ରଥରେ ଲାଗିଲା ଅଖ
ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଆଜି ଶ୍ରୀଜିଉଙ୍କ ସକାଳ…
ସଂକ୍ରମଣ ନେଉଛି ଅଧିକ ଜୀବନ
ଅନୁଗୋଳ ଅଫିସ, ୩ା୬: ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍ଫେକ୍ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ। ତେଣୁ ନବଜାତକଙ୍କୁ ଇନ୍ଫେକ୍ଶନରୁ ସୁରକ୍ଷିତ ରଖିବାକୁ ଲେବର ରୁମ୍, ଓଟି ଏବଂ ନବଜାତ ଓ୍ବାର୍ଡର…
ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ
କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍ ଲେନ୍ସ୍ଥିତ ବାସଗୃହରେ ସେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍ସିବି ମେଡ଼ିକାଲକୁ ନିଆଯାଇଥିଲା।…
ଧାରଣା ଦେଲେ ପରିବାର
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା ନିଖୋଜ ଏନ୍. ତ୍ରିନାଥଙ୍କ ସ୍ତ୍ରୀ ପୋଲିସକୁ ଜବାବ ମାଗିଛନ୍ତି। ଏପରି କି, ନ୍ୟାୟ ପାଇଁ…
ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ
ଭୁବନେଶ୍ୱର,୩।୬: କୋଭିଡ୍ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକା ହେଲ୍ଥ ଆଣ୍ଡ ଓ୍ବେଲନେସ୍ ଗ୍ରୁପ୍ ପକ୍ଷରୁ (ଓଏସ୍ଏ-ଏଚ୍ଡବ୍ଲ୍ୟୁଜି) ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଆରମ୍ଭ କରାଯାଇଛି। ଭୁବନେଶ୍ୱର ଉତ୍ତର…
ଟିକା ନେଲେ ଜରାଶ୍ରମ ଅନ୍ତେବାସୀ
ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ କମିଶନର ସଞ୍ଜୟ କୁମାର ସିଂହଙ୍କ ନିର୍ଦ୍ଦେଶରେ ଜରାଶ୍ରମ ଅନ୍ତେବାସୀଙ୍କୁ…
ତୈଳ, ଗ୍ୟାସ ବିତରଣକାରୀଙ୍କୁ ଟିକା
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱରଠାରେ ଇଣ୍ଡିଆନ ଅଏଲ ଏବଂ ଆପୋଲୋ ହସ୍ପିଟାଲ ସହଯୋଗରେ ଆୟୋଜିତ ୭ଦିନିଆ ‘କୋଭିଡ୍-୧୯ ଟିକାକରଣ ଶିବିର’କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଉଦ୍ଘାଟନ କରିଛନ୍ତି । ଉପଭୋକ୍ତାଙ୍କୁ ତୈଳ ଓ ଗ୍ୟାସ ବିତରଣ କରୁଥିବା କୋଭିଡ୍ ଯୋଦ୍ଧା ଓ ସେମାନଙ୍କ…
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର ଦଉଡ଼ି ଏବଂ ଘେର ଦଉଡ଼ି ପୁରୀରେ ପହଞ୍ଚତ୍ଛି। ଏକ ଟ୍ରକ ଯୋଗେ ପୁରୀରେ ୧୪ଟି…
ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍ଡାଉନ, ଶଟ୍ଡାଉନ, ତୈଳଦର ବୃଦ୍ଧି, ଯାତ୍ରୀସଂଖ୍ୟା ହ୍ରାସ ଆଦି ସମସ୍ୟା ନେଇ ରାଜ୍ୟର ୧୪ ହଜାର…
ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା ଅନୁଯାୟୀ ଏହିଦିନ ଚକଡେରା ନୀତି ସମ୍ପନ୍ନ ହୋଇଥାଏ। ଏଣୁ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ…
ଦିଆସିଲି କାଠିରେ ସାଇକେଲ ପ୍ରତିକୃତି
ପୁରୀ ଅଫିସ,୩।୬: ଜୁନ ୩ ତାରିଖକୁ ସାରା ବିଶ୍ୱରେ ୱାର୍ଲଡ ସାଇକେଲ ଦିବସ ଭାବେ ପାଳନ କରାଯାଏ। ସାଇକେଲ ଚଳାଇବା ଦ୍ୱାରା ସ୍ବାସ୍ଥ୍ୟ ଠିକ ରହିବା ସହ ପରିବେଶ ପ୍ରଦୂଷଣ ହୋଇ ନ ଥାଏ। ଏଣୁ ପରିବେଶ ପ୍ରଦୂଷଣ ରୋକିବା ଏବଂ…
ନୂଆ ବିପିଏଲ୍ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା
କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍ଲାଇନ୍ ପ୍ରସ୍ତୁତ ହୋଇଥିଲା। ଏହି ଗାଇଡ୍ଲାଇନ୍ ଅନୁଯାୟୀ ବିପିଏଲ୍ ତାଲିକା ପ୍ରସ୍ତୁତ କରିବା ପାଇଁ କେନ୍ଦ୍ର ସରକାର ସବୁ…
Archives


