ରାଜ୍ୟ

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ ସୂଚନା ମିଳିଛି। ତେବେ ବୈଠକର ସ୍ଥାନ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଦଳ ପକ୍ଷରୁ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ ହୋଇଛି। ପ୍ରାରମ୍ଭିକ ଭାଷଣରେ ଅଧ୍ୟକ୍ଷ କହିଛନ୍ତି, ବିଦ୍ୟୁତ୍‌ ମାସକୁ ୩ ଲକ୍ଷ…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ ଦାରିଙ୍ଗବାଡ଼ି ଗସ୍ତରେ ରହିଥିବାବେଳେ ସିମନବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗସ୍ତ କରିଥିଲେ।…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ ଜଣେ ବୟସ୍କ ବ୍ୟକ୍ତି ନାବାଳିକାଙ୍କୁ ଅପହରଣ କରିନେଉଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି।…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ କୋଠରିରେ ନୁହେଁ, ବରଂ ଜନସାଧାରଣଙ୍କ ଦ୍ୱାରଦେଶରେ ଥାଏ। ଭାରତୀୟ ଗଣତନ୍ତ୍ରର ମୂଳଦୁଆ ସ୍ଥାନୀୟ…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଯୋଗଦାନ କରି…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ ଗାଁର ବବି ନାଏକ(୩୫) କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ ରବିବାର ସାରେ ଜଣେ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଲାଞ୍ଚ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସିଦ୍ଧ କୁମାର ଓରଫ ସିଦ୍ଧ ଆରାଧ୍ୟା ଓରଫ ଲକି(୩୦)। ତାଙ୍କ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ ବଳପୂର୍ବକ ଭାବେ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏହି ଘଟଣାରେ ଗିରଫ ଅଭିଯୁକ୍ତ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?