ଗଛରେ ପିଟିହୋଇ ଓଲଟିଲା କାର୍: ଆଖିବୁଜିଦେଲେ ,ଶଳା,ଭିଣୋଇ
ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ ଧକ୍କାଦେଇ ଓଲଟି ପଡ଼ିବାରୁ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗୋଲୁର…
ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍
ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା ପୁଣି ଥଣ୍ଡା ବୋତଲରେ। ଆଉ ସେହି ମଦ ଚାଲାଣ କରୁଛନ୍ତି ନାବାଳକ। ଉଦଳା…
ଗିନିଜ ୱାଲର୍ଡ ରେକଡର୍ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…
ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ ଏହି ବୃହତ୍ତମ ଫର୍ମେଣ୍ଟେଡ ରାଇସ (ପଖାଳ) ପରିବେଷଣ ପାଇଁ ଗିନିଜ ୱାଲର୍ଡ ଅଫ୍…
ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ
ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଚାକିରିରେ ଯୋଗଦାନ ସମୟରୁ ଏହି ନିୟମିତ ମାନ୍ୟତା ଲାଗୁ ହେବ…
କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…
ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି ସେ କହିଛନ୍ତି। ଆଇନ କଣ ଏକା ସେମାନଙ୍କ ପାଇଁ, ଆଇନର ଆଶ୍ରୟ ନିଅନ୍ତୁ…
ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..
ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ ନେତା ଭାବେ ପ୍ରତିପାଦିତ ହୋଇଥିବା ଆଲୋକଙ୍କୁ ଦଳ ତରଫରୁ ପୂର୍ବରୁ ଦିଆଯାଇଥିବା ବହୁ…
ଗଞ୍ଜାମରେ ଗ୍ୟାସ୍ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ
ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍। ଫଳରେ ଖାଉଟି ତଥା ଗ୍ୟାସ୍ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡ଼ିଛି। ଏଥିସହ ଗ୍ୟାସ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ…
ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…
ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…
କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ…
ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ। ECIଙ୍କ ନିର୍ଦ୍ଦେଶନାମା, ସୁପ୍ରିମକୋର୍ଟଙ୍କ ରାୟର ଉଲ୍ଲଙ୍ଘନ ବୋଲି…
ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ
ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ ରାସ୍ତାରେ ଧାନ ବସ୍ତା ରଖି ଧାରଣା ଦେଇଥିଲେ। ଏପରିକି ଚାଷୀମାନେ ତହସିଲଦାରଙ୍କ ଗାଡିକୁ…
ଆଶଙ୍କାରେ ପେନ୍ସନ୍ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…
କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସଭାର ଉଦ୍ଦେଶ୍ୟ ସମ୍ପର୍କରେ…
ଲିଭ୍ ଇନ୍ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…
ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍ ଇନ୍ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ ଘର ଭିତରେ ଆତ୍ମହତ୍ୟା କରିଦେଲେ ଯୁବକ। ଗୁରୁବାର ପିପିଲି ଥାନା ଅଧୀନ ଗୁଡ଼ିଆପୋଖରୀ…

