ରାଜ୍ୟ

ପୁଞ୍ଜିନିବେଶରେ ଉଦାସୀନତା ବାଧା

ରାଜ୍ୟରେ ଶିଳ୍ପାୟନ ହେବ। ଜାତୀୟ ଅନ୍ତର୍ଜାତୀୟ ସ୍ତରରୁ ପୁଞ୍ଜିନିବେଶକାରୀ ଓଡ଼ିଶା ଆସି ପୁଞ୍ଜି ଖଟାଇବେ । ନିଯୁକ୍ତି ସୁଯୋଗ ବହୁଗୁଣିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭଠାରୁ ଆରମ୍ଭକରି ଦେଶ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛଇ। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୧୨ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ...

ଆଜି ରାଜଧାନୀରୁ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୧୯

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୭ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି...

ତିର୍ତ୍ତୋଲ ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ସମୟରେ ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ମୋ’ ପ୍ରତି ଆପଣମାନଙ୍କ ଭଲପାଇବା ମୁଁ ଭଲଭାବେ...

ମାଓବାଦୀ କ୍ୟାମ୍ପରେ ଚଢ଼ାଉ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିର/ଚିତ୍ରକୋଣ୍ଡା,୨୮।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ସାମଗ୍ରୀ ଜବତ ହୋଇଛି। ସ୍ବାଭିମାନ ଅଞ୍ଚଳରେ ଦୁଇଦିନ ହେଲା ପୋଲିସ ସର୍ଚ୍ଚ ଅପରେଶନ ଜାରି ରଖିଥିଲା। ମଙ୍ଗଳବାର ଜିଲାର ସ୍ବାଭିମାନ ଅଞ୍ଚଳର...

ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ପୂର୍ବରୁ ବସିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ନିୟମ ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବ। କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ...

ଶ୍ରୀମନ୍ଦିର ଖୋଲିବା ଦାବିରେ ବାଜିଲା ଘଣ୍ଟ

ପୁରୀ ଅଫିସ,୨୮।୧୦: ମହାମାରୀ କରୋନା ପାଇଁ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିରଗୁଡ଼ିକୁ ଭକ୍ତଙ୍କୁ ଛଡାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବାରୁ ଏହାର ପ୍ରଭାବ ପଡିଛି ସେବାୟତ ଓ ପୂଜକଙ୍କ...

ଶୁଆ ପାଇଁ କାନ୍ଦୁଛି ସ୍ବାଇଁ ପରିବାର

ନବରଙ୍ଗପୁର,୨୮।୧୦(ବି.ପ୍ର.): ୩୦ ବର୍ଷ କାଳ ଏକ ପରିବାରରେ ରହି ରୁବି ହୋଇଯାଇଥିଲା ଘରର ଜଣେ ସଦସ୍ୟ। ବର୍ତ୍ତମାନ ତା’ର ମୃତ୍ୟୁ ପରେ ଦୁଃଖରେ ଭାଙ୍ଗିପଡ଼ିଛି ସ୍ବାଇଁ ପରିବାର। ମନରେ ପ୍ରଶ୍ନ ଆସୁଥାଇପାରେ ରୁବି କିଏ। ତେବେ ରୁବି ହେଉଛି ଏକ...

ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ ମୌସୁମୀ ୮ଟି ଜିଲାରୁ ସମ୍ପୂର୍ଣ୍ଣ ଏବଂ ଆଉ ୮ଟି ଜିଲାରୁ ଆଶିଂକ...

କନ୍ଧମାଳରେ କମିଲାଣି ଧୂଆଁପତ୍ର ଚାଷ

ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ, କାଙ୍ଗୁ, ଜନା, ସୋରିଷ, ତିଳା, କାନ୍ଦୁଲ, ହଳଦୀ, ଅଦା, ଧୂଆଁପତ୍ର ଭଳି ତେଲ...

ବିଧାୟକଙ୍କ ସହ ସ୍ତ୍ରୀ ମଧ୍ୟ କାଟିଲେ ଧାନ

ନବରଙ୍ଗପୁର,୨୮।୧୦(ବି.ପ୍ର.): ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ନିଜର ନିଆରା କାର୍ଯ୍ୟଶୈଳୀକୁ ନେଇ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ବିଧାୟକ ତାଙ୍କ ବ୍ୟସ୍ତ ବହୁଳ ଜୀବନରୁ ସମୟ ବାହାର କରି ନିଜ ଚାଷଜମିରେ ଧାନ କାଟୁଥିବା ଦେଖିବାକୁ ମିଳିଛି। ବିଧାୟକ ବିଲରେ...

କରୋନାରେ ୧୨ ଜୀବନ ଗଲା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri