ରାଜ୍ୟ

ସୁସ୍ଥ ହେଲେ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮।୩ : ରାଜ୍ୟରେ ସୋମବାର ୮୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୧୬୮ରେ ପହଞ୍ଚିଛି। ଝାରୁସୁଗୁଡ଼ାରୁ ୧୨, ସୁନ୍ଦରଗଡ଼ରୁ ୧୦, ସମ୍ବଲପୁରରୁ ୯, ବାଲେଶ୍ୱରରୁ ୭, ଯାଜପୁର…

ଘରୁ ମିଳିଲା ପ୍ରେମୀ ଯୁଗଳଙ୍କ କ୍ଷତାକ୍ତ ମୃତଦେହ : ଅନର କିଲିଂ ସନ୍ଦେହ

ପାରଳାଖେମୁଣ୍ଡି,୮ା୩: ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗ୍ରାମରେ ରବିବାର ରାତିରେ ଏକ ଘରୁ ଜଣେ ଯୁବତୀ ଓ ଯୁବକଙ୍କ କ୍ଷତାକ୍ତ ମୃତଦେହ ପୋଲିସ ଜବତ କରିଛି। ସୋମବାର ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।…

ମଧ୍ୟାହ୍ନଭୋଜନ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ

ବାସୁଦେବପୁର,୮ା୩: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାନ୍ତିପୁର ୟୁପି ସ୍କୁଲର ମଧ୍ୟାହ୍ନ ଭୋଜନ ଟଙ୍କା ହଡ଼ପ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ ସୋମବାର ନିଲମ୍ବିତ କରାଯାଇଛି। ବିଇଓଙ୍କ ଚିଠି ନଂ. ୭୪୧/୨୧ ତା୮।୩।୨୦୨୧ରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…

ମାଛ ଧରିବା ବେଳେ ଯୁବକଙ୍କ ଜୀବନ ଗଲା

ସାରସକଣା,୮ା୩: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମନୋହରପୁର ଗ୍ରାମ ନିକଟସ୍ଥ ଦେଶୁଆବନ୍ଧରେ ମାଛ ଧରୁଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭୁରକୁଣ୍ଡବାଦୀ ଗ୍ରାମର ମଙ୍ଗଲା ବିନ୍ଧାଣୀଙ୍କ ପୁଅ ଦୁଃଖିଆ। ସୂଚନା ଯୋଗ୍ୟ, ମନୋହରପୁର ଗ୍ରାମ ନିକଟସ୍ଥ…

ସୌମେନ୍ଦ୍ର ଟ୍ବିନ୍‌ ସିଟିର ନୂଆ ପୋଲିସ କମିଶନର

ଭୁବନେଶ୍ୱର,୮ା୩(ବ୍ୟୁରୋ): ୧୯୯୫ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭୁବନେଶ୍ୱର-କଟକ ପୋଲିସ କମିଶନର ଭାବେ ନିଯୁକ୍ତି କରାଯାଇଛି। ଏନେଇ ଗୃହ ବିଭାଗ ସୋମବାର ବିଜ୍ଞପ୍ତି ପ୍ରକାଶ କରିଛି। ସୌମେନ୍ଦ୍ର ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି। ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଯୁବକଙ୍କ ମୃତ୍ୟୁ ପରେ ଉତ୍ତ୍ୟେକ୍ତ ଲୋକେ ଜାଳିଦେଲେ ହାଇଓ୍ବା

ଜୟପୁର,୮ା୩: କୋରାପୁଟ ଜିଲା ଜୟପୁର ସ୍ଥିତ ଭିଜିଲାନ୍ସ ଅଫିସ ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଏକ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତ ସୃଷ୍ଟି ହୋଇଛି। ଉତ୍ତ୍ୟେକ୍ତ ଲୋକେ ହାଇଓ୍ବା ଗାଡି ଡ୍ରାଇଭରଙ୍କ ଧରି…

ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଗଠନ ହେଲା ଟିମ୍‌

ଭୁବନେଶ୍ୱର,୮।୩(ବ୍ୟୁରୋ): ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ୯ ଜଣିଆ ଟିମ୍‌ ଗଠନ ହୋଇଥିବା ବେଳେ ଏହାର ନାମ ରହିଛି ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’ ।…

ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ

ଭୁବନେଶ୍ୱର,୮।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…

କଟକ ବଡ଼ ମେଡିକାଲ ଛାତରୁ ଖସିପଡ଼ିଲା ଫ୍ୟାନ୍‌: ମହିଳା ରୋଗୀ ଆହତ

କଟକ ଅଫିସ,୮।୩: ବଡ଼ ମେଡିକାଲର ସର୍ଜରୀ ୱାର୍ଡର ଛାତରୁ ସୋମବାର ଏକ ଫ୍ୟାନ୍‌ ଖସିପଡ଼ିଛି। ଫ୍ୟାନଟି ଜଣେ ମହିଳା ରୋଗୀଙ୍କ ଉପରେ ପଡ଼ିବାରୁ ସେ ଆହତ ହୋଇଛନ୍ତି । ଏହାପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି । ମହିଳା ଜଣଙ୍କ ଯାଜପୁର…

ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ବନ୍ଧା ହେବେ

ସମ୍ବଲପୁର, ୮।୩(ବ୍ୟୁରୋ): ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ବନ୍ଧା ହେବେ । ଜଙ୍ଗଲ ନିଆଁ ରୋକିବାକୁ ସମ୍ବଲପୁର ଡିଏଫ୍‌ଓ ସଞ୍ଜୀତ କୁମାର ଏଭଳି କଡ଼ା ପଦକ୍ଷେପ ନେଇଛନ୍ତି । ଜଙ୍ଗଲରେ ନିଆଁ ଲଗାଇଲେ ତୁରନ୍ତ ଗିରଫ କରାଯିବ ବୋଲି ସେ ଚେତାବନୀ…

ଆଜି ରାଜ୍ୟରୁ ୫୯ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୮।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୮୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫ ଜଣ ଚିହ୍ନଟ…

ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ମହିଳାଙ୍କୁ ଗଭୀର ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ମହିଳା ଆତ୍ମନିର୍ଭରଶୀଳ, ପ୍ରଗତିକାମୀ, ଉଦ୍ୟମୀ ଏବଂ ସଶକ୍ତ। ବିଶେଷକରି କୋଭିଡ୍‌ ସଂଗ୍ରାମରେ ପୁରୁଷଙ୍କ ସହିତ ସହଭାଗୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri