ରାଜ୍ୟ

ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଶିକ୍ଷା ଗୁରୁ

ଭୁବନେଶ୍ୱର,୪।୬(ବ୍ୟୁରୋ): ଡ. ବିଜୟ କୁମାର ସାହୁ। ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିତ୍ୱ। ୧୯୬୩ ଜୁନ୍‌ ୧ରେ ଖୋର୍ଦ୍ଧା ଜିଲାରେ ଜନ୍ମଗ୍ରହଣ କରିଥିବା ବିଜୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। କିନ୍ତୁ ଓଡ଼ିଶାରେ ଶିକ୍ଷାର ପରିବର୍ତ୍ତନ ଥିଲା ତାଙ୍କର ସ୍ବପ୍ନ।…

ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର

ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ ପଦକ୍ଷେପ ନିଆଯାଇ ନ ଥିଲା। ଗୁରୁବାର ଭିଡିଓ କନ୍‌ଫରେନ୍ସରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ…

ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ

ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ ବାର୍ଷିକ ବୋନସ ମଧ୍ୟ ଦେଉଛନ୍ତି। ଏହାବ୍ୟତୀତ ଜୋତା, ଛତା, ବାହାଘର ପ୍ରୋତ୍ସାହନ ରାଶି ଆଦି…

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି ଭୋଗୁଥିବା ପାନୀୟଜଳ ସମସ୍ୟାର ସମାଧାନ ହେବାକୁ ଯାଉଛି। ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲା…

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୩୯ ଜୀବନ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୯ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୯୧୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୩୩୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୩୯୮ଟି ହେଉଛି…

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡଙ୍ଗୀ ରେଞ୍ଜ୍‌ ଖଙ୍କିରା…

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ୧୦ ତାରିଖ ରାତିରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା,…

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। ଗୁରୁବାର ସମ୍ପୃକ୍ତ ପ୍ରେମୀଯୁଗଳଙ୍କୁ ପୋଲିସ ଉଦ୍ଧାର କରିବା ପରେ ଥାନା ପରିସରରେ…

ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ। ୬ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କୁ ଚେନ୍ନାଇ…

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ କରିବା ପାଇଁ ଜିଲାରେ ୧୭ଟି ସ୍କ୍ବାର୍ଡ ଗଠନ କରାଯାଇଛି। ଏଥିରେ ମାଜିଷ୍ଟ୍ରେଟ୍‌, ପ୍ରଶାସନିକ ଅଧିକାରୀ…

୧୭ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri