ସ୍କୁଲ, କଲେଜ ପାଠ୍ୟକ୍ରମରେ ସାମିଲ ହେବ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା
ଭୁବନେଶ୍ୱର,୨୯।୫: ନବୀନ ସରକାରଙ୍କ ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଶନିବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସ୍କୁଲ ଏବଂ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଏବଂ ମହାମାରୀ ମୁକାବିଲା ପାଇଁ ପ୍ରାକ ପ୍ରସ୍ତୁତିକୁ ବିଷୟ…
ମଦ ଦୋକାନ ସିଲ୍ କଲା ପୋଲିସ
କେନ୍ଦୁଝର,୨୯ା୫(ସ୍ବ.ପ୍ର./ଡି.ଏନ.ଏ.): କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଂଘନ କରି ମଦ ବିକ୍ରି କରୁଥିବା ଅଭିଯୋଗରେ ନରଣପୁର ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନକୁ ଟାଉନ ପୋଲିସ ଶନିବାର ସିଲ୍ କରି ଦେଇଛି। ସୂଚନା ଯୋଗ୍ୟ, ସରକାର ମଦ ବିକ୍ରି ପାଇଁ କଟକଣା ଲାଗୁ…
୨ବର୍ଷର ପୁଅକୁ ଧରି ଟ୍ରେନ୍ ଆଗକୁ ଡେଇଁଲେ ମହିଳା
ରୂପ୍ସା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଦକ୍ଷିଣ-ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ୍ ଅଧୀନ ରୂପ୍ସା-ବସ୍ତା ଷ୍ଟେଶନ ମଝି ନୂଆଗାଁ ରେଳଷ୍ଟେଶନ ନିକଟରେ ଶନିବାର ଜଣେ ମହିଳା ୨ବର୍ଷର ଶିଶୁପୁତ୍ରକୁ ଧରି ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ…
ଜୁନ୍ ୧ରୁ ବିଶ୍ୱବିଦ୍ୟାଳୟରେ ଅନ୍ଲାଇନ୍ ପାଠପଢ଼ା
ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଜୁନ୍ ୧ରୁ ଅନ୍ଲାଇନ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ସୂଚନା ଅନୁଯାୟୀ, ଶ୍ରେଣୀଗୃହରେ କୌଣସି ଶିକ୍ଷାଦାନ ହେବ…
ସରକାରଙ୍କ ଦୀର୍ଘ ମିଆଦୀ ଯୋଜନା: ସମୁଦ୍ର କୂଳରେ ନିର୍ମାଣ ହେବ ପଥର ବନ୍ଧ
ଭୁବନେଶ୍ୱର,୨୯ା୫(ବ୍ୟୁରୋ): ବିଶ୍ୱ ବ୍ୟାଙ୍କ ସହାୟତାରେ ସମୁଦ୍ର ଜୁଆର ପାଣି ରୋକିବାକୁ ସରକାର ପ୍ରସ୍ତୁତ ଦୀର୍ଘ ମିଆଦୀ ଯୋଜନା ପ୍ରସ୍ତୁତ କରିଛନ୍ତି। ଜଳ ସମ୍ପଦ ବିଭାଗର ତତ୍ତ୍ୱାବଧାନରେ ପ୍ରସ୍ତୁତ ହେଉଛି ଡିପିଆର। ଅର୍ଥାତ୍ ସମୁଦ୍ର କୂଳରେ ନିର୍ମାଣ ହେବ ପଥର ବନ୍ଧ। ୧୯୪୪…
କରୋନା ଔଷଧ ‘ଟୁ-ଡିଜି’ କିଣିବାକୁ ଅର୍ଡର ଦେଲେ ସରକାର
ଭୁବନେଶ୍ୱର,୨୯ା୫(ବ୍ୟୁରୋ): କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ରାଜ୍ୟ ସରକାର ଅର୍ଡର ଦେଇଛନ୍ତି। ୫ ହଜାର ପୁଡ଼ିଆ ଟୁ-ଡିଜି ମେଡିଶିନ ପାଇଁ ଅର୍ଡର ଦିଆଯାଇଥିବା ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା ରୋଗୀଙ୍କ…
ସଫଳ ବାତ୍ୟା ମୁକାବିଲା ନେଇ ଓଡ଼ିଶାକୁ ପ୍ରଶଂସା କଲେ ମୋଦି
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଓଡ଼ିଶାରେ ବାତ୍ୟା ସମୀକ୍ଷା ବୈଠକକୁ ପ୍ରଶଂସା କଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାରେ ହୋଇଥିବା ସମୀକ୍ଷା ବୈଠକ ଫଳପ୍ରଦ ହୋଇଛି ବୋଲି ଟୁଇଟ କରିଛନ୍ତି ମୋଦି। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଓଡ଼ିଶା ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରିଛି…
ସନ୍ଧ୍ୟାରେ ବସିବ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଦୁଇ ବର୍ଷ ପୂରିଛି। ଦୁଇ ବର୍ଷ ତଳେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ପଞ୍ଚମଥର ପାଇଁ ଶପଥ ଗ୍ରହଣ କରିଥିଲେ। ତେବେ ଏହି ଅବସରରେ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ମନ୍ତ୍ରୀ ପରିଷଦର…
କରୋନାରେ ବରିଷ୍ଠ ସାମ୍ବାଦିକଙ୍କ ପରଲୋକ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ତଥା ରାଜନୀତିକ ସମୀକ୍ଷକ ବସନ୍ତ ଦାସଙ୍କ ପରଲୋକ ଘଟିଛି। ଶୁକ୍ରବାର କରୋନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କ ପୁଅ ଚନ୍ଦନ ଦାସ ସୂଚନା…
୨୪ ଘଣ୍ଟାରେ ଉଦ୍ଧାର ନ ହେଲେ ଧାରଣା
ଭୁବନେଶ୍ୱର,୨୯।୫(ବ୍ୟୁରୋ): ମଞ୍ଚେଶ୍ୱର ଥାନା ପୁରୁଷୋତ୍ତମ ବସ୍ତିରୁ ଜଣେ ନାବାଳିକା ଅପହରଣ ହେବାର ୮ମାସ ବିତିଗଲାଣି। ହେଲେ ଏପର୍ଯ୍ୟନ୍ତ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିପାରି ନାହିଁ। କେବଳ ଥାନାରେ ଏକ ମାମଲା ରୁଜୁ କରି ପୋଲିସ ଚୁପ ରହିଯାଇଥିବା ଅଭିଯୋଗ ହୋଇଛି। ଏ…
ଉପହାର ଲୋଭରେ ହରାଇଲେ ୩.୯୫ ଲକ୍ଷ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଜଣେ ଯୁବକ ବିବାହ କରିବାକୁ ଯାଇ ଓଡ଼ିଆ ମାଟ୍ରିମୋନିରେ ବିଜ୍ଞାପନ ଦେବା ପରେ ବଡ଼ଧରଣର ସାଇବର ଠକେଇର ଶିକାର ହୋଇଛନ୍ତି। ସେଥିରେ ଜଣେ ଯୁବତୀ ତାଙ୍କୁ ଚୂନ ଲଗାଇ ୩ ଲକ୍ଷ ୯୫ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟର…
‘ଡ୍ରାଇଭ୍ ଇନ୍ ଭାକ୍ସିନେଶନ’କୁ ନେଇ ଉଠିଲା ପ୍ରଶ୍ନ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜଧାନୀରେ ଟିକାକରଣକୁ ସୁଗମ କରିବା ପାଇଁ ଗତ ୮ ତାରିଖରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ‘ଡ୍ରାଇଭ୍ ଇନ୍ ଭାକ୍ସିନେଶନ୍’ ବା ଗାଡିରେ ଟିକାକରଣ ଚାଲିଛି। ପ୍ରଥମେ ରସୁଲଗଡସ୍ଥିତ ଏସ୍ପ୍ଲାନେଡ୍ ମଲ୍ର ପାର୍କିଂ ସ୍ଥଳରେ ଏହା ଆରମ୍ଭ…
Archives


