବ୍ରହ୍ମପୁରର ଜଣେ ଡାକ୍ତର ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ତୁଟୁ ନାହିଁ। ଗୁରୁବାର ପୁଣି ବ୍ରହ୍ମପୁର ସ୍ଥିତ ଶାଶୁଘର ସମ୍ମୁଖରେ ଗଣ୍ଡଗୋଳ ଦେଖିବାକୁ ମିଳିଛି। ଝିଅଙ୍କ ପରିବାର ଲୋକ ଶାଶୁଘର ଲୋକଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣିଥିଲେ।…

ମନ୍ଦିର ପରିସରରେ ଆତଙ୍କ ଖେଳାଇଲେ ମହୁମାଛି

କୁନ୍ଦୁରା,୧୧ା୩: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର କୁମ୍ଭିଖାରୀ ଗ୍ରାମ ଉପକଣ୍ଠରେ ଥିବା ଶିବମନ୍ଦିର ନିକଟରେ ଗୁରୁବାର ମହୁମାଛି ଆକ୍ରମଣରେ ୩୦ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୫ ଜଣ ଚିକିତ୍ସିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri