ରାଜ୍ୟ

କେନ୍ଦୁପତ୍ର ଗୋଛା କାଟିବା ବେଳେ ମାଡ଼ି ଆସିିଲା ମୃତ୍ୟୁ

ନାକଟିଦେଉଳ, ୬ା୩: ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ବାଟଗାଁ ଫରେଷ୍ଟ ସେକ୍ସନର ବସାଲୋଇ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ବାଦୀ (୫୮)। ସୂଚନା ଅନୁସାରେ ବିରଞ୍ଚତ୍ ଶୁକ୍ରବାର ଘରଠାରୁ ପ୍ରାୟ ୧ କି.ମି.…

ରାଜ୍ୟ କ୍ୟାବିନେଟରେ ୧୬ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୬।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

ଶିମିଳିପାଳରେ ଅଣାୟତ୍ତ ହେଲା ନିଆଁ, ଚିନ୍ତାରେ ପରିବେଶବିତ୍‌

ବାରିପଦା ଅଫିସ,୬।୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହୋଇଥିବା ବେଳେ ଦିନକୁ ଦିନ ଏହା ବ୍ୟାପିବାରେ ଲାଗିଛି। ନାସା ପକ୍ଷରୁ ପ୍ରଦତ୍ତ ରିପୋର୍ଟ ଅନୁଯାୟୀ, ଶିମିଳିପାଳ କୋର୍‌ ଓ ବୋଫର ଅଞ୍ଚଳରେ ପ୍ରାୟ ୧୧୨ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଆଁ ଜଳୁଥିବା…

ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବିଏସ୍‌ଏଫ୍‌ ଯବାନ

କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାର ଜଲାପୁଟସ୍ଥିତ ବିଏସ୍‌ଏଫ୍‌ ୧୫ ବାଟାଲିଅନରେ କାର୍ଯ୍ୟରତ ଯବାନ ଶନିବାର ନିଜ ସର୍ଭିସ ବନ୍ଧୁକରୁ ଗୁଳିଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯବାନଙ୍କ ନାମ ହେଲା ଇନ୍ଦ୍ର ସିଂହ। ତାଙ୍କ ଘର ରାଜସ୍ଥାନ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନାରୁ…

ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ

ଭୁବନେଶ୍ୱର,୬।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ…

ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହେଲେ ୨ ଝିଅ

ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହୋଇଛନ୍ତି। ଉଭୟ ବସଷ୍ଟାଣ୍ଡ ପାଖରେ ବସି କାନ୍ଦୁଥିବାର ସ୍ଥାନୀୟ ଲୋକେ ଦେଖି…

ରାଜ୍ୟରେ ୫୪ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ଶନିବାର ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ରାଜଧାନୀ ସିଆର୍‌ପି ଛକରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର, ୬।୩(ବ୍ୟୁରୋ): ଦିନ ଦ୍ୱିପ୍ରହରରେ ରାଜଧାନୀ ରାଜରାସ୍ତାରେ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସିଆର୍‌ପିଏଫ୍‌ ଛକରେ ଘଟିଛି ଏହି ହତ୍ୟାକାଣ୍ଡ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି। ଖବର ଅନୁଯାୟୀ, ଭୁବନେଶ୍ୱର ସିଆର୍‌ପିଏଫ୍‌…

ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, ୬। ୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ ୪୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି…

ବିଧାନସଭାରେ ବିଜୁ ଜୟନ୍ତୀ

ଭୁବନେଶ୍ୱର, ୬ା୩(ବ୍ୟୁରୋ): ଓଡ଼ିଶା ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ…

ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୬ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି ଯେ ବିଜୁବାବୁଙ୍କର ଭବିଷ୍ୟତ ଦେଶ ଗଠନ ଲକ୍ଷ୍ୟ, ମାନବ ସଶକ୍ତୀକରଣ ଏବଂ ସାମାଜିକ ନ୍ୟାୟ ଆମ ସମସ୍ତଙ୍କ…

‘ଓଡ଼ିଶାକୁ ଶ୍ରେଷ୍ଠ କରିବା ବିଜୁବାବୁଙ୍କ ଲକ୍ଷ୍ୟ ଥିଲା’

ଭୁବନେଶ୍ୱର, ୬।୩(ବ୍ୟୁରୋ): ମହାନ୍‌ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ କେବଳ ଜଣେ ମହାନ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଚିନ୍ତାଧାରା। ତାଙ୍କ ଦେଶଭକ୍ତି, ଜାତିପ୍ରୀତି, ସାହସ ଓ ସେବାର ତୁଳନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri