ରାଜ୍ୟ

କୋଭିଡ୍‌ରୁ ସୁସ୍ଥ ହେବା ପରେ କମୁଛି ଶ୍ରବଣ ଶକ୍ତି

ଭୁବନେଶ୍ୱର,୩।୩(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେଉଥିବା ବ୍ୟକ୍ତି ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କଠାରେ ଭିନ୍ନ ଭିନ୍ନ ରୋଗର ଲକ୍ଷଣ ଦେଖାଯାଉଛି। ଅଧିକାଂଶ ଲୋକଙ୍କ ଶ୍ରବଣ ଶକ୍ତି ହ୍ରାସ ପାଇବା ଭଳି ଲକ୍ଷଣ ଦେଖାଯାଉଛି। ଏହାର ପ୍ରଭାବ ସେପରି ମାରାତ୍ମକ ଲାଗୁ…

ଅତିଥିଙ୍କୁ ୨ଘଣ୍ଟା ଅଟକ ରଖିଲା ସ୍କୁଲ କମିଟି

ପୁରୀ ଅଫିସ,୩।୩: ପୁରୀ ଜିଲାରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ୫ଟି ଛାତ୍ରୀନିବାସ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଗୁଡ଼ିକୁ ଭିଡିଓ କନଫରେନ୍ସ କୃଷ୍ଣପ୍ରସାଦ ବ୍ଲକ୍‌ର ବାସୁଦେବ ନୋଡାଲ ହାଇସ୍କୁଲ, ପୁରୀ ସହର ଭୋଳାନାଥ…

ଯାତ୍ରୀଙ୍କ କାମରେ ଲାଗୁନି ନୂତନ ବସ୍‌ଷ୍ଟାଣ୍ଡ

ନିମାପଡ଼ା,୩ା୩ (ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଏନ୍‌ଏସି ପକ୍ଷରୁ ୨କୋଟି ୫୦ଲକ୍ଷ ୩୨ହଜାର ଟଙ୍କା ବ୍ୟୟରେ ନିମାପଡ଼ାରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମିତ ହୋଇଛି। ୨୮ସେପ୍ଟେମ୍ବର ୨୦୧୮ରେ ଉଦ୍‌ଘାଟନ ହୋଇ ଲୋକାର୍ପିତ ହୋଇଥିଲା। ଉଦ୍‌ଘାଟନର ଅଢ଼େଇ ବର୍ଷ ପରେ ବି ବସ୍‌ଷ୍ଟାଣ୍ଡ ଯାତ୍ରୀଙ୍କ…

ଖୋର୍ଦ୍ଧାରେ ବଢୁଛି ଚୋରା ବନ୍ଧୁକ କାରବାର

ଖୋର୍ଦ୍ଧା ଅଫିସ, ୩ା୩: ଖୋର୍ଦ୍ଧା ସହରରେ ବଢ଼ିଚାଲିଛି ଅପରାଧ। ଗତ ଦୁଇ ସପ୍ତାହ ମଧ୍ୟରେ ପୋଲିିସ ବିଭିନ୍ନ ମାମଲାରେ ୧୨ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୬ଟି ବନ୍ଧୁକ, ୮ଗୁଳି, ମାରଣାସ୍ତ୍ର, ଖଣ୍ଡାକାତି, ବୋମା, ବାଇକ, କାର୍‌ ଜବତ କରିଛି। ଅପରାଧୀମାନେ ଏବେ…

ଜିଲାପାଳଙ୍କ ଅଫିସ୍‌ ଆଗରେ ଧାନବସ୍ତା ରଖି ଧାରଣା

ଖୋର୍ଦ୍ଧା ଅଫିସ,୩ା୩:  ଖୋର୍ଦ୍ଧା ଜିଲାରେ ଚଳିତ ବର୍ଷ ଖରିଫ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ଟୋକନ ପାଇ ସୁଦ୍ଧା ପଞ୍ଜୀକୃତ ଚାଷୀଙ୍କ ଧାନ ମଣ୍ଡିରେ ଉଠୁନି। ଚଳିତ ବର୍ଷ ଲକ୍ଷ୍ୟଧାର୍ଯ୍ୟ ଠାରୁ ଅଧିକ ଧାନ କିଣାଯାଇଥିବା ସରକାର ଡିଣ୍ଡିମ ପିଟୁଥିବା…

ବିଲ୍ଡରଙ୍କ ଚାପରେ ବ୍ୟବସାୟୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୩।୩(ବ୍ୟୁରୋ): ବ୍ୟବସାୟ ପାଇଁ ଲକ୍ଷାଧିକ ଟଙ୍କା ଋଣ କରିଥିଲେ। ହେଲେ କରୋନା ଓ ଲକ୍‌ଡାଉନ ଯୋଗୁ ବ୍ୟବସାୟ ବନ୍ଦ ହୋଇଯାଇଥିଲା। ଫଳରେ ନିଜ ଘରକୁ ବିକ୍ରି କରିବା ପାଇଁ ଜଣେ ବିଲ୍ଡରଙ୍କଠାରୁ ଅଗ୍ରିମ ଟଙ୍କା ଆଣିଥିଲେ। ହେଲେ ଉକ୍ତ ବିଲ୍ଡର ଜଣକ…

ଓଡ଼ିଶାରେ ବନ୍ଦର କରିବ ବିହାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଡ଼ିଶା ଉପକୂଳରେ ବିହାର ସରକାର ଏକ ବନ୍ଦର ନିର୍ମାଣ କରିବାକୁ ଚାହୁଁଛନ୍ତି। ଏ ସମ୍ପର୍କିତ ଏକ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା କରିବାକୁ ବିହାର ସରକାରଙ୍କ ଏକ ପ୍ରତିନିଧି ଦଳ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିହାର ସରକାରଙ୍କ ଅତିରିକ୍ତ ମୁଖ୍ୟ…

୬ରୁ ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର, ୩ା୩(ବ୍ୟୁରୋ): ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୬ ଓ ୭ରେ ଭାଜପାର ରାଜ୍ୟ କାଯର୍‌ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ମଧ୍ୟ…

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ ମହାନ୍ତି ଏହି ରାୟ ଶୁଣାଇଛନ୍ତି। କୋର୍ଟ ପରିସରରେ ଅଭିଯୁକ୍ତ ଓ ଅପରପକ୍ଷ ଓକିଲ ଉପସ୍ଥିତ…

ସାର କଳାବଜାର ଅଣାୟତ୍ତ

ଯାଜପୁର ଅଫିସ,୩ା୩: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରାଯାଇପାରୁନାହିଁ ା ସେଥିପାଇଁ କଳାବଜାର ଚାଲିଛି ା ରାଜ୍ୟ ସରକାରଙ୍କ ଅପାରଗତାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ା ଚାଷୀମାନେ ବାରମ୍ବାର ଏପରି ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ…

୬ ବର୍ଷରେ ଗଲାଣି ୮୩୬ ବନ୍ୟପ୍ରାଣୀଙ୍କ ଜୀବନ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ସୁରକ୍ଷିତ ନାହାନ୍ତି। ଜଙ୍ଗଲ ହ୍ରାସ ଏବଂ ଖାଦ୍ୟପାନୀୟ ଅଭାବ ଯୋଗୁ ଅନେକ ପ୍ରଜାତିର ଜୀବଜନ୍ତୁ ସବୁଦିନ ପାଇଁ ଧ୍ୱଂସ ପାଇଗଲେଣି। ଯେଉଁ କେତେକ ବଞ୍ଚି ରହିଛନ୍ତି ସେମାନେ ନିଜର ଅସ୍ତିତ୍ୱ ବଞ୍ଚାଇବା ପାଇଁ ମନ୍ୟୁଷ ଓ ପ୍ରକୃତି…

୫୦ ହଜାର ପିଲାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି

ଭୁବନେଶ୍ୱର,୩ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚତି ଜାତି, ଜନଜାତି ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଆରମ୍ଭ କରିଛନ୍ତି। ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ଟି ଅନ୍ୟ ଛାତ୍ରାବାସ ଉଦ୍‌ଘାଟନ, ହଷ୍ଟେଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri