ରାଜ୍ୟ

ସନ୍ଧ୍ୟା ଯାଏ ରହିବ ‘ୟାସ’ର ବିପଦ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବୁଧବାର ‘ୟାସ’ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କରିଦେଇଛି। ଧାମରାର ଉତ୍ତର ଓ ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଏହା ଲ୍ୟାଣ୍ଡଫଲ କରିଛି। ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟା ଶେଷ ହେବାକୁ ଆଉ ୩ରୁ ୪ ଘଣ୍ଟା…

ଅପରାହ୍ନ ସୁଦ୍ଧା ଶେଷ ହେବ ଲ୍ୟାଣ୍ଡ୍‌ଫଲ: ଏବେ ୧୪୦ କିଲୋମିଟର ବେଗରେ ବହୁଛି ପବନ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନ ୯ଟାରୁ ବାତ୍ୟା ‘ୟାସ’ ଲ୍ୟାଣ୍ଡଫଲ୍‌ ଆରମ୍ଭ କରିଛି। ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ୍‌ ହୋଇଛି। ଲ୍ୟାଣ୍ଡଫଲ ଶେଷ ହେବାକୁ ୩ରୁ ୪ ଘଣ୍ଟା ସମୟ ଲାଗିବ। ଅପରାହ୍ନ ୧ଟା ସୁଦ୍ଧା ଲ୍ୟାଣ୍ଡଫଲ୍‌…

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୮୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

‘ୟାସ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିବା ଆଇଏମ୍‌ଡି ସୂତ୍ରରୁ ପ୍ରକାଶ। ବର୍ତ୍ତମାନ ମଧ୍ୟ ଭଦ୍ରକର ଧାମରାରୁ ୪୦ କିଲୋମିଟର ଦୂରରେ ରହିଛି ବାତ୍ୟା ୟାସ୍‌। ପଶ୍ଚିମବଙ୍ଗର ଦୀଘାଠାରୁ ୭୦ କିଲୋମିଟର…

ରାଜ୍ୟରେ ଆଜି ୧୧,୭୬୯ ସଂକ୍ରମିତ ଚିହ୍ନଟ:ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୭୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୫୦୯ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୧୧୪ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ…

୨୪ କର୍ମଚାରୀଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ

ଗୋପ/ନିମାପଡ଼ା,୨୬ା୫(ଡି.ଏନ୍‌.ଏ.):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ମଙ୍ଗଳବାର ଗୋପ ତହସିଲ କାର୍ଯ୍ୟାଳୟରେ…

ଶ୍ରେଷ୍ଠ ପ୍ରଦର୍ଶନକାରୀ ହସ୍ପିଟାଲକୁ ମିଳିବ ପୁରସ୍କାର

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜ୍ୟ ସରକାର ପ୍ରତିବର୍ଷ ଶ୍ରେଷ୍ଠ ପ୍ରଦର୍ଶନ କରୁଥିବା ହସ୍ପିଟାଲକୁ ପୁରସ୍କୃତ କରିବେ। ପୁରସ୍କୃତ ହସ୍ପିଟାଲକୁ ମିଳିବ ଆର୍ଥତ୍କ ସହାୟତା। ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲ(ଏମ୍‌ସିଏଚ୍‌), ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌), ସବ୍‌ ଡିଭିଜନାଲ ହସ୍ପିଟାଲ (ଏସ୍‌ଡିଏଚ୍‌) ଏବଂ ପ୍ରଥମ…

ବାତ୍ୟା ପାଇଁ ଭୁବନେଶ୍ୱରରେ ଟିକାକରଣ ବନ୍ଦ

ଭୁବନେଶ୍ୱର, ୨୬।୫ (ବ୍ୟୁରୋ):ବାତ୍ୟା ‘ୟାସ୍‌’କୁ ଦୃଷ୍ଟିରେ ରଖି ୨୬ ତାରିଖ ବୁଧବାର ଭୁବନେଶ୍ୱରରେ ହେବାକୁ ଥିବା ଟିକାକରଣ ବନ୍ଦ ରହିବ। ଏହିଦିନ ପାଇଁ ସ୍ଳଟ୍‌ ବୁକିଂ କରିଥିବା ହିତାଧିକାରୀମାନେ ଆସନ୍ତା ୨୯ ତାରିଖରେ ଟିକା ନେଇ ପାରିବେ ବୋଲି ବିଏମ୍‌ସି ପକ୍ଷରୁ…

ଉଦ୍ଧାର, ଥଇଥାନ ପାଇଁ ଅଗ୍ନିଶମ ଅଧିକାରୀଙ୍କ ନମ୍ବର ଜାରି

ଭୁବନେଶ୍ୱର,୨୬ା୫(ବ୍ୟୁରୋ):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଉଦ୍ଧାର ଓ ଥଇଥାନ କରିବା ପାଇଁ ୧୦ ଜିଲାରେ ଅଗ୍ନିଶମ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେମାନଙ୍କୁ ସାଧାରଣ ଲୋକେ ଆବଶ୍ୟକସ୍ଥଳେ ଯୋଗାଯୋଗ କରିପାରିବେ। ଏନେଇ ଅଗ୍ନିଶମ…

ଈଶ୍ୱରଙ୍କ ଦହିବରାକୁ ଝୁରୁଛନ୍ତି କଟକବାସୀ

କଟକ ଅଫିସ,୨୬ା୫: ଆଉ ମିଳିବନି କଟକର ପ୍ରସିଦ୍ଧ ଦହିବରା ଆଳୁଦମ୍‌ର ସ୍ବାଦ। ବିଜୁ ପଟ୍ଟନାୟକ ଛକ ନିକଟ ଠେଲାଗାଡି ଚାରିପାଖେ ଆଉ ଆଗଭଳି ଗହଳି ଚହଳି ହେବନି କି କଟକରୁ ଦିଲ୍ଲୀଯାଏ ପହଞ୍ଚତ୍ବନି ନିଆରା ବ୍ୟଞ୍ଜନର ବାସ୍ନା। କାରଣ ଦହିବରା ଆଳୁଦମରେ…

ଅତି ଭୀଷଣ ବେଗରେ ମାଡିଆସୁଛି ‘ୟାସ୍‌’: ଆଉ ମାତ୍ର ଧାମରାଠାରୁ ୪୦ କି.ମି ଦୂରରେ

ପ୍ରବଳ ବେଗରେ ମାଡିଆସୁଛି ବାତ୍ୟା ୟାସ। ଏହା ଏବେ ଧାମରା ନିକଟକୁ ଆଉ ମାତ୍ର ୪୦ କିମି ଓ ବାଲେଶ୍ୱର ଠାରୁ ୯୦କିମି ଦୂରରେ ରହିଛି। ଏବେ ଏହା ଘଣ୍ଟାପ୍ରତି ୧୫ କିମି ବେଗରେ ଆଗକୁ ମାଡି ଚାଲିଛି। ବାତ୍ୟା ୟାସ…

ଆଜି ୟାସ୍‌ ତାଣ୍ଡବ

ଭୁବନେଶ୍ୱର,୨୬/୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ମଙ୍ଗଳବାର ଅତି ଭୟଙ୍କର ବାତ୍ୟା (ୟାସ୍‌)ରେ ପରିଣତ ହୋଇଛି। ବୁଧବାର ଏହା ୧୫୫ରୁ ୧୬୫ କିଲୋମିଟର ବେଗରେ ସ୍ଥଳଭାଗକୁ ମାଡ଼ କରିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ଅନୁମାନ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri