ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ସମୀକ୍ଷା ବୈଠକ ପରେ ଆକାଶମାର୍ଗରୁ ଦେଖିବେ ବାତ୍ୟାଞ୍ଚଳ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ବାଗତ କରିଛନ୍ତି।…
ମିଳିପାରୁନି ସ୍ଲଟ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ଟିକାକରଣକୁ ନେଇ ବିଭିନ୍ନ ସମୟରେ ନାନା ଅଭିଯୋଗ ହେଉଛି। କେତେବେଳେ ଟୋକନ୍ ବଣ୍ଟାକୁ ନେଇ ତ ଆଉ କେତେବେଳେ ଗାଡ଼ିରେ ଟିକାକରଣ (ଡ୍ରାଇଭ୍ ଇନ୍ ଭାକ୍ସିନେଶନ)କୁ ନେଇ ଚର୍ଚ୍ଚାକୁ ଆସିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)।…
ଠକ କମ୍ପ୍ୟୁଟର ସଂସ୍ଥା ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୮।୫: ସାରା ରାଜ୍ୟରେ ଛତୁ ଫୁଟିଲା ପରି କମ୍ପ୍ୟୁଟର ପାଠ୍ୟକ୍ରମ ପ୍ରଦାନ କରୁଥିବା ସଂସ୍ଥା ଖୋଲିଛି। ଏହିସବୁ ସଂସ୍ଥା କେତେକ ଏନ୍ଜିଓ ଓ ଅଣ ଅନୁମୋଦିତ ଶିକ୍ଷାନୁଷ୍ଠାନ କେବଳ ସୋସାଇଟି ରେଜିଷ୍ଟ୍ରେଶନ ଆକ୍ଟ ୧୮୬୦ରେ ପଞ୍ଜୀକୃତ ହୋଇ ବେଆଇନ ଭାବେ କମ୍ପ୍ୟୁଟର…
ଥମୁନି ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୩ ଜୀବନ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୫୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ସର୍ବାଧିକ…
ରାଜ୍ୟରେ ଆଜି ୭,୨୧୬ ସଂକ୍ରମିତ ଚିହ୍ନଟ: କଟକରୁ ସର୍ବାଧିକ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ ଦୁଇଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୩୧୭୫…
୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ
ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ, ଜିଲାପାଳମାନଙ୍କ ସହ ବାତ୍ୟା ‘ୟାସ୍’ ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର…
୫୦ ବର୍ଷରେ ଭାରତରେ ୧୧୭ ବାତ୍ୟା: ଓଡ଼ିଶାରେ ବିଧ୍ୱଂସକ ଥିଲା ୧୯୭୧
ନୂଆଦିଲ୍ଲୀ,୨୮/୫: ୧୯୭୦ରୁ ୨୦୧୯ ମଧ୍ୟରେ ଭାରତ ୧୧୭ ବାତ୍ୟାର ସମ୍ମୁଖୀନ ହୋଇଛି। ଏହି ୫୦ ବର୍ଷ ମଧ୍ୟରେ ସାମୁଦ୍ରିକ ଝଡ଼ ଓ ବାତ୍ୟାରେ ୪୦,୦୦୦ ଲୋକଙ୍କ ଜୀବନ ଯାଇଛି। ସାମୁଦ୍ରିକ ଝଡ଼ ଯୋଗୁ ମୃତ୍ୟୁହାର ବିଗତ ୧୦ ବର୍ଷରେ ବହୁଳ ଭାବେ…
ବୈତରଣୀରେ ବନ୍ୟା ବିପଦ
ଭୁବନେଶ୍ୱର,(ବ୍ୟୁରୋ)/ ଭଣ୍ଡାରିପୋଖରୀ (ଡି.ଏନ୍.ଏ.)/ ଆନନ୍ଦପୁର(ସ୍ବ.ପ୍ର.)/ଯାଜପୁର ଅଫିସ,୨୮/୫:ବାତ୍ୟା ‘ୟାସ୍’ କ୍ଷତ ଭରି ନ ଥିବା ବେଳେ ବନ୍ୟା ବିପତ୍ତି ଦୁର୍ଦ୍ଦଶାକୁ ଆହୁରି ବଢ଼ାଇବା ଆଶଙ୍କା ସୃଷ୍ଟି କରିଛି। ବାତ୍ୟାଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ…
ଅଗ୍ରଗତି ପୂର୍ବରୁ ଫାଟି ଆଁ
ବଇଣ୍ଡା,୨୮ା୫ (ପରିକ୍ଷିତ ସାହୁ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ୪ ଲେନ୍ କାର୍ଯ୍ୟ ଅନୁଗୋଳ ଜିଲାରେ ଠିକ୍ଠାକ୍ ଚାଲିନି। ୩ ବର୍ଷ ତଳୁ କିଶୋରନଗର ବ୍ଲକ ଅଞ୍ଚଳରେ ସହର ବଜାର ଉଚ୍ଛେଦ କରାଯାଇଥିଲେ ମଧ୍ୟ ଏଯାଏ ନିର୍ମାଣ କାର୍ଯ୍ୟରେ ସେପରି…
ବଟି ମାଗି ଧରାପଡ଼ିଲେ ୩ ନକଲି ଖବରଦାତା
ବରଗଡ଼ ଅଫିସ୍/ଅମ୍ବାଭୋନା,୨୭।୫: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳର ବିଭିନ୍ନ ପଞ୍ଚାୟତକୁ ଯାଇ ସ୍ଥାନୀୟ ଯୋଗାଣ ସହାୟକଙ୍କୁ ଧମକ ଦେଇ ବଟି ମାଗୁଥିବା ୩ ଜଣ ନକଲି ଖବରଦାତାଙ୍କୁ ଗୁରୁବାର ଗ୍ରାମବାସୀ ଧରିଛନ୍ତି । ସେମାନେ ହେଲେ, ପଦ୍ମପୁର ବ୍ଲକ କନସିଂହା…
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର
ବୁଗୁଡ଼ା,୨୭ା୫: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜନୈକା ୧୬ ବର୍ଷିୟା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବାଲିପଦର ଫାଣ୍ଡି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ହେଲେ…
ବିପଦ ସଙ୍କେତ ଉପରେ ବୈତରଣୀ
ଯାଜପୁର ଅଫିସ,୨୭ା୫: ବାତ୍ୟା ୟାସ୍ ଯୋଗୁ ଯାଜପୁର ଜିଲା ସମେତ ଉପରମୁଣ୍ଡ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଫୁଲି ଉଠିଛି। ବୈତରଣୀର ଉପରମୁଣ୍ଡ ଆନନ୍ଦପୁରଠାରେ ଗତ ୨ ଦିନରେ ପ୍ରାୟ ୮୫ ମି.ମି ବର୍ଷା ହୋଇଥିବା ବେଳେ କେନ୍ଦୁଝର…
Archives


