ଧାମରା ନିକଟରେ ମାଡ଼ ହେବ ୟାସ୍
ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ମଙ୍ଗଳବାର ଅତି ଭୀଷଣ ବାତ୍ୟାର ରୂପ ନେଇଛି। ବୁଧବାର ମଧ୍ୟାହ୍ନରେ ‘ୟାସ’ ୧୫୫ରୁ ୧୬୫ କି.ମି. ବେଗରେ ସ୍ଥଳଭାଗକୁ ଛୁଇଁବ। ବାତ୍ୟା ଯେଉଁପଟ ଦେଇ ଯିବ ସେ ସବୁ ଅଞ୍ଚଳ ଛାରଖାର…
ବାତ୍ୟା ବେଳେ ସେଲ୍ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ, ଆମ୍ବ-ନଡ଼ିଆ ନ ଗୋଟାଇ ଲୋଭ ସମ୍ବରଣ କରନ୍ତୁ: ଏସ୍ଆରସି
ଭୁବନେଶ୍ୱର,୨୫।୫(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ୟାସ୍’। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱର ଜିଲାରେ ପଡ଼ିବ। ବାତ୍ୟା ସମୟରେ ସର୍ବାଧିକ ୧୮୫ କିମି ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ସେଲ୍ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ ବୋଲି…
ରାଜଧାନୀରୁ ଆଉ ୧୦୬୨ କରୋନା ପଜିଟିଭ୍ ଚିହ୍ନଟ: ଚିନ୍ତା ବଢ଼ାଉଛି ପଟିଆ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜଧାନୀରେ ବେଲଗାମ କରୋନା। ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଉ ୧୦୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୨ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୮୯୦ ଲୋକାଲ କେସ୍ ରହିଛି। ଏନେଇ ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା…
ଉପକୂଳମୁହାଁ ‘ୟାସ’: ପାରାଦୀପଠାରୁ ଏବେ ୨୦୦ କିମି ଦୂରରେ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଧିରେ ଧିରେ ଉପକୂଳମୁହାଁ ବାତ୍ୟା ‘ୟାସ’। ଏବେ ଏହା ୧୫ କିମି ବେଗରେ ଗତି କରୁଛି। ପାରାଦୀପଠାରୁ ୨୦୦ କିମି ଦୂରରେ ବାତ୍ୟା ରହିଥିବା ବେଳେ ବାଲେଶ୍ୱର-ଦୀଘାରୁ ୨୯୦ କିମି ଦୂରରେ ରହିଛି। ତେବେ ବାତ୍ୟା ଆସନ୍ତା ୬ ଘଣ୍ଟା…
‘ୟାସ୍’ ପାଇଁ କଟକଣା: ଚଣ୍ଡିଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ
ଯାଜପୁର ଅଫିସ,୨୫।୫: ସମ୍ଭାବ୍ୟ ବାତ୍ୟା ‘ୟାସ୍’ ଏବେ ଉପକୂଳମୁହାଁ। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱରରେ ପଡ଼ିବ। ଏହି ସମୟରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିମି ବେଗରେ ପବନ ବହିବାର ଆକଳନ କରିଛି…
ପ୍ରତିଟି ମାନବ ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍’ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ପ୍ରସ୍ତୁତି ନେଇ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଏବଂ ଏସ୍ଆର୍ସି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ପ୍ରତିଟି…
ପାଖେଇ ଆସୁଛି ‘ୟାସ୍’: ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ହେବେ ସାଢ଼େ ୭ ଲକ୍ଷ ଲୋକ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଆସୁଛି ବାତ୍ୟା ‘ୟାସ’। ଏହା ବୁଧବାର ସକାଳେ ଲ୍ୟାଣ୍ଡଫଲ୍ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଏହା ପୂର୍ବରୁ ସାଢ଼େ ୭ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ପ୍ରଭାବିତ ହେବାକୁ ଥିବା ୧୦ ଜିଲାରୁ…
ବାତ୍ୟା ୟାସ୍: ସ୍ଥାନାନ୍ତର ହେଲେଣି ୬୦ ହଜାର ଲୋକ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ସୋମବାର ଭୟଙ୍କର ବାତ୍ୟାର ରୁପ ନେଇଛି। ବୁଧବାର ଅର୍ଥାତ୍ ୨୬ ତାରିଖରେ ଏହା ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ତେବେ ବାତ୍ୟା ମୁକାବିଲାକୁ ନେଇ ସରକାର ଆଗୁଆ…
ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ୟାସ୍ : ପାରାଦୀପ ଠାରୁ ୨୮୦ କିମି ଦୂରରେ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ବଙ୍ଗୋପସାଗରରେ ୟାସ୍ ଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି। ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି। ପାରାଦୀପ ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ୨୮୦ କିମି ଦୂରରେ ରହିଛି। ବାଲେଶ୍ୱର ଠାରୁ ଦକ୍ଷିଣ,…
ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ରଙ୍କ ପରଲୋକ
ଭଞ୍ଜନଗର,୨୫।୫(ଡି.ଏନ୍.ଏ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ର (୮୧)ଙ୍କ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲରେ ପରଲୋକ ଘଟିଛି। କରୋନାରେ ଚିକିତ୍ସଧୀନ ଥିବାବେଳେ ତାଙ୍କର ବିୟୋଗ ହୋଇଛି। ସେ୧୯୮୫ରୁ୧୯୯୦ ପର୍ଯ୍ୟନ୍ତ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ କଂଗ୍ରେସର ବିଧାୟକ ଥିଲେ…
ୟାସ୍’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା
ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ ରାଜ୍ୟ ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭିଭି ଯାଦବ…
ଭୟଙ୍କର ହେଉଛି ‘ୟାସ୍’: ମୁକାବିଲା ପାଇଁ ଶକ୍ତିମନ୍ତ୍ରୀଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଭୟଙ୍କର ବେଗରେ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ୟାସ୍’। ଆଜି ଅପରାହ୍ନରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି। ଏହା ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ବାତ୍ୟା ମୁକାବିଲା ପାଇଁ…
Archives


