ରାଜ୍ୟ

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ, ୧୭।୧୦: ଆଶ୍ୱିନ ଶୁକ୍ଲପକ୍ଷ ଏକାଦଶୀ ତିଥି ଅର୍ଥାତ୍‌ ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନ ସିଂହାସନରେ ରାଧାଦାମୋଦର ବେଶରେ ସଜେଇ ହୋଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ଶୁକ୍ଲ ଦଶମୀ ପର୍ଯ୍ୟନ୍ତ...

ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ମଙ୍ଗଳବାର ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

CORONAVIRUS UPDATE: ପୁଣି ୧୨୪୭ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୨୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୫୯ଜଣ, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧ଜଣ, ଯାଜପୁରରୁ ୧୧୩ଜଣ, ବାଲେଶ୍ୱରରୁ ୧୦୪ଜଣ, ମୟୁରଭଞ୍ଜରୁ ୧୦୧ଜଣ, କଳାହାଣ୍ଡିରୁ ୯୧ଜଣ,...

ଭୁବନେଶ୍ୱରରୁ ଆଜି ପୁଣି ୯୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ଦାଦାବଟି ମାଗି ୫ ସାମ୍ବାଦିକ ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ଦାଦାବଟି ମାଗିବା ଅଭିଯୋଗରେ କମିଶନରେଟ ପୋଲିସ ପାଞ୍ଚ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସମୁଦାୟ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ, କାର୍‌ ଓ ମୋବାଇଲ ଜବତ ହୋଇଛି। ପୋଲିସ କହିଛି, ଖଣ୍ଡଗିରି ଥାନା...

ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ...

ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ

ଡେରାବିଶ,୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୃଷ୍ଣନଗର ପିଞ୍ଛାପାଟିଆ ଗାଁରେ ସୋମବାର ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କୁ ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ର ଓ ଗ୍ରାମର ଏକ ବିଦ୍ୟାଳୟ ଗୃହରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିକିତ୍ସା...

କୋମ୍ବିଂବେଳେ ବିପୁଳ ପରିମାଣର ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୬ା୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ବିଚ୍ଛିନ୍ନାଞ୍ଚଳରୁ ସୋମବାର ସୁରକ୍ଷା କର୍ମୀଙ୍କ ଦ୍ୱାରା ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ମାଓବାଦୀଙ୍କ ଚଳପ୍ରଚଳ ନେଇ ଗୋଇନ୍ଦା ସୂଚନା ଅଧାରରେ ବିଏସ୍‌ଏଫ୍‌(୯ମ ବାଟାଲିଅନ୍‌) ଏବଂ ଏସ୍‌ଓଜି ପକ୍ଷରୁ ମିଳିତ ଅପରେଶନ...

ବ୍ଲାକ୍‌ରୋଜରେ ପିଟିହୋଇ ବୁଡ଼ିଲା ବୋଟ୍‌ ୫ ମତ୍ସ୍ୟଜୀବୀ ଉଦ୍ଧାର, ୨ ନିଖୋଜ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ସଂଲଗ୍ନ ସମୁଦ୍ର ଆଙ୍କରେଜରେ ବୁଡିରହିଥିବା ବ୍ଲାକ୍‌ରୋଜ ଜାହାଜ ଯୋଗୁ ସୋମବାର ଦୁର୍ଘଟଣା ଘଟିଛି। ମା’ ମିନୁ ନାମକ ମାଛଧରା ବୋଟ୍‌ ମାଛଧରା ବନ୍ଦରକୁ ଫେରିବା ବେଳେ ଜାହାଜରେ ପିଟିହୋଇ ବୁଡିଯାଇଛି। ଫଳରେ ବୋଟ୍‌ରେ ଥିବା ୭...

ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଅନୁଷ୍ଠିତ: ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ

ପୁରୀଅଫିସ,୨୬।୧୦:ଶ୍ରୀମନ୍ଦିରରେ ସୋମବାର ପବିତ୍ର ଦଶହରାରେ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ। ଏହି ଅବସରରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri