ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୦ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଲା
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ନଭେମ୍ବର ୧୬ରୁ ସ୍କୁଲ ଯିବେ ନବମରୁ ଦ୍ୱାଦଶ ଶ୍ରେଣୀ ପିଲା
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଅନ୍ଲକ୍-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦସ ବ୍ୟତୀତ ଅନ୍ୟ ସବୁ ଶିକ୍ଷାନୁଷ୍ଠାନ...
ପ୍ରାଚୀପ୍ରଜ୍ଞା ପିଏନ୍ କଲେଜ ଟପ୍ପର
ଖୋର୍ଦ୍ଧା ଅଫିସ,୩୧ା୧୦: ଖୋର୍ଦ୍ଧା ପ୍ରାଣନାଥ (ପିଏନ୍) ସ୍ବୟଂଶାସିତ ମହାବିଦ୍ୟାଳୟର ଦ୍ୱାଦଶତମ ସ୍ନାତକ(+୩) ୨୦୧୭-୨୦୨୦ ଶିକ୍ଷାବର୍ଷର ବାର୍ଷିକ ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ମୋଟ୍ ପାସ୍ ହାର ୯୦.୪ ପ୍ରତିଶତ ରହିଛି। ବାଣିଜ୍ୟରେ ଆଦିତ୍ୟନାଥ ପୃଷ୍ଟି, କଳାରେ ଶିକ୍ଷା ବିଭାଗ ଛାତ୍ରୀ...
ଦୀପ୍ତିପଦ୍ମା ବେସିକ୍ ସାଇନ୍ସ ଟପ୍ପର
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ (ଓୟୁଏଟି) ପରିଚାଳିତ ବେସିକ୍ ସାଇନ୍ସ କଲେଜ +୩ ଶେଷ ବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଯାଜପୁର ଜିଲା ବିଞ୍ଝାରପୁରର ଦୀପ୍ତିପଦ୍ମା ମଲ୍ଲିକ ୯୦.୧୬ ପ୍ରତିଶତ ନମ୍ବର...
ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ଷଷ୍ଠ ସେମିଷ୍ଟର ପରୀକ୍ଷାଫଳ ପ୍ରକାଶିତ: ବିଜ୍ଞାନରେ ସାଗରିକା, ବାଣିଜ୍ୟରେ ଇପ୍ସା ଟପ୍ପର
ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟ ଅଧୀନ ଯୁକ୍ତ୩ (ସ୍ନାତକ) କଲେଜର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ୬ଷ୍ଠ ସେମିଷ୍ଟର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିସହ ବିଜ୍ଞାନ, ବାଣିଜ୍ୟ ବିଭାଗର ଦ୍ବିତୀୟ ଓ ଚତୁର୍ଥ ସେମିଷ୍ଟର ବ୍ୟାକ୍ ପେପର୍ ପରୀକ୍ଷା...
ଛାଡ଼ପତ୍ର ମାମଲା: ୧୫ରେ ବର୍ଷା-ଅନୁଭବ ବୁଝାମଣା
ନୂଆଦିଲ୍ଲୀ,୩୧।୧୦: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ନଭେମ୍ବର ୧୫ରେ ପରସ୍ପରକୁ ଭେଟି ଛାଡ଼ପତ୍ର ମାମଲାର ଆପୋଷ ସମାଧାନ ଲାଗି ଆଲୋଚନା କରିବେ। ସୁପ୍ରିମକୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଏହି ବୁଝାମଣା ଅନୁଷ୍ଠିତ...
ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା
ବୁଗୁଡ଼ା, ୩୧ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବାଲିପିଣ୍ଡି ପୋଖରୀ ନିକଟସ୍ଥ ଦଳିତ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କ ତଣ୍ଟି ଚିପି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ...
ନଭେମ୍ବରର ସବୁ ଶନିବାର ସରକାରୀ ଅଫିସ ଛୁଟି
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ମାସରେ ମଧ୍ୟ ସବୁ ଶନିବାର ସରକାରୀ ଅଫିସ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି। ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।...
ନୀରବ ବିଦ୍ରୋହ ଭାରି ପଡ଼ିବ
ତିର୍ତ୍ତୋଲ, ୩୧ା୧୦ (ସ୍ବ.ପ୍ର.): ୨୦୧୯ ନିର୍ବାଚନରେ ତିର୍ତ୍ତୋଲ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ପରଲୋକ ପରେ ଏବେ ଚାଲିଛି ସେଠାରେ ଉପନିର୍ବାଚନ ପ୍ରକ୍ରିୟା। ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୩ ବ୍ଲକ୍ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ିର...
ଲଘୁଚାପ: ଓଡ଼ିଶାରେ ପ୍ରଭାବ ନାହିଁ
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୩୧ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଓଡିଶାରେ ଏହାର କୌଣସି ପ୍ରଭାବ ରହିବ ନାହିଁ। ତାହା ୪୮ ଘଣ୍ଟା...
ଖାଁ ଖାଁ ଗୋତମରା ଗାଁ
ବଅଁରପାଳ, ୩୧ା୧୦(ଡି.ଏନ.ଏ.) ପ୍ରତିବର୍ଷ ପରି ବାର୍ଷିକ ପୂଜାରେ ଚଳଚଞ୍ଚଳ ହେବନି ବଅଁରପାଳ ବ୍ଲକ ଗୋତମରା ଗ୍ରାମର ମା’ ବ୍ରହ୍ମାୟଣୀଙ୍କ ପୀଠ। ବସିବନି ଦୋକାନ ବଜାର କି ଜମିବନି ଶ୍ରଦ୍ଧାଳୁଙ୍କ ଭିଡ଼। ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେବନି। ନିରାଡମ୍ବରରେ କେବଳ...
Archives


