ରାଜ୍ୟ

ହାଇକୋର୍ଟରେ ପିଆଇଏଲ୍‌

କଟକ ଅଫିସ୍‌, ୧୦ା୩: ରାଜ୍ୟର ଶିମିଳିପାଳ ଅଭୟାରଣ୍ୟ ସମେତ ୩୦୦ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ପ୍ରାୟ ମାସେ ହେବ ନିଅଁା ଲାଗିଛି। ଏହା କମିବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି କେବଳ ଶିମିଳିପାଳର ୧୪୨୮ଟି ସ୍ଥାନରେ ନିଅଁା ଲାଗିଥିବା…

ବନ୍ୟଜନ୍ତୁ ଜନବସତିମୁହାଁ

ବାରିପଦା ଅଫିସ,୧୦ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏବେ ବି ନିଅଁା ହୁତୁ ହୁତୁ ହୋଇ ଜଳୁଛି। ଅଗ୍ନି ନିର୍ବାପନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ଜଣିଆ ଓଡ୍ରାଫ ଟିମ୍‌ ପହଞ୍ଚିଛନ୍ତି। ସେମାନେ ୪ଟି ଟିମ୍‌ରେ ବିଭକ୍ତ ହୋଇ ଚହଲା, ପିଠାବଟା,…

ଚଳନ୍ତା ବସ୍‌ରେ ଲାଗିଲା ନିଆଁ , ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ହାଟଡିହୀ,୯l୩(ଡି.ଏନ.ଏ.) : ଆନନ୍ଦପୁର-ଭଦ୍ରକ ୫୩ନଂ ରାଜ୍ୟ ରାଜପଥର କେନ୍ଦୁଝର ଜିଲା ହାଟଡିହୀ ତହସିଲ ଛକ ନିକଟରେ ମଙ୍ଗଳବାର ଏକ ଘରୋଇ ବସ୍‌ରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଅପରାହ୍ନ ପ୍ରାୟ ୧ଟାରେ ପାଖାପାଖି ୫୦ ଯାତ୍ରୀ ଧରି ଭଦ୍ରକରୁ ଆନନ୍ଦପୁର ଅଭିମୁଖେ ଶ୍ରୀଲକ୍ଷ୍ମୀ…

ସୁସ୍ଥ ହେଲେ ୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୩: ରାଜ୍ୟରେ ମଙ୍ଗଳବାର ୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତ ସଂଖ୍ୟା ୩,୩୫,୨୫୦ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୧୬, ମୟୁରଭଞ୍ଜରୁ ୮, ବାଲେଶ୍ୱର ଓ ଖୋର୍ଦ୍ଧାରୁ ୭, ପୁରୀ ଓ ସୁନ୍ଦରଗଡ଼ରୁ ୬,…

ଜାଗର ପାଇଁ କଟକଣା: ମନ୍ଦିର ଭିତରେ ବାହାରେ ହେବନି ଗହଳି

ଭୁବନେଶ୍ୱର, ୯।୩(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା କୋପ ଆରମ୍ଭ ହୋଇଯାଇଥିବା ବେଳେ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଆଉ ମାତ୍ର ଦିନକ ପରେ ଜାଗର । ଏଥିନିମନ୍ତେ ପ୍ରାକ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଏଥର…

ରାଜ୍ୟରେ ୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

୧୨ରୁ ବଜେଟ ଅଧିବେଶନ, ନେଗେଟିଭ ରିପୋର୍ଟ ଥିଲେ ହିଁ ମିଳିବ ପ୍ରବେଶ ଅନୁମତି

ଭୁବନେଶ୍ୱର, ୯।୩(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏଥର ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ୍‌ ଟେଷ୍ଟ ହେବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ

ସୁନ୍ଦରଗଡ଼,୯।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀ ପର୍ଶୁରାମ ନାୟକଙ୍କ ବାସଭବନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏକ କାଳୀନ ପର୍ଶୁରାମଙ୍କ ସୁନ୍ଦରଗଡ଼ସ୍ଥିତ ବାସଭବନ ସମେତ ଭୁବନେଶ୍ୱର ଫ୍ଲାଟ୍‌ , ଲେସିପଡ଼ା ବ୍ଲକରେ ଥିବା…

ଭୁବନେଶ୍ୱରରେ ଏନ୍‌ଆଇଭି ପ୍ରତିଷ୍ଠା କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୩(ବ୍ୟୁରୋ): ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନ୍‌ଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଛି। ଏଥିମଧ୍ୟରୁ ଗୋଟିଏ ଭୁବନେଶ୍ୱରଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି…

ଦୁର୍ଘଟଣା ଯୋଗୁ ପ୍ରତିବର୍ଷ ୪ ଲକ୍ଷ କୋଟି କ୍ଷତି

ଭୁବନେଶ୍ୱର, ୯।୩(ବ୍ୟୁରୋ): ରାସ୍ତା ଦୁର୍ଘଟଣାରେ ହେଉଥିବା ଜନଜୀବନ ହାନି ରୋକିବା ନିମନ୍ତେ ସଡ଼କ ନିରାପତ୍ତା ନିୟମର କଡ଼ାକଡ଼ି ପ୍ରବର୍ତ୍ତନ ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୋଲିସ ଅଧିକାରୀ ଏବଂ ଆର୍‌ଟିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଏକ ଉଚ୍ଚସ୍ତରୀୟ…

ସତେଜ କାରବାର ପୁଣି ଫେରିଛି

ବ୍ୟବସାୟ ପ୍ରବହମାନ ଜଳ ସଦୃଶ। ନଦୀରେ ପାଣି କମ୍‌ ବେଶି ହେବା ଭଳି ବ୍ୟବସାୟ ମଧ୍ୟ ଅନେକ ଉତ୍‌ଥାନ ଓ ପତନ ଦେଇ ଗତି କରିଥାଏ। କରୋନା କିଛି ସମୟ ବ୍ୟବସାୟିକ ଭଟ୍ଟାର କାରଣ ସାଜିଥିଲେ ହେଁ ସକାରାତ୍ମକ ଭାବେ ଗ୍ରହଣ…

ଲକ୍ଷ୍ୟ ହାସଲ ପାଇଁ ମାର୍ଗଦର୍ଶନ ଲୋଡ଼ା

କରୋନା ମହାମାରୀ ଶିକ୍ଷା ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣିଛି। ଡିଜିଟାଲ ଉପାୟରେ ଶିକ୍ଷା ପଦ୍ଧତି ବିକଶିତ ହେବା ସହ ଉଭୟ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ନିଜକୁ ପ୍ରସ୍ତୁତ କରିନେଇଛନ୍ତି। ସବୁ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ ଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri