ରାଜ୍ୟରେ ଆଉ ୧୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି।...
CORONAVIRUS UPDATE: ରାଜ୍ୟରେ ପୁଣି ୧୪୮୦ ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ
ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାରଖଣ୍ଡର କୋଲ୍ କ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି...
ସଡ଼କ ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ପାଟଣା,୨୫।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ...
ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା
ଦିଗପହଣ୍ଡି,୨୫ା୧୦(ଡି.ଏନ୍.ଏ.)-ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି – ଫାଶୀଗୁଡ଼ା ରାସ୍ତାରେ ରବିବାର ୨ ବାଇକ୍ ମୁହଁାମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମ କାର୍ଯୀ ସାହିର...
ଭୁବନେଶ୍ୱରରୁ ଆଜି ଆଉ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...
ହସ୍ପିଟାଲରେ ଭର୍ତ୍ତି ହେଲେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ଏ ନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ମନ୍ତ୍ରୀ ମଲ୍ଲିକ କହିଛନ୍ତି, ମୁଁ ନିଜର କୋଭିଡ ଟେଷ୍ଟ କରାଇଥିଲି, ଯେଉଁଥିରେ ରିପୋର୍ଟ ପଜିଟିଭ...
ସମ୍ପାତି ଚଢ଼େଇ
ଶାରଦୀୟ ଦୁର୍ଗାପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଏକ ଭିନ୍ନ ପରମ୍ପରା ଦେଖାଯାଏ। ଏଠାରେ ସଂସ୍କୃତ ରାମାୟଣର ଚରିତ୍ର (ଅଷ୍ଟବୀର)ଙ୍କୁ ସମ୍ପାତି ଚଢ଼େଇ ଉପରେ ବସାଯାଇ ଉପାସନା କରାଯାଏ। ଏହି ଅଷ୍ଟବୀର ହେଲେ ସୁଗ୍ରୀବ, ଅଙ୍ଗଦ, ନଳ, ନୀଳ, ହନୁମାନ, ଜାମ୍ବବାନ, ସୁଶେଣ...
କାର୍ରେ କଳାକାଚ ପାଇଁ ଗଣିଲେ ୫ଶହ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ପାର୍ବଣରେ ଅପରାଧୀମାନେ ଗାଡ଼ିରେ କଳାକାଚ ଲଗାଇ ଅପରାଧ ଘଟାଇ ପାରନ୍ତି। କାରରେ ମଧ୍ୟ ଅନୈତିକ କାର୍ଯ୍ୟ ବଢିବା ଆଶଙ୍କା କରାଯାଉଛି। ତେଣୁ କଳାକାଚ ଲଗାଥିବା କାରକୁ ଧରିବା ପାଇଁ ଭୁବନେଶ୍ୱରରେ ଟ୍ରାଫିକ ପୋଲିସ ପକ୍ଷରୁ କଡାକଡି ଯାଞ୍ଚ କରାଯାଉଛି।...
ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୪୫ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...
CORONAVIRUS UPDATE: ରାଜ୍ୟରେ ୧୬୩୩ ନୂଆ ପଜିଟିଭ୍ ଚିହ୍ନଟ, କମୁଛି ସଂଖ୍ୟା
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୬୩୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୨୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...
ଚଢ଼ାଉ ସତ୍ତ୍ୱେ ପାର୍ବଣ ଭିଡ଼
ଭୁବନେଶ୍ୱର,୨୫।୧୦ (ବ୍ୟୁରୋ): ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସରକାର ଓ ପ୍ରଶାସନ ସ୍ବତନ୍ତ୍ର କରୋନା ଗାଇଡ୍ଲାଇନ୍ ଜାରି କରିଥିବାବେଳେ ପୋଲିସ ଲୋକଙ୍କୁ ସତର୍କ ଓ ସଚେତନ କରି ଆସୁଛି। ହେଲେ ରାଜଧାନୀର ହାଟ, ବଜାର, ମଲ୍ରେ ଏବେ ପାର୍ବଣ ଭିଡ଼ ଅସମ୍ଭାଳ...
Archives


