୮ ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ: ବିନିଯୋଗ ହେବ ୧୨୧୪ କୋଟି
ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ଓଡିଶାରେ ବ୍ୟବସାୟ ଅନୁକୂଳ ବାତାବରଣ ଓ ସ୍ବଚ୍ଛ ବ୍ୟବସ୍ଥା ଯୋଗୁ ରାଜ୍ୟ ନୂତନ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିବାରେ ସମର୍ଥ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ ଓ୍ବିଣ୍ଡୋ କମିଟି…
ରାଜ୍ୟରେ ୭୦୦ ଫାୟାର ପଏଣ୍ଟ
ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଜାତୀୟ ପ୍ରସଙ୍ଗ ପାଲଟିଛି। ଏହା ଉପରେ ତାଜା ତଥ୍ୟ ଦେଉଥିବା ଫରେଷ୍ଟ ସର୍ଭେ ଅଫ୍ ଇଣ୍ଡିଆ ସୂଚନାନୁସାରେ, ଶିମିଳିପାଳ ଜଙ୍ଗଲର ୯ଟି ଫାୟାର ପଏଣ୍ଟ ଚିହ୍ନଟ ହୋଇଥିବାବେଳେ ରାଜ୍ୟର ମୋଟ୍…
ପଶ୍ଚିମବଙ୍ଗରେ ଆରମ୍ଭ ହୋଇଛି ପରିବର୍ତ୍ତନ
ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ନିର୍ବାଚନ ପାଇଁ ପଡୁଛି ଉଠୁଛି ପଶ୍ଚିମବଙ୍ଗ ରାଜନୀତି। ନିର୍ବାଚନ ଦିନ ପାଖେଇ ଆସୁଥିବା ବେଳେ ସରଗରମ ହୋଇଉଠିଛି ପ୍ରଚାର ମଇଦାନ। ଏହିକ୍ରମରେ ୩ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନନ୍ଦିଗ୍ରାମ ଏବଂ ହଳଦିଆ ବିଧାନସଭା…
ଆସନ୍ତା ଦୁଇଦିନ ଝଡ଼ବର୍ଷା, ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଗତ କିଛିଦିନ ହେବ କାଳବୈଶାଖୀ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୮ ଡିଗ୍ରୀ ସେଲ୍ସିୟସ ମଧ୍ୟରେ ରହିଛି। ଆସନ୍ତା ଦୁଇଦିନ ଅଧିକାଂଶ ଜିଲାରେ ଝଡ଼ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲାରେ…
ରାମଚନ୍ଦ୍ର, ଚନ୍ଦ୍ରଶେଖରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ
ଭୁବନେଶ୍ୱର, ୧୩। ୩ (ବ୍ୟୁରୋ): ୨୦୨୦ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ‘ସାହିତ୍ୟ ଏକାଡେମୀ ପୁରସ୍କାର’, ‘ବାଲ୍ ସାହିତ୍ୟ ପୁରସ୍କାର’ ଓ ‘ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’ ଘୋଷଣା କରାଯାଇଛି। ଓଡ଼ିଶାର ବିଶିଷ୍ଟ ଶିଶୁ ସାହିତି୍ୟକ ଡ. ରାମଚନ୍ଦ୍ର ନାୟକ…
ସହରୀ ଜାଗାକୁ କବ୍ଜା
ଅନୁଗୋଳ ଅଫିସ, ୧୩।୩ : ଅନୁଗୋଳ ସହରର ବିଭିନ୍ନ ବସ୍ତିରେ ବସବାସ କରୁଥିବା ଲୋକଙ୍କୁ ଜାଗା ମିଶନରେ ସାମିଲ କରାଯାଇ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଉଛି। ଏପରି କି ଆବାସ ଯୋଜନାରେ ସେମାନଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି। କିନ୍ତୁ ବହୁ…
ପ୍ରତିଶ୍ରୁତି ଦେଇ କିଣିଲେନି ଧାନ
ଭଦ୍ରକ ଅଫିସ, ୧୩।୩-ଧାନ ବିକି ନ ପାରି ସରକାରୀ ଧାନ ସଂଗ୍ରହ କେନ୍ଦ୍ର ଆଗରେ ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଭଦ୍ରକ ବ୍ଲକ ବନ୍ଧଗଁାର ଚାଷୀ ରାମକୃଷ୍ଣ ପଣ୍ଡା। ଜିଲା ଚିକିତ୍ସାଳୟରେ ଚିକିତ୍ସିତ ହୋଇ ସେ ଘରକୁ ମଧ୍ୟ ଫେରିଲେଣି। ସେତେବେଳେ…
ନକଲି ସୁନା ଅଳଙ୍କାର ବିକି ଧରାପଡ଼ିଲେ ଯୁବକ
ଚାନ୍ଦବାଲି,୧୩।୩(ଡି.ଏନ.ଏ.)-ବ୍ୟବସାୟୀଙ୍କୁ ନକଲି ସୁନା ଅଳଙ୍କାର ବିକ୍ରି କରୁଥିବା ବେଳେ ଧରା ପଡ଼ିଛନ୍ତି ଜଣେ ଯୁବକ। ତାଙ୍କ ନିକଟରୁ ୩୮ ଗ୍ରାମର ନକଲି ସୁନା ଅଳଙ୍କାର ସହିତ ଏକ କାର୍ ଜବତ କରିଛି ପୋଲିସ। ଶୁକ୍ରବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ…
କୁଲଡ଼ିହା ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ
ସଜନାଗଡ଼, ୧୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ଦୀର୍ଘ ଏକ ସପ୍ତାହରୁ ଊର୍ଦ୍ଧ୍ୱ ହେବ ନିଆଁ ଲାଗି ବୃକ୍ଷଲତା ପୋଡି ପାଉଁଶ ହୋଇଯାଇଛି। ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଶୁକ୍ରବାର ବାଲେଶ୍ୱର ଏମ୍ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ…
ସ୍କୁଲ ବାରଣ୍ଡାରେ ଅସହାୟ ପରିବାର
ସିମୁଳିଆ, ୧୩।୩(ଡି.ଏନ.ଏ.) – ଘରଦ୍ୱାର ନାହିଁ। ସ୍କୁଲ ବାରଣ୍ଡାରେ ଆଶ୍ରୟ ନେଇଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର ଏକ ପରିବାର। ଗରିବ ଲୋକଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦିଆଯାଉଥିବା ବେଳେ ଏହି ପରିବାର ସେଥିରୁ…
ଶିମିଳିପାଳକୁ ବର୍ଷା ସାହା
ବାରିପଦା ଅଫିସ,୧୨ା୩: ୨୭୫୦ ବର୍ଗ କି.ମି. ପରିଧି ମଧ୍ୟରେ ଥିବା ଶିମିଳିପାଳ ଅଭୟାରଣ୍ୟର ୨୧ଟି ରେଞ୍ଜରେ ଦୀର୍ଘଦିନ ହେଲା ଲାଗି ରହିଥିବା ନିଆଁ ନିୟନ୍ତ୍ରଣକୁ ଆସିଛି। ବନ କର୍ମଚାରୀ, ଓଡ୍ରାଫ ଟିମ୍, ଅଗ୍ନିଶମ ବାହିନୀ, ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ସ୍ଥାନୀୟ ଲୋକଙ୍କ…
ଚୋର ସନ୍ଦେହରେ ବ୍ୟାଙ୍କ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
ଭଞ୍ଜନଗର,୧୨।୩: ଗଞ୍ଜାମ ଜିଲା ତାରସିଂ ଥାନା ଅଞ୍ଚଳରେ ଚୋରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ଗୁରୁବାର ରାତିରେ ଗେରେଡ଼ା ନିକଟ ଏକ ସାହିରେ ଜଣେ ବ୍ୟାଙ୍କ କର୍ମଚାରୀ ଓ ତାଙ୍କ କାର୍ ଡ୍ରାଇଭରଙ୍କୁ ଚୋର ଭାବି କିଛି ଲୋକ ଅଟକ ରଖିଥିଲେ।…
Archives


