ରାଜ୍ୟ

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୪ ଜୀବନ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୧୮କୁ ବୃଦ୍ଧି ପାଇଛି। ଏନେଇ…

ପୁଣି ଦିନକ ପରେ କମିଲା ଦୈନିକ ସଂକ୍ରମଣ: ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗତ କିଛି ଦିନର ବ୍ୟତିକ୍ରମ ପରେ ରାଜ୍ୟରେ ପୁଣି କରୋନା ମିଟର ତଳମୁହାଁ ହୋଇଛି। ବୁଧବାର ୧୧ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାତ୍ୟା ୟାସ୍‌ର ପ୍ରଭାବରୁ ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସଂଖ୍ୟାରେ ହ୍ରାସ…

ବିଶାଖାପାଟଣାରୁ ଆସିଲା ୩୦ ଜେନେରେଟର

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ୍‌ ସମସ୍ୟା ଦୂର ପାଇଁ ବିଶାଖାପାଟଣାରୁ ଉଚ୍ଚଶକ୍ତି ସମ୍ପନ୍ନ ୩୦ ଡିଜେଲ ଜେନେରେଟର (ଡିଜି) ସେଟ୍‌ ଅଣାଯାଇଛି। ଟ୍ରକ୍‌ରେ ଆସିଥିବା ଏହି ଜେନେରେଟରକୁଡ଼ିକ ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଜରୁରୀ ଆବଶ୍ୟକତା ଭିତ୍ତିରେ କ୍ଷତିଗ୍ରସ୍ତ…

ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ବାଲେଶ୍ୱର ଓ ଭଦ୍ରକ ଜିଲାରେ ଅଧିକ କ୍ଷତି ହୋଇଛି। ଏହାକୁ ଦୃଷ୍ଟିରେ ରଖି ବିଜେଡି ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ବୁଧବାର ଅପରାହ୍ନରେ ବାଲେଶ୍ୱର ଗସ୍ତ କରି ବାତ୍ୟା ପରବର୍ତ୍ତୀ…

ବାଲେଶ୍ୱରକୁ ଗଲେ ଆଉ ୧୦ ଉଦ୍ଧାରକାରୀ ଦଳ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ‘ୟାସ’ ଯୋଗୁ କ୍ଷତିଗ୍ରସ୍ତ ତଥା ପ୍ରଭାବିତ ଜିଲାଗୁଡ଼ିକରେ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୁଧବାର ଅଗ୍ନିଶମ ଡିଜି ଏମ. ଅକ୍ଷୟ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ କଣ୍ଟ୍ରୋଲ ରୁମ୍‌ରେ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ…

ଅବହେଳାରୁ ଖାଇବାତେଲ ଦର ବୃଦ୍ଧି

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ପରେ ଏବେ ଖାଇବା ତେଲର ଲଗାତର ଦରବୃଦ୍ଧି ଖାଉଟିଙ୍କ ଚିନ୍ତା ବଢ଼ାଇଛି। କିଛି ମାସ ମଧ୍ୟରେ ଅନ୍ତର୍ଜାତୀୟ ବଜାର ତୁଳନାରେ ଭାରତରେ ଖାଇବା ତେଲ ମୂଲ୍ୟ ଅହେତୁକ ଭାବେ ବଢ଼ିଛି। ଏହି ଦରବୃଦ୍ଧି…

ନକଲି ୱେବ୍‌ସାଇଟ୍‌ ଖୋଲି ଲୁଟିଥିଲେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବରଗଡ଼ ଅଫିସ୍‌,୨୬।୫: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ବୁଧବାର ଏକ ସାଇବର କ୍ରାଇମର ପର୍ଦ୍ଦାଫାଶ କରିଛି। ଏକ କମ୍ପାନୀ ନାମରେ ୱେବସାଇଟ୍‌ ଖୋଲି ଜାଲ ଦସ୍ତଖତ କରି ବ୍ୟାଙ୍କ ଉପଭୋକ୍ତାଙ୍କ ଆକାଉଣ୍ଟରୁ ଟଙ୍କା ଟ୍ରାନ୍ସଫର୍‌ କରି ଲୁଟ୍‌ କରୁଥିବା ଅଭିଯୁକ୍ତଙ୍କୁ…

ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭଦ୍ରକ ଅଫିସ,୨୬।୫: କେହି ଜଣେ ଦୁର୍ବୃତ୍ତ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ନାଁରେ ସୋସିଆଲ ମିଡିଆରେ ଖୋଲିଛନ୍ତି ଫେକ୍‌ ଆକାଉଣ୍ଟ। ଜିଲାପାଳ ନିଜର ଫେସ୍‌ବୁକ ଆକାଉଣ୍ଟ ମାଧ୍ୟମରେ ଲୋକଙ୍କୁ ଏହି ସମ୍ପର୍କରେ ସୂଚନା ଦେଇଛନ୍ତି। ଉକ୍ତ ଫେକ୍‌ ଆକାଉଣ୍ଟରୁ ଫ୍ରେଣ୍ଡ…

୭ ଦିନ ରିଲିଫ୍‌ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ପ୍ରଭାବରେ ଜଳଘେରରେ ଥିବା ୧୨୮ଟି ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦିଆଯିବ। ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନାଙ୍କ ସହ ବାତ୍ୟା ପରବର୍ତ୍ତୀ…

ପ୍ରବଳ ବର୍ଷା ନେଇ ୯ ଜିଲାକୁ ରେଡ୍‌ ୱାର୍ନିଂ

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ଆଗାମୀ ୬ ଘଣ୍ଟା ପ୍ରବଳ ବର୍ଷା ଆଶଙ୍କା ରହିଛି। ଏନେଇ ରାଜ୍ୟର ୯ ଜିଲାକୁ ରେଡ୍‌ ୱାର୍ନିଂ ଜାରି କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର,…

ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ ଚାଲିଛି ଉଦ୍ୟମ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସ୍ବାଭାବିକ ଅବସ୍ଥା…

ବାତ୍ୟା ‘ୟାସ’: ଆକଳନଠୁ ପ୍ରଭାବ କମ୍‌

ଭୁବନେଶ୍ବର,୨୬।୫: ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟା ‘ୟାସ’ ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ କରିଥିଲା। ଏହି ସମୟରେ ପବନର ବେଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri