ଘାରିଛି କୋଭିଡ୍ ଭୟ: ଜେଲରେ ବଢୁଛି ସଂକ୍ରମଣ
ବ୍ରହ୍ମପୁର ଅଫିସ/ପଦ୍ମପୁର(ଡି.ଏନ.ଏ.), ୨୩।୫: କରୋନାର କରାଳ ରୂପରୁ ବାଦ୍ ପଡ଼ିନି କାରାଗାର। ରାଜ୍ୟର ବିଭିନ୍ନ ଜେଲରେ କଏଦୀ, ବିଚାରାଧୀନ ବନ୍ଦୀଙ୍କ ସମେତ କର୍ମଚାରୀ ସଂକ୍ରମଣର ଶିକାର ହେବା ପରେ ସେମାନଙ୍କ ସ୍ବାସ୍ଥ୍ୟ ଚିନ୍ତା ବଢ଼ିଛି। ରାଜ୍ୟର ହାଇପ୍ରୋଫାଇଲ ଅପରାଧୀଙ୍କ କାରଗାର ଭାବେ…
ହକି ଫେଡେରେଶନ ପକ୍ଷରୁ ପାଣ୍ଡିଆନଙ୍କୁ ପ୍ରେସିଡେଣ୍ଟ ଆଓ୍ବାର୍ଡ
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍) ପକ୍ଷରୁ ଶନିବାର ଏହି ପୁରସ୍କାର ପ୍ରଦାନ କରାଯାଇଛି। ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନେଇ…
ଆଉ ୨୮ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ସର୍ବାଧିକ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୮ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪ କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୫, କଳହାଣ୍ଡିରୁ ୪, ସୁନ୍ଦରଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୩, ଅନୁଗୋଳରୁ ୩,…
ସଂକ୍ରମଣରେ ଲାଗୁନି ବ୍ରେକ୍: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍ଡାଉନ୍ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨,୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୫୬୫୭…
ଶୁଦ୍ଧିକ୍ରିୟା ଭୋଜିରେ ବଡ଼ ସଡୁଙ୍କ ଛୁରା ମାଡ଼ରେ ସାନ ମୃତ
ଦିଗପହଣ୍ଡି,୨୨ା୫: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମ ଗୌଡ଼ ସାହିରେ ଶନିବାର ଏକ ଶୁଦ୍ଧିକ୍ରିୟା ଭୋଜି ଚାଲିଥିବା ବେଳେ ଧାର ଟଙ୍କା ପରିଶୋଧ ପାଇଁ ୨ ସଡୁଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ରାଗି ଯାଇ ବଡ଼ ସଡୁ…
ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ରବିବାର ସକାଳ ସୁଦ୍ଧା ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ ଭୟଙ୍କର…
ଠାକୁରଙ୍କ ପୂଜା ବେଳେ ଟଳି ପଡ଼ିଲେ ପୂଜକ
ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ ସିଙ୍ଗିରି ପଞ୍ଚାୟତ ମାସାହାଣି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି । ମୃତ…
ସପ୍ତାହେ ପାଇଁ ଶଟ୍ଡାଉନ
ଭଣ୍ଡାରିପୋଖରୀ,୨୨।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ୪ ନଂ. ୱାର୍ଡକୁ ଶୁକ୍ରବାରଠାରୁ ସପ୍ତାହେ ପାଇଁ ଶଟ୍ଡାଉନ ଘୋଷଣା କରାଯାଇଛି। ଉକ୍ତ ୱାର୍ଡର ପୋଖରୀ ଆଡ଼ି ସଂଲଗ୍ନ କିଛି ସ୍ଥାନରେ ମହିଳା, ପୁରୁଷ ଏବଂ ଛୋଟ ପିଲାଙ୍କୁ ମିଶାଇ ୨୭ଜଣ…
ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’ ସୁବିଧା: ଘରକୁ ଯାଇ ସାମ୍ପଲ ଆଣିବେ…
ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଥମେ ବୟସ୍କଙ୍କ ପରେ ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’। ଏବେ ଏହି ସୁବିଧା ଭୁବନେଶ୍ୱର ସହରରେ ବସବାସ କରୁଥିବା ଭିନ୍ନକ୍ଷମଙ୍କୁ ମିଳିବ ବୋଲି ବିଏମ୍ସି କମିଶନର ସଞ୍ଜୟ ସିଂ ଶନିବାର ସୂଚନା ଦେଇଛନ୍ତି। ପୂର୍ବରୁ କେବଳ ବୟସ୍କ ଲୋକଙ୍କ…
୧୮ ଜିଲାକୁ ୟେଲୋ ୱାର୍ନିଂ: ରବିବାର ସକାଳଯାଏ ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଓଡ଼ିଶାର ୧୮ଟି ଜିଲାକୁ ବଜ୍ରପାତ ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ,…
ବାତ୍ୟା ମୁକାବିଲା ଲାଗି କ’ଣ ହୋଇଛି ପ୍ରସ୍ତୁତି ଜାଣନ୍ତୁ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ଜିଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା ସ୍ବତନ୍ତ୍ର ରିଲିଫ୍ କମିଶନର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଅଣାଯାଇଛି। ବର୍ତ୍ତମାନ କୌଣସି ମତ୍ସ୍ୟଜୀବୀ ସମୁଦ୍ର…
ଏଣିକି ଓ୍ବେବ୍ସାଇଟ୍ରୁ ପାଇପାରିବେ ନିଜର କରୋନା ଟେଷ୍ଟ ରିପୋର୍ଟ: ନୂତନ ବ୍ୟବସ୍ଥା ବିଷୟରେ ଜାଣନ୍ତୁ
ଭୁବନେଶ୍ୱର,୨୨।୫(ବ୍ୟୁରୋ): କରୋନା ପରୀକ୍ଷା ସମ୍ପର୍କିତ ରିପୋର୍ଟ ଏବେ ଘରେ ବସି ପାଇହେବ। କାରଣ ଏଣିକି ଓ୍ବେବ୍ସାଇଟ୍ରେ ଟେଷ୍ଟ ରିପୋର୍ଟ ମିଳିବା ନେଇ ଶନିବାର ସୂଚନା ପ୍ରଯୁକ୍ତି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ନୂତନ ବ୍ୟବସ୍ଥା ଅନୁଯାୟୀ ରାଜ୍ୟ କୋଭିଡ୍ ଡାସ୍ବୋର୍ଡ…
Archives


