୩ କ୍ରୀଡ଼ା ଭିତ୍ତିଭୂମିର ଉଦ୍ଘାଟନ
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟକୁ କ୍ରୀଡ଼ା ହବ୍ରେ ପରିଣତ କରିବାକୁ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ୩ଟି କ୍ରୀଡ଼ା ଭିତ୍ତିଭୂମିକୁ ଉଦ୍ଘାଟନ କରିଛନ୍ତି। ଗଞ୍ଜାମ ଜିଲାର ହିଞ୍ଜିଳିକାଟୁରେ ଇନ୍ଡୋର ଷ୍ଟାଡିୟମ୍, ଛତ୍ରପୁରରେ...
ଟିକା ପାଇଁ ୯୮% ସ୍ବାସ୍ଥ୍ୟକର୍ମୀ ପଞ୍ଜୀକୃତ
ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଖୁବ୍ଶୀଘ୍ର କରୋନା ଟିକା ଆସିବାର ଅଛି। ଟିକା ଆସିଲେ ପ୍ରଥମେ ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହିତ ଆଗଧାଡ଼ିର ଯୋଦ୍ଧାଙ୍କୁ ଦିଆଯିବ ବୋଲି କୁହାଯାଉଛି। ତେଣୁ କେନ୍ଦ୍ର ସରକାର ସମ୍ପୃକ୍ତ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ତଥ୍ୟ ଦେବାକୁ...
ଅବହେଳାରୁ ୧୨୪କୋଟି କ୍ଷତି
ଭୁବନେଶ୍ୱର,୩।୧୧(ବ୍ୟୁରୋ): ପରିବହନ ବିଭାଗର କେତେକ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଏବଂ ଟିକସ ଆଦାୟରେ ଅନିୟମିତତା ଯୋଗୁ ରାଜ୍ୟ ସରକାରଙ୍କୁ ବହୁ କୋଟି ଟଙ୍କାର ରାଜସ୍ବ ହରାଇବାକୁ ପଡୁଛି। ମୋଟର ଯାନ ଟିକସ ଆଦାୟ ବିଳମ୍ବ, ଡେରିରେ ଆଦାୟ ହେଉଥିବା ଟିକସରେ...
ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ: ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍
ଭୁବନେଶ୍ୱର,୩ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ କଡ଼ା କଟକଣା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର ସହ କୋଭିଡ ଗାଇଡଲାଇନ ଅନୁସାରେ ଭୋଟ ଗ୍ରହଣ କରାଯାଉଛି ।...
ଧାରଣାରେ ବସିଲେ ଡାକ୍ତର, କର୍ମଚାରୀ
ଢେଙ୍କାନାଳ ଅଫିସ,୩ା୧୧ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦରେ ସୋମବାର ସମସ୍ତ ଡାକ୍ତର ଓ କର୍ମଚାରୀ ଧାରଣାରେ ବସିଥିଲେ। ଅଭିଯୁକ୍ତମାନଙ୍କୁ ୨୪ ଘଣ୍ଟା ମଧ୍ୟରେ ଗିରଫ କରା...
କଷ୍ଟ ବୁଝୁନାହାନ୍ତି କର୍ତ୍ତୃପକ୍ଷ
ଅନୁଗୋଳ ଅଫିସ, ୩।୧୧ – ଯନ୍ତ୍ରଣାରେ ଛଟପଟ ହେଉଥିବା ରୋଗୀଟିକୁ ତୁରନ୍ତ ଓ୍ବାର୍ଡରେ ଭର୍ତ୍ତି କରିବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା ଏକ ବ୍ୟାଟେରିଚାଳିତ ଗାଡ଼ି। କିନ୍ତୁ ଦୀର୍ଘଦିନ ହେବ ଉକ୍ତ ଗାଡ଼ି ଅଚଳ ଅବସ୍ଥାରେ ପଡ଼ିରହିଥିଲେ ହେଁ ତାହାର...
ତ୍ୱରାନ୍ବିତ ହେଉନି ଉନ୍ନୟନ କାର୍ଯ୍ୟ: ଜନ ପ୍ରତିନିଧିଙ୍କ ମୌନ ଧାରଣା
ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ବର୍ତ୍ତମାନ ଉନ୍ନୟନ କାର୍ଯ୍ୟ ଏକପ୍ରକାର ବ୍ୟାହତ ହୋଇଛି ା ଫଳରେ ମଞ୍ଜୁର ଅର୍ଥ ପୁଣି ସରକାରଙ୍କ ନିକଟକୁ ଫେରିବାକୁ ବସିଛି ା ପ୍ରଶାସନର ଏଭଳି ଅବହେଳା ପ୍ରତିବାଦରେ ସୋମବାର ଜନପ୍ରତିନିଧିମାନେ...
ସରିଲା କାନ୍ଦୁଲବୁଢ଼ା ଯାତ୍ରା
ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଧଣ୍ଡାମାଲ ପଞ୍ଚାୟତ ଅନ୍ତର୍ଗତ ଅନ୍ତର୍ଲା ନିକଟସ୍ଥ କାନ୍ଦୁଲବୁଢ଼ା ଦେଶଗୁଡିଖଳା ଡଙ୍ଗରପଡାରେ ତିନିଦିନ ଧରି ଚାଲିଥିବା କାନ୍ଦୁଲବୁଢ଼ା ଯାତ୍ରା ସୋମବାର ଉଦ୍ଯାପିତ ହୋଇଯାଇଛି ା ଏହିଦିନ ବରୁଆଙ୍କ ଶରୀରରେ ଦେବତା ଆବିର୍ଭାବ...
ପ୍ରଶାସନ କଲାନି, ରାସ୍ତା ମରାମତି କଲା ସାମାଜିକ ସଂଗଠନ
ଅମରପାଲି, ୩।୧୧(ଡି.ଏନ.ଏ.) ଶୁଣିଲାନି ପ୍ରଶାସନ। ଶେଷରେ ବାଧ୍ୟ ହୋଇ ନିଜ ଅଞ୍ଚଳର ରାସ୍ତାକୁ ମରାମତି କରି ଉଦାହରଣ ସୃଷ୍ଟି କଲେ ସାମାଜିକ ସଂଗଠନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଅଞ୍ଚଳରେ। ଖଣ୍ଡହତାସ୍ଥିତ...
ଚିକିତ୍ସା ଅବହେଳାରୁ ନାବାଳିକା ମୃତ୍ୟୁ ଅଭିଯୋଗ
ବାରିପଦା ଅଫିସ,୩ା୧୧- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍ଏମ୍) ମେଡିକାଲରେ ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ଉକ୍ତ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରି...
ଭୁଶୁଡ଼ିବ ମାଛକାନ୍ଦଣା ପୋଲ
କେନ୍ଦୁଝର,୩ା୧୧(ସ୍ବ.ପ୍ର.)-ଖଣି ଓ ଶିଳ୍ପ ସମୃଦ୍ଧ କେନ୍ଦୁଝର ଜିଲାର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଥିଲେ ହେଁ ମରାମତି ଅଭାବରୁ ବହୁ ରାସ୍ତାଘାଟ ତଥା ପୋଲ ଅସୁରକ୍ଷିତ ହୋଇ ରହିଛି ା ଏହି ସବୁ ରାସ୍ତା ଓ ପୋଲର ମରାମତି...
ଗଢ଼ା ମଜୁରୀ ଉଠୁନି
କେନ୍ଦୁଝର, ୩।୧୧(ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ଅନେକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି ା ବିଶେଷ କରି ପାର୍ବଣ ଋତୁରେ କାରିଗରମାନେ ମୂର୍ତ୍ତି ଗଢି ଯାହା ରୋଜଗାର କରନ୍ତି ସେଥିରେ ବର୍ଷ ତମାମ ପରିବାର ଚଳାଇଥାନ୍ତି। ତେବେ ଚଳିତବର୍ଷ ରୋଜଗାର ଉପରେ...
Archives


