ରାଜ୍ୟ

ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ ବୃହତ୍‌ ଜଳ ସେଚନ ପ୍ରକଳ୍ପ ଏବଂ ଲୁଣାବନ୍ଧ ନଷ୍ଟ ହେବା ଯୋଗୁ ଯଥାକ୍ରମେ ୬୯.୧୮…

ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ୍‌ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା…

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌…

ସିବିଏସ୍‌ଇ, ସିଆଇଏସ୍‌ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ୍‌ ଏଜୁକେଶନ (ସିଆଇଏସ୍‌ସିଇ)ର ଦ୍ୱାଦଶ ବୋର୍ଡ ପରୀକ୍ଷା ହେବ କି ନାହିଁ ତାହା ଆସନ୍ତା ୩ ତାରିଖରେ ସ୍ପଷ୍ଟ ହେବ। ସୋମବାର…

ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି। ବାତ୍ୟା, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ପାଇଁ ବଡ଼ ବିପତ୍ତିରେ ପରିଣତ ହେଲାଣି।…

ଜଳବନ୍ଦୀରେ ନଦୀକୂଳିଆ ଗାଁ

ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଫଳରେ ବନ୍ୟା ଆସି ନଦୀକୂଳିଆ ଗାଁ ଗୁଡ଼ିକ ଜଳମଗ୍ନ ହୋଇଯାଇଛି।…

ଆଜିଠୁ ୩ ଜିଲାରେ ଗାଡ଼ି ବିକ୍ରି, ପଞ୍ଜୀକରଣ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗାଡ଼ି ଶୋ’ରୁମ୍‌ ଖୋଲିବା ସହ ଗାଡ଼ି ପଞ୍ଜୀକରଣ ନିମନ୍ତେ ଅନୁମତି ଦିଆଯାଇଛି।…

ପୋଲିସ କଲା ରାଜପଥ ମରାମତ

କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଏହି ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାର କର୍ମଚାରୀମାନେ। ପ୍ରକାଶ ଯେ, କାମାକ୍ଷାନଗର…

ଆରପାରିରେ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ବେଳେ…

ସଂକ୍ରମଣ କମ୍‌ ଦେଖାଇବାକୁ ଷଡ଼ଯନ୍ତ୍ର

ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ମଧ୍ୟ ଏହା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ଗ୍ରାମାଞ୍ଚଳରେ ପ୍ରବେଶ କରିସାରିଥିବା କୋଭିଡ୍‌ ଭୂତାଣୁକୁ ନିୟନ୍ତ୍ରଣରେ…

ଦୁଆର ମୁହଁରେ ଚାଲିଗଲା ଜୀବନ

ଗୋଳାମୁଣ୍ଡା,୩୧।୫: କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଥାନା ଅଧୀନ ସିନାମାଳ ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଙ୍କଜ ନାଗଙ୍କ ସାନ ପୁଅ ନରେନ୍ଦ୍ର ନାଗ। ମିଳିଥିବା ସୂଚନା ଅନୁଯାୟୀ, ନରେନ୍ଦ୍ର ଖାଇ ସାରି ହାତ…

ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିଲା

ଯାଜପୁର ଅଫିସ,୩୧ା୫: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌ ଦ୍ୱାରା ନିର୍ମାଣାଧୀନ ଏହି ବ୍ରିଜ କାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri