ଆଜି ମା’ଙ୍କ ମହାସପ୍ତମୀ ପୂଜା: ରାତି ପାହିଲେ ମହାଷ୍ଟମୀ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଶୁକ୍ରବାର ହେଉଛି ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା। ମା’ ଜଗତ୍ଜନନୀଙ୍କ ପୂଜା କରୋନା କଟକଣା ମଧ୍ୟରେ ବେଶ ଫିକା ପଡ଼ିଛି। ଏବର୍ଷ ଚଳଚଞ୍ଚଳ ହେଉନି ମା’ଙ୍କ ପୀଠ। ମାତ୍ର କଟକଣା ମଧ୍ୟରେ ମଣ୍ଡପରେ ପୂଜା ପାଉଛନ୍ତି ମା’ ମହିଷାମର୍ଦ୍ଦିନୀ।...
ଭୁବନେଶ୍ୱରରୁ ଗୁରୁତର ରୋଗୀ ଯିବେ ହାଇଦ୍ରାବାଦ: ନୟାପଲ୍ଲୀରୁ ଗ୍ରୀନ୍ କରିଡର ଯୋଗେ ଗଲେ ବିମାନ ବନ୍ଦର
ଭୁବନେଶ୍ୱର, ୨୩।୧୦(ବ୍ୟୁରୋ): ଜଣେ ଗୁରୁତର ରୋଗୀଙ୍କୁ ଏୟାର ଆମ୍ବୁଲାନ୍ସରେ ନେବା ପାଇଁ ଭୁବନେଶ୍ୱରର ନୟାପଲ୍ଲୀରୁ ବିମାନ ବନ୍ଦର ପର୍ଯ୍ୟନ୍ତ ସ୍ବତନ୍ତ୍ର ଗ୍ରୀନ୍ କରିଡର କରାଗଲା। ନୟାପଲ୍ଲୀର ଏକ ଘରୋଇ ହସ୍ପିଟାଲରୁ ଉକ୍ତ ରୋଗୀଙ୍କୁ ହାଇଦ୍ରାବାଦ ନିଆଯିବ। ସମ୍ପୃକ୍ତ ରୋଗୀଙ୍କ ଘର...
ଆଜି ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୨୦୦ ଟପିଲା
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା, ଅନୁଗୋଳ,...
ରାଜ୍ୟରେ ଆଜି ୧୭୯୩ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୧୭୯୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୩୧...
ଖପୁରିଆ ଆଇଟିଆଇରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ଇନୋଭେଶନ ସେଣ୍ଟର
କଟକ ଅଫିସ, ୨୨ା୧୦: ଖପୁରିଆସ୍ଥିତ ସରକାରୀ ଆଇଟିଆଇରେ ପ୍ରତିଷ୍ଠା ହେବ ଫିଜିକାଲ ଏବଂ ଭର୍ଚ୍ଚୁଆଲ ଅତ୍ୟାଧୁନିକ ଇନୋଭେସନ ସେଣ୍ଟର। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ରୋବୋଟିକ୍ସ, ଇଲେକ୍ଟ୍ରୋନିକ୍ସ ଏବଂ ବିଭିନ୍ନ ଯନ୍ତ୍ରପାତି ଉପରେ ଛାତ୍ରୀଛାତ୍ରମାନେ ଶିକ୍ଷାଲାଭ କରିପାରିବେ। ଏ ନେଇ ଗୁରୁବାର ଓଡ଼ିଶା...
ଖାଲିପଡ଼ିଥିବା ଏକାଡେମୀ ପଦବୀ ପୂରଣ ହେବ: ସଭାପତି, ଉପସଭାପତି ଦୌଡ଼ରେ ରହିବେନି ୬୦ରୁ କମ୍ ବୟସ୍କ ବ୍ୟକ୍ତି
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ସମସ୍ତ ଏକାଡେମୀର ଖାଲି ପଦପଦବୀ ପୂରଣ ହେବ। ଏନେଇ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି, ଉପସଭାପତି ଓ ସଚିବ, ଓଡ଼ିଶା...
ଶ୍ରୀମନ୍ଦିରର ୮ ଦ୍ୱାର ହେବ ରୁପା ଛାଉଣି
ପୁରୀ ଅଫିସ,୨୩ା୧୦: ଶ୍ରୀମନ୍ଦିରର ୩ଟି ଦ୍ୱାର (ଜୟ ବିଜୟ, କଳାହାଟ ଓ ବେହେରଣ) ରୁପା ଛାଉଣି ହେବ। ଜଣେ ଭକ୍ତ ଏଥିପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବେ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏ ନେଇ...
ପିଆଜ ଦର ବୃଦ୍ଧି ନେଇ ଜିଲାପାଳଙ୍କୁ ଯୋଗାଣ ସଚିବଙ୍କ ଚିଠି
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ରାଜ୍ୟରେ ପିଆଜ ଦର ଅହେତୁକ ବୃଦ୍ଧି ପାଇବା ନେଇ ରାଜ୍ୟ ସରକାର ଗୁରୁତର ସହ ବିଚାର କରିବା ଆରମ୍ଭ କରିଛନ୍ତି। ପ୍ରତିଦିନ ପିଆଜ ଦର ବୃଦ୍ଧି ପାଇ ବର୍ତ୍ତମାନ ୯୦ଟଙ୍କାରେ ପହଞ୍ଚତ୍ଲାଣି। ଏଥିପାଇଁ ସାଧାରଣ ଲୋକେ ଅସୁବିଧା ଭୋଗିବା...
ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ:ନଭେମ୍ବର ୧୦ରେ ମେଧା ତାଲିକା
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଗୁରୁବାର ଶେଷ ହୋଇଛି। ରାଜ୍ୟର ୬୮ଟି ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା।...
ଘୋଷଣାରେ ଅଟକିଛି ଡାଉନ୍ଷ୍ଟ୍ରିମ୍ ଶିଳ୍ପ
ଯାଜପୁର ଅଫିସ୍,୨୩।୧୦: ରାଜ୍ୟ ସରକାର ଶିଳ୍ପ ସହ ନିଯୁକ୍ତିକୁ ଗୁରୁତ୍ୱ ଦେଇ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସ୍ବତନ୍ତ୍ର ଶିଳ୍ପ ଜୋନ୍ ଭାବେ ପରିଗଣିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଡାଉନ୍ଷ୍ଟ୍ରିମ ଶିଳ୍ପକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଉଛି। ୩୬ଟି ସ୍ମଲ୍ ସ୍କେଲ୍ ଇଣ୍ଡଷ୍ଟ୍ରିଜ(ଏସ୍ଏସ୍ଆଇ)କୁ...
ରେଳ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ମୋବାଇଲ୍ ଆପ୍
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ପୂର୍ବତଟ ରେଳପଥର କର୍ମଚାରୀମାନେ ବର୍ତ୍ତମାନ ମୋବାଇଲ୍ ଆପ୍ ମାଧ୍ୟମରେ ସେମାନଙ୍କ ସେବା ସହ ଜଡିତ ତଥ୍ୟ ଏବଂ ନଥିପତ୍ର ଦେଖିପାରିବେ। ଆବଶ୍ୟକ ହେଲେ କୌଣସି ପରିବର୍ତ୍ତନ ପାଇଁ ଏହି ଆପ୍ ମାଧ୍ୟମରେ ରେଳ ପ୍ରଶାସନ ସହିତ ଯୋଗାଯୋଗ କରିପାରିବେ। କର୍ମଚାରୀଙ୍କ...
ଅନ୍ଲାଇନ୍ରେ ହେବ ଏସ୍ଓଏଫ୍ ଅଲିମ୍ପିଆଡ୍
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ପାଇଁ ଅଲିମ୍ପିଆଡ୍ ପରୀକ୍ଷା ଘୋଷଣା କରିଛି ସାଇନ୍ସ ଅଲିମ୍ପିଆଡ୍ ଫାଉଣ୍ଡେଶନ (ଏସ୍ଓଏଫ୍)। କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରମାନେ ନିଜ ଘରେ ବସି ଅନ୍ଲାଇନ୍ରେ ପରୀକ୍ଷା ଦେବାକୁ ନିଷ୍ପତ୍ତି ନେଇଛି। ସେହିଭଳି ମାତ୍ର ୪ଟି ଅଲମ୍ପିଆଡ୍...
Archives


