ଡେଥ୍ ସାର୍ଟିଫିକେଟ ପିଛା ୬୦୦ ଟଙ୍କା ଦାବି କରୁଥିଲେ କିରାଣି
ବରଗଡ଼ ଅଫିସ୍,୪।୩: ବରଗଡ଼ ବ୍ଲକ ଅଧୀନ କଟାପାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍ସି)ରେ ଭି.ଏସ୍(ଭାଇଟାଲ ଷ୍ଟାଟିଷ୍ଟିକ୍) କିରାଣି ଭାବେ କାର୍ଯ୍ୟରତ ମନୋଜ କୁମାର ସ୍ବାଇଁ ଗୁରୁବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମୃତ୍ୟୁକାଳୀନ ପ୍ରମାଣପତ୍ର (ଡେଥ୍ ସାର୍ଟିଫିକେଟ୍) ଦେବା…
ବସ୍-ବାଇକ୍ ମୁହାଁମୁହିଁ ଧକ୍କା: ଏକା ସାଙ୍ଗରେ ଚାଲିଗଲା ପରିବାରର ୩ ଜୀବନ
ଗୋଲାମୁଣ୍ଡା,୪।୩: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଡୁଙ୍ଗୁରିଗୁଡ଼ାଠାରେ ଗୁରୁବାର ବସ୍ ସହିତ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ୨ଜଣ ମୃତ୍ୟୁବରଣ କରିଥିବା ବେଳେ ଝିଅକୁ ଡାକ୍ତରଖାନା ନିଆଯାଉଥିବା ସମୟରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକମାନେ ସ୍ଥାନୀୟ ତୁରେଛଡ଼ା ଗ୍ରାମର ଗୋଟିଏ…
କପିଳାଶ ଜାଗର ଯାତ୍ରା ପାଇଁ କଟକଣା: ଜିଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
ଢେଙ୍କାନାଳ ଅଫିସ, ୪।୩: ଆସନ୍ତା ୧୧ ତାରିଖରେ ପଡ଼ୁଛି ମହା ଶିବରାତ୍ରୀ। ଏହି ଅବସରରେ ପ୍ରସିଦ୍ଧ ଶୈବ ପୀଠ ଢେଙ୍କାନାଳର କପିଳାଶରେ କଟକଣା ଜାରି କରାଯାଇଛି। ଜାଗର ଯାତ୍ରାରେ ଜିଲା ବାହାର ଲୋକଙ୍କୁ କପିଳାଶକୁ ବାରଣ କରାଯାଇଛି । ଏପରିକି କୋଭିଡ୍…
ପୁଣି ବଢ଼ିଲା ବସ୍ ଭଡ଼ା, କେତେ ହେଲା ଜାଣନ୍ତୁ…
ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡ଼ା। ଲଗାତାର ଭାବେ ପ୍ରେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣିଥରେ ବସ୍ ଭଡ଼ା ବୃଦ୍ଧି ପାଇଛି। ବର୍ଦ୍ଧିତ ଭଡ଼ା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର…
ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ
ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍ରେ ରହିଥିବା ବେଳେ ୪ ଲୋକାଲ କେସ ରହିଛି। ସହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…
ରାଜ୍ୟରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୩୨ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ପେଟ୍ରୋଲରେ ପାଣି ଅପମିଶ୍ରଣ ଘଟଣା: ପମ୍ପ ସିଲ୍
ଭୁବନେଶ୍ୱର,୪।୩(ବୂ୍ୟରୋ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଏଚ୍ପି ପେଟ୍ରୋଲ ପମ୍ପରେ ପେଟ୍ରୋଲରେ ପାଣି ମିଶାଇ ଅପମିଶ୍ରଣ କରାଯାଉଥିବା ଜଣାପଡ଼ିବାପରେ ବୁଧବାର ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଶହଶହ ଲୋକ ପାଣି ମିଶା ପେଟ୍ରୋଲ ବୋତଲ ଧରି ପେଟ୍ରୋଲ ପମ୍ପରେ ବିକ୍ଷୋଭ କରିବା ସହ…
ମା’ର ପରିଚୟ ପାଇଁ ସୁଭଦ୍ରାଙ୍କୁ ମାଡ଼
କେନ୍ଦ୍ରାପଡ଼ା ଅଫିସ,୪।୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବରକୋଳିଖଳା ଗଁାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅନୁପ୍ରବେଶକାରୀ ଓଡ଼ିଶା ମାଟିରେ ପ୍ରବେଶ କରି ନିଜର ଦୌରାତ୍ମ୍ୟ ଦେଖାଇଛନ୍ତି। ମା’ର ପରିଚୟ ନ ଦେବାରୁ ଗଁାର ସୁଭଦ୍ରା ରାୟଙ୍କୁ ମାଡ…
ଭୁବନେଶ୍ୱରରୁ ୫ ମୂର୍ତ୍ତି ଉଦ୍ଧାର, ଜଣେ ଗିରଫ
ପିପିଲି,୪।୩(ସ୍ବ.ପ୍ର.): ପିପିଲି କାକୁଡ଼ିଆସ୍ଥିତ ଶ୍ରୀ ଗୋପୀନାଥ ଦେବ ମନ୍ଦିରରୁ ଚୋରି ୫ ମୂର୍ତ୍ତିକୁ ପୋଲିସ ଭୁବନେଶ୍ୱରରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳର ବାପୁନି ପାଢୀ(୨୯)।…
ପେଟ୍ରୋଲରେ ପାଣି
ଭୁବନେଶ୍ୱର,୪।୩(ବ୍ୟୁରୋ): ଗତ କିଛି ମାସ ଧରି ପେଟ୍ରୋଲ ଓ ଡିଜେଲ୍ ଦର ବଢ଼ିବାରେ ଲାଗିଛି। ଲିଟର ପିଛା ଦର ୧୦୦ ଟଙ୍କା ଛୁଇଁବାକୁ ବସିଲାଣି। ଜରୁରୀ କାମ ନ ଥିଲେ ଲୋକେ ପେଟ୍ରୋଲ ପକାଇବାକୁ ବହୁବାର ଚିନ୍ତା କରୁଛନ୍ତି ା ଏଭଳି…
ଭିସୁଟ୍ରୁ ଉଠିଲା କୋଭିଡ୍ କଟକଣା
ସମ୍ବଲପୁର,୪।୩(ବ୍ୟୁରୋ): ସମ୍ବଲପୁରର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ରୁ ବୁଧବାରଠାରୁ କୋଭିଡ୍ କଟକଣାକୁ ଉଠାଇ ଦିଆଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ନୋଟିସ୍ ଜାରି କରାଯାଇଛି। ମଙ୍ଗଳବାର ୨୫ ଛାତ୍ରୀଛାତ୍ରଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା…
ନିରପେକ୍ଷ ନିଷ୍ପତ୍ତି ନିଅ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୪।୩(ବ୍ୟୁରୋ): ଲୋକମାନଙ୍କ ସହ ସିଧାସଳଖ କଥା ହେବା, ସହୃଦୟତାର ସହ ସେମାନଙ୍କ କଥା ଶୁଣିବା ଏବଂ ନିରପେକ୍ଷ ଭାବେ ନିଷ୍ପତ୍ତି ନେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବୁଧବାର ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଶିକ୍ଷାନବିଶଙ୍କୁ…
Archives


