ରାଜ୍ୟ

ଆସୁଛି ଜାଗରଯାତ୍ରା: ଏକାଠି ଦୀପ ଜାଳିବେନି ଶ୍ରଦ୍ଧାଳୁ

ପୁରୁଣା ଭୁବନେଶ୍ୱର, ୭।୩(ଡି.ଏନ୍‌.ଏ.): ଆସନ୍ତା ୧୧ ତାରିଖରେ ମହାଶିବରାତ୍ରି ଓ ଜାଗରଯାତ୍ରା। କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ଶୈବପୀଠଗୁଡ଼ିକରେ ଚଳିତ ବର୍ଷ ସାଧାରଣ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଛି। କେତେକ ପ୍ରମୁଖ ଶୈବପୀଠରେ ୧୪୪ ଧାରା ଜାରି ହେବା…

ଦୂରହେବ ପାନୀୟ ଜଳସଙ୍କଟ

ଢେଙ୍କାନାଳ ଅଫିସ, ୭।୩: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ ଏବଂ ଏକାଧିକ ଡ୍ୟାମ ଥାଇ ଜଳସଙ୍କଟରେ ଘାଣ୍ଟି ହେଉଥିବା ଢେଙ୍କାନାଳ ଜିଲାବାସୀକୁ ଆଶ୍ୱସ୍ତ କରିଛନ୍ତି ରାଜ୍ୟ ସରକାର। ଜିଲାର ୪ ବ୍ଲକରେ ୨ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ଶନିବାର ଅପରାହ୍ନରେ…

ସପ୍ତମ ଟାର୍ଗେଟ୍‌ ସମୁଦ୍ରକୁ ଶଙ୍ଖେ

ଅନୁଗୋଳ ଅଫିସ, ୭।୩: ଅନୁଗୋଳ ଜିଲାର ୯୪ ମଣ୍ଡିରେ ଧାନ ବିକ୍ରି କରିବାକୁ ମୋଟ ୩୪ ହଜାର ୯୨୬ ଜଣ ଚାଷୀ ପଞ୍ଜୀକରଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଜିଲାରୁ ୬ଲକ୍ଷ ୪ ହଜାର ୪୧୧ କୁଇଣ୍ଟାଲ ଧାନ କିଣାଯିବାକୁ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ…

ଜଳୁଛି ଜଙ୍ଗଲ, ବିପଦରେ ବନ୍ୟଜନ୍ତୁ

ବୌଦ୍ଧ/ତଳଗାଁ,୭ା୩, ବୌଦ୍ଧ ଜିଲାର ସଂରକ୍ଷିତ ଜଙ୍ଗଲଗୁଡିକ ଏବେ ନିଆଁ ଘେରରେ। କଣ୍ଟାମାଳ, ମନମୁଣ୍ଡା, ବୌଦ୍ଧ, ପୁରୁଣାକଟକ ଓ ମାଧପୁର ରେଞ୍ଜର ବିଭିନ୍ନ ସ୍ଥାନରେ ନିଆଁ ଲାଗିଛି। ଜିଲା ସାରା ଜଙ୍ଗଲ ଜଳୁଥିବା ବେଳେ ବନ ବିଭାଗ ନିଆଁକୁ ଆୟତ୍ତ କରିବାରେ ବିଫଳ…

ଗାଁ ଦାଣ୍ଡରେ ଗୁଳିକରି ଯୁବକଙ୍କୁ ହତ୍ୟା, ଉତ୍ତେଜନା

ଅମରପାଲି/ସୋନପୁର,୬।୩: ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଟିକିରାପଡ଼ାରେ ଶନିବାର ରାତିରେ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ଗ୍ରାମର ବାବୁଲୁ ମେହେର(୩୦)ଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ ପୋଲିସ ବାବୁଲୁଙ୍କ ପଡ଼ୋଶୀ ମୁରଲୀ ମେହେର(୪୦)ଙ୍କୁ ଗିରଫ…

ଝିଅକୁ ଅଣ୍ଟାରେ ବାନ୍ଧି କୂଅକୁ ଡେଇଁଲେ ମା’

ମାଲକାନଗିରି,୬ା୩: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ଚେଡେଙ୍ଗା ପଞ୍ଚାୟତର କଉଡ଼ିଗୁଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ୪ ବର୍ଷର ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମା’ ଓ ଶିଶୁକନ୍ୟାଙ୍କ ମୃତଦେହ କୂଅରୁ ଜବତ…

ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ

ସମ୍ବଲପୁର, ୬ା୩ (ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଅଧୀନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ମୁଖ୍ୟ ଗେଟ ସମ୍ମୁଖରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ଅଟୋରେ ଆଣି ଚାଳକ ଅଚେତ ଅବସ୍ଥାରେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି।…

ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ ସୁବିଧା ଅସୁବିଧା, ସରକାରୀ ଯୋଜନାର ରୂପାୟନ ଉପରେ ପଚାରି ବୁଝିଥିଲେ । ଜିଲାପାଳ ସୀମାନ୍ତ…

କୁକୁର ମୁହଁରେ ଶିଶୁକନ୍ୟା

ଭାପୁର, ୬।୩: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମ ତେଲି ସାହିରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗାଁ ଦାଣ୍ଡରେ ବୁଲୁଥିବା ଏକ କୁକୁର ଶିଶୁକନ୍ୟାର ମୁଣ୍ଡ ନ ଥିବା ମୃତଦେହକୁ ଦାନ୍ତରେ କାମୁଡ଼ି ଧରିଥିଲା।…

ହାତୀ ରହୁଥିବା ଜଙ୍ଗଲରେ ନିଆଁ

ଯୋଡ଼ା,୬।୩: କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳ ଅଧୀନ ଯୋଡ଼ା ଫରେଷ୍ଟ ସେକ୍ସନର ବୈତରଣୀ ସଂରକ୍ଷିତ ଝରଣ ଜଙ୍ଗଲରେ ନିଆଁ ଲାଗି ବନାଞ୍ଚଳ ନଷ୍ଟ ହୋଇଯାଇଛି। ଯୋଡ଼ା ସହରର ଦକ୍ଷିଣ-ପୂର୍ବ ଦିଗରେ ଥିବା ମନମରା-ଝରଣ ଜଙ୍ଗଲରେ ଶନିବାର ଧୂଆଁ ଉଠୁଥିବାର ଦେଖି ସ୍ଥାନୀୟ…

କେନ୍ଦୁପତ୍ର ଗୋଛା କାଟିବା ବେଳେ ମାଡ଼ି ଆସିିଲା ମୃତ୍ୟୁ

ନାକଟିଦେଉଳ, ୬ା୩: ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ବାଟଗାଁ ଫରେଷ୍ଟ ସେକ୍ସନର ବସାଲୋଇ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ବାଦୀ (୫୮)। ସୂଚନା ଅନୁସାରେ ବିରଞ୍ଚତ୍ ଶୁକ୍ରବାର ଘରଠାରୁ ପ୍ରାୟ ୧ କି.ମି.…

ରାଜ୍ୟ କ୍ୟାବିନେଟରେ ୧୬ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୬।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri