ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି…
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ରାଜ୍ୟରେ ୮,୩୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗରୁବାର ଏହି ସଂଖ୍ୟାରେ…
ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଥାଏ। ୩୦୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଇଚ୍ଛାପୁରରେ…
‘ୟାସ୍’ କ୍ଷୟକ୍ଷତି ୬୧୦ କୋଟି
ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସମ୍ପତ୍ତି ରହିଛି। ୧୫୦ ଗ୍ରାମ ଜଳମଗ୍ନ ହୋଇଥିବା ବେଳେ ୧୧ ହଜାର…
ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ…
ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବତୀ ହେଲେ ସେମେଲମୁଣ୍ଡା ଗାଁର ମିନାକ୍ଷୀ ବେହେରା। ଝିଅ…
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି। ମଳିଥିବା ସୂଚନା ମୁତାବକ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଦିଲୀପ ବିଶ୍ୱାଳ…
ରାଜଧାନୀରେ ଥମୁନି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର,୨।୬: ବହୁ ଚେଷ୍ଟା ସତ୍ତ୍ୱେ ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନାହିଁ। ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରେ ୯୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୬୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୪୯…
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ମୈଦଲପୁର ଗାଁର ବନମାଳୀ ପୁଝାରୀ(୫୮) ଏବଂ ଗୋପିଗୁଡା…
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ
ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କର ଜଣେ ସମ୍ପର୍କୀୟ ସୂଚନା ଦେଇଛନ୍ତି। ହସ୍ପିଟାଲ ତରଫରୁ ମିଳିଥିବା…
ଟିକା ଲଢ଼େଇ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର,୨ା୬(ବ୍ୟୁରୋ): କରୋନା ଟିକା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଙ୍କଟ ଦୂର ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ। ନବୀନ ଲେଖିଛନ୍ତି, ଟିକା ପାଇଁ ପରସ୍ପର ଭିତରେ ନ ଲଢ଼ି, ଏକାଠି ଲଢ଼ିବାକୁ…
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର ପୋଖରୀ ଚତୁଃପାର୍ଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବୁଧବାର…
Archives


