ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ଉଦ୍ୟମ
କାଳିଆପାଣି,୯।୩(ଡି.ଏନ୍.ଏ.): ସୋମବାର ବିଶ୍ୱ ମହିଳା ଦିବସ ସମାରୋହ ଖୁବ୍ ଧୁମ୍ଧାମରେ ପାଳନ ହେଉଥିବା ବେଳେ ସୁକିନ୍ଦା ନିକଟ ଭିମଟଙ୍ଗର ଗ୍ରାମ ନିକଟ ବୁଦୁବୁଦିଆ ଜଙ୍ଗଲରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଆଦିବାସୀ ନାବାଳିକାଙ୍କୁ ୪ଜଣ ଯୁବକ ଗଣବଳାତ୍କାର ଉଦ୍ୟମ କରିଛନ୍ତି।…
ଗୌତମ ଦାସ ଓଡ଼ିଶା ଟପ୍ପର
ଭୁବନେଶ୍ୱର, ୯।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ର ପେପର-୧(ବିଇ/ବିଟେକ୍) ଫଳାଫଳ ସୋମବାର ପ୍ରକାଶ ପାଇଛି। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀୟାଲ ନିଶଙ୍କ ଘୋଷଣା କରିବା ସହିତ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୬ଜଣ ପରୀକ୍ଷାର୍ଥୀ ଶତ ପ୍ରତିଶତ…
୭୫ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଳନ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର, ୯।୩(ବ୍ୟୁରୋ): ସମୟ ସହ ତାଳ ଦେଇ ଯୁବଗୋଷ୍ଠୀ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ପୂର୍ବପୁରୁଷଙ୍କ ବିଷୟରେ ଜାଣିବା ଆବଶ୍ୟକ। ଏହିସବୁ ଘଟଣାବଳୀକୁ ବହୁଳ ଭାବେ ପ୍ରଚାର କରାଯିବା ଦରକାର। ଏଥିସହ ବହୁ ଗୁରୁତ୍ୱପୂର୍ଣ୍ଣ ଘଟଣାର ପରିଚାଳନା କରିଥିବା କମ୍ ଜଣାଶୁଣା…
‘୨୧ ବର୍ଷରେ ମା, ଭଉଣୀଙ୍କୁ ସୁରକ୍ଷା ଦେବାରେ ବିଜେଡି ବିଫଳ’
ଭୁବନେଶ୍ୱର,୯।୩(ବ୍ୟୁରୋ): ଗତ ୨୧ବର୍ଷ ଶାସନ କାଳରେ ରାଜ୍ୟରେ କେତେଜଣ ମହିଳାଙ୍କ କୋଳ ଖାଲି ହୋଇଛି ଏବଂ କେତେ ନାବାଳିକା ବଳାତ୍କାର ଓ ହତ୍ୟାର ଶିକାର ହୋଇଛନ୍ତି। ଦାଦନ ଖଟିବାକୁ କେତେ ଲକ୍ଷ ଓଡ଼ିଆ ବାହାରକୁ ଯାଇଛନ୍ତି ଏବଂ ଏହି କାରଣରୁ କେତେ…
‘ମା’ମାନଙ୍କଠାରେ ନେତୃତ୍ୱର ଚମକ ରହିଛି’
ଭୁବନେଶ୍ୱର, ୯।୩ (ବ୍ୟୁରୋ): ମା’ ମାନେ ହେଉଛନ୍ତି ଜନ୍ମରୁ ନେତା। ଯିଏ ଘର ଓ ପିଲାଙ୍କ ଦାୟିତ୍ୱ ଠିକ୍ ଭାବେ ନେଇପାରୁଛି, ଦେଶ ଓ ସମାଜର ଦାୟିତ୍ୱ ନେବାରେ ତା’ ପାଇଁ କିଛି ଅସୁବିଧା ନାହିଁ। ପ୍ରତ୍ୟେକ ମା’ଙ୍କ ନିକଟରେ ନେତୃତ୍ୱର…
କହୁଛନ୍ତି ନିୟନ୍ତ୍ରଣ ନାହିଁ, ଅଟକିଛି କେମିତି?
ଭୁବନେଶ୍ୱର/ନୂଆଦିଲ୍ଲୀ, ୯।୩(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଲୋକଙ୍କ ପକେଟ ଖାଲି କରିବାରେ ଲାଗିଛି। ଅନେକ ରାଜ୍ୟରେ ପୋଟ୍ରୋଲ ଲିଟର ପିଛା ୧୦୦ ଟଙ୍କାରେ ବିକ୍ରି ହେଉଛି। ଏହି ମୂଲ୍ୟ ବୃଦ୍ଧି ଯୋଗୁ ପରିବହନ ଖର୍ଚ୍ଚ ବଢ଼ୁଛି। ଫଳରେ ନିତ୍ୟ…
ଯୁକ୍ତ୨ ଫର୍ମ ପୂରଣ ଅବଧି ବୃଦ୍ଧି
ଭୁବନେଶ୍ୱର, ୯।୩(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ଫର୍ମ ପୂରଣ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫର୍ମ ପୂରଣର ଶେଷ ତାରିଖ ମାର୍ଚ୍ଚ ୩ ଥିବାବେଳେ ଅନେକ ଛାତ୍ରୀଛାତ୍ର ଏଥିରୁ ବଞ୍ଚତ୍ତ ହୋଇଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଫର୍ମ ପୂରଣ ପାଇଁ…
‘ବିଶ୍ୱ ଆନ୍ଦୋଳନରେ ପରିଣତ ହେବ ମିଶନ ଶକ୍ତି’
ଭୁବନେଶ୍ୱର, ୯।୩(ବ୍ୟୁରୋ): ମିଶନ ଶକ୍ତି ଏକ ବଡ଼ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଗଁା ଅର୍ଥନୀତିକୁ ଚଳ ଚଞ୍ଚଳ କରିପାରିଛି। ମିଶନ ଶକ୍ତି କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ସବୁଠାରୁ ବଡ଼ ଆନ୍ଦୋଳନରେ ପରିଣତ ହେବ…
ଉଚ୍ଛେଦ ନେଇ ଅସନ୍ତୁଷ୍ଟ ଉଠାଦୋକାନୀ
ବଇଣ୍ଡା,୯ା୩(ଡି.ଏନ୍.ଏ.) – ରାଜପଥ ସମ୍ପ୍ରସାରଣ ପାଇଁ ୩ ବର୍ଷ ତଳେ ବଜାରରୁ ୫ ଶହ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯାଇଥିଲା। ସେମାନଙ୍କୁ ଥଇଥାନ କି କ୍ଷତିକପୂରଣ ଦିଆଯାଇ ନ ଥିଲା। ରାସ୍ତା କାର୍ଯ୍ୟ ମଧ୍ୟ ଆରମ୍ଭ ହେଉ ନ ଥିଲା। ଦୀର୍ଘଦିନ…
ଚାଷ ଜମିରୁ ବ୍ୟାପିଛି ନିଆଁ
ସମ୍ବଲପୁର,୯ା୩(ବ୍ୟୁରୋ): ସମଗ୍ର ରାଜ୍ୟରେ ଜଙ୍ଗଲ ଅସୁରକ୍ଷିତ। ନିଆଁ ଆଁରେ ପୋଡ଼ି ପାଉଁଶ ହେଉଛି ମୂଲ୍ୟବାନ ବୃକ୍ଷଲତା। ବିପଦରେ ବନ୍ୟପ୍ରାଣୀଙ୍କ ଜୀବନ। ସମ୍ବଲପୁର ବନଖଣ୍ଡ ମଧ୍ୟ ଏଥିରୁ ବାଦ୍ ପଡିନାହିଁ। ସୋମବାର ମିଳିଥିବା ରିପୋର୍ଟ ଅନୁସାରେ ବନଖଣ୍ଡର ବିଭିନ୍ନ ସଂରକ୍ଷିତ ଜଙ୍ଗଲର ମୋଟ…
ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା
ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ ଯୁବକ ବୃଦ୍ଧଙ୍କୁ କଚାଡି ମାରିବା ସାଧାରଣରେ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ ସୂଚନା ମୁତାବକ, ମାଟିଗାଁରେ…
ପୋଲିସ ଭୟରେ ପଳାଉଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ବରଗଡ଼ ଅଫିସ୍,୮।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଆନନ୍ଦ ପ୍ରଧାନ(୩୫)ଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପଞ୍ଚନାମା ରିପୋର୍ଟରେ…
Archives


