ରାଜ୍ୟ

ଘରୋଇ ହିଂସାର ଶିକାର ମହିଳା, ଶିଶୁଙ୍କୁ ସହାୟତା ଦେବ ନଂ.୧୮୧

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଏଣିକି ଘରୋଇ ହିଂସାର ଶିକାର ମହିଳା ଓ ଶିଶୁଙ୍କୁ ସହାୟତା ଦେବ ନଂ.୧୮୧। ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଶନିବାର ଏହି ସ୍ବତନ୍ତ୍ର ନମ୍ବର ଜାରି କରିଛି। ଏହା ୨୪ ଘଣ୍ଟା ସେବା…

ଲକ୍‌ଡାଉନ ବୃଦ୍ଧି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଲକ୍‌ଡାଉନ୍‌ ଯୋଗୁ ସଂକ୍ରମଣ ଅଧିକ ହେଲା ନାହିଁ। ତେଣୁ ଆଉ କିଛିଦିନ ଲକ୍‌ଡାଉନ୍‌ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ଏ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ…

ଆଜି ପୁଣି ୩୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୭୦୦ ଟପିଲା; ମୃତକଙ୍କ ମଧ୍ୟରେ ଅଛନ୍ତି ୧୦ ମହିଳା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ରବିବାର ଆଉ ୩୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

୧ରୁ ଉଚ୍ଚଶିକ୍ଷା ବିଭାଗ ଅଧୀନକୁ ଆସିବ ସମସ୍ତ ବିଏଡ୍‌ କଲେଜ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟରେ ବ୍ୟାଚେଲର ଅଫ୍‌ ଏଜୁକେଶନ(ବିଏଡ୍‌) ପାଠ୍ୟକ୍ରମ ପ୍ରଦାନ କରୁଥିବା ସମସ୍ତ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ଜୁନ୍‌ ୧ରୁ ଉଚ୍ଚଶିକ୍ଷା ବିଭାଗ ଅଧୀନକୁ ଆସିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତିରେ କୁହାଯାଇଛି ଯେ,…

ଆଜି ରାଜ୍ୟରୁ ୯୫୪୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ରବିବାର ରାଜ୍ୟରୁ ୯୫୪୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୫୬,୬୮୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩୪୩ ଜଣ ଚିହ୍ନଟ…

ପାଠ୍ୟକ୍ରମରେ ବିପର୍ଯ୍ୟୟ, ମହାମାରୀ ମୁକାବିଲା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ପ୍ରତି ବର୍ଷ ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଗତ ବର୍ଷେରୁ ଊର୍ଦ୍ଧ୍ୱ ହେବ ସମଗ୍ର ବିଶ୍ୱ ସହିତ ଓଡ଼ିଶା ମହାମାରୀ କରୋନା ସଂକ୍ରମଣରେ ଅଣନିଃଶ୍ୱାସୀ ହୋଇପଡ଼ିଛି। ପ୍ରାକୃତିକ ବିପର୍ଯ୍ୟୟଠାରୁ ମହାମାରୀର ପ୍ରକୋପ ଅତି…

ଗ୍ରାମାଞ୍ଚଳରେ ମାଡୁଛି ଭୂତାଣୁ

ବଇଣ୍ଡା, ୩୦।୫(ଡି.ଏନ.ଏ.) ଶିଳ୍ପ ଜିଲା ଅନୁଗୋଳରେ କରୋନା ସଂକ୍ରମଣ ରେକର୍ଡ କଲାଣି। ପ୍ରଥମେ ସହର ପରେ ଏବେ ଗ୍ରାମାଞ୍ଚଳ ପାଲଟିଛି ଭୂତାଣୁର ହଟ୍‌ସ୍ପଟ୍‌। ପଞ୍ଚାୟତର ଘରେ ଘରେ ଉଭୟ ଲକ୍ଷଣ ଏବଂ ଲକ୍ଷଣ ବିହୀନ ରୋଗୀ ଥିବାବେଳେ ଅଧିକାଂଶ ଭୟରେ ପରୀକ୍ଷା କରାଉନାହାନ୍ତି।…

୫୦ ଫୁଟ ତଳକୁ ଖସିଲା ୧୦୨ ଆମ୍ବୁଲାନ୍ସ

କପ୍ତିପଦା/ଠାକୁରମୁଣ୍ଡା,୨୯ା୫: ମୟୂରଭଞ୍ଜ ଜିଲା କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ଶରତ ୩ ନମ୍ବର ଘାଟିରେ ଶନିବାର ଏକ ୧୦୨ ଆମ୍ବୁୁଲାନ୍ସ ୫୦ ଫୁଟ ତଳକୁ ଖସି ପଡ଼ିଛି। ସେଥିରେ କେହି ରୋଗୀ ନ ଥିବା ବେଳେ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆମ୍ବୁଲାନ୍ସଟି ଠାକୁରମୁଣ୍ଡା…

ଡାକ୍ତରଖାନାରେ ମୃତଦେହ ପକାଇ ଖସିଗଲେ ଦୁର୍ବୃତ୍ତ

ବରଗଡ଼ ଅଫିସ୍‌,୨୯।୫: ବରଗଡ଼ ସଦର ଥାନା ଅଧୀନ ପଥର୍ଲା ଛକ ନିକଟରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଜଣେ ଟ୍ରାକ୍ଟର ଡ୍ରାଇଭରଙ୍କୁ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପରେ ଦୁର୍ବୃତ୍ତମାନେ ମୃତଦେହକୁ ବରଗଡ଼ ଜିଲା…

ମାଓବାଦୀ କମାଣ୍ଡରରୁ ବିଧାୟିକା

ମାଲକାନଗିରି,୨୯ା୫: ଦିନ ଥିଲା ମାଓବାଦୀ ସଙ୍ଗଠନର ସେ ନେତୃତ୍ୱ ନେଉଥିଲେ। ତାଙ୍କ ନିର୍ଦ୍ଦେଶରେ ପରିଚାଳିତ ହେଉଥିଲେ ସମସ୍ତେ। ଯେକୌଣସି ସ୍ଥାନରେ ପୋଲିସ ଉପରକୁ ଆକ୍ରମଣ ହେଉ ଅବା ହତ୍ୟା ଘଟଣାର ସେ ପ୍ରସ୍ତୁତ କରୁଥିଲେ ନକ୍ସା। ସେ ଥିଲେ ମହିଳା ମାଓବାଦୀଙ୍କ…

ସ୍କୁଲ, କଲେଜ ପାଠ୍ୟକ୍ରମରେ ସାମିଲ ହେବ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା

ଭୁବନେଶ୍ୱର,୨୯।୫: ନବୀନ ସରକାରଙ୍କ ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଶନିବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସ୍କୁଲ ଏବଂ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଏବଂ ମହାମାରୀ ମୁକାବିଲା ପାଇଁ ପ୍ରାକ ପ୍ରସ୍ତୁତିକୁ ବିଷୟ…

ମଦ ଦୋକାନ ସିଲ୍‌ କଲା ପୋଲିସ

କେନ୍ଦୁଝର,୨୯ା୫(ସ୍ବ.ପ୍ର./ଡି.ଏନ.ଏ.): କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରି ମଦ ବିକ୍ରି କରୁଥିବା ଅଭିଯୋଗରେ ନରଣପୁର ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନକୁ ଟାଉନ ପୋଲିସ ଶନିବାର ସିଲ୍‌ କରି ଦେଇଛି। ସୂଚନା ଯୋଗ୍ୟ, ସରକାର ମଦ ବିକ୍ରି ପାଇଁ କଟକଣା ଲାଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri