ସେଲ୍ଫି ପଏଣ୍ଟ ପାଇଁ ସଜବାଜ
ଅନୁଗୋଳ ଅଫିସ, ୨୨ା୧୦: ସେଲ୍ଫି ଉଠାଇ ସୋସିଆଲ ମିଡିଆରେ ଛାଡ଼ିବା ଏବେ ଏକ ପ୍ରତିଯୋଗିତାରେ ପରିଣତ ହୋଇଛି। ଏହା କେବଳ ଯୁବପିଢ଼ିଙ୍କ ମଧ୍ୟରେ ଆଉ ସୀମିତ ହୋଇ ରହିନାହିଁ। ପିଲାଙ୍କଠାରୁ ପାଚିଲା ମଣିଷଙ୍କ ଯାଏ ପ୍ରାୟ ସମସ୍ତେ ଏହି ମାୟାରେ ବାୟା।...
୧୧୦୬ ସ୍କୁଲରେ ଝୁଲିବ ତାଲା
ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍ ଛାତ୍ରୀଛାତ୍ର ଥିବା ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି।...
ଜମି ଲୋଭରୁ ଟ୍ରିପଲ ମର୍ଡର: ରକ୍ତରେ ଭିଜିଲା ଲପଡା ଗାଁ
ସମ୍ବଲପୁର,୨୧ା୧୦(ବ୍ୟୁରୋ)-ଜମି ବିବାଦକୁ କେନ୍ଦ୍ର କରି ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡା ଗ୍ରାମରେ ବୁଧବାର ଟ୍ରିପଲ ମର୍ଡର ଘଟିଛି। ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଫଳରେ ଗୋଟିଏ ପରିବାର ମୂଳପୋଛ ହୋଇଯାଇଛି। ମୃତକ ହେଲେ ପୀରବତୀ ବେହେରା...
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୦୬, ଅନୁଗୋଳରୁ ୨୦୧, ମୟୂରଭଞ୍ଜରୁ ୧୫୬, କଟକରୁ ୧୧୯, ନୂଆପଡ଼ାରୁ ୧୦୬, ବଲାଙ୍ଗିରରୁ ୧୦୫, ବରଗଡ଼ରୁ ୧୦୦,...
ଲଘୁଚାପ ପ୍ରଭାବ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ବୁଧବାର ଓ ଗୁରୁବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ହେବ। ତେବେ...
ଆଜି ରାଜଧାନୀରୁ ୨୩୯ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୨
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ସେହିପରି...
ଯୁବକଙ୍କୁ ଅଜ୍ଞାତରେ ନୁହେଁ, ଥାନାରେ କରାଯାଉଛି ଜେରା: ପୋଲିସ କମିଶନର
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ନ୍ୟାଶନାଲ ଇନ୍ଭେଷ୍ଟିଗେସନ ଏଜେନ୍ସି ଟିମ୍ (NIA) ଭୁବନେଶ୍ୱରରୁ ଜଣଙ୍କୁ ଉଠାଇ ନେଇ ଖଣ୍ଡଗିରି ଥାନାରେ ପଚରାଉଚରା କରୁଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସେ କହିଛନ୍ତି, ଉକ୍ତ ଯୁବକଙ୍କୁ ଅଜ୍ଞାତରେ ନୁହେଁ; ଖଣ୍ଡଗିରି...
ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି...
CORONAVIRUS UPDATE: ରାଜ୍ୟରେ ନୂଆ ୧୯୩୧ ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ପୁଣି ୧୯୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୪୧୮୧ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଆର୍ ଆଣ୍ଡ୍ ବି ଡିଭିଜନ-୫ ସହକାରୀ ଯନ୍ତ୍ରୀ ସାରଦା ପ୍ରସାଦ ଗୌଡ଼। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ୫ଟି ସ୍ଥାନରେ ଏକକାଳିନ ଚଢ଼ାଉ ଜାରି ରହିଛି। ଚଢ଼ାଉ ହେଉଥିବା ସ୍ଥାନଗୁଡିକ...
ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୩ ଦିନ ବର୍ଷିବ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୩...
ଟ୍ରାଫିକ ହାବିଲଦାର ଲଳିତ ସମ୍ମାନିତ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): କଟକରେ କାର୍ଯ୍ୟରତ ଟ୍ରାଫିକ ହାବିଲଦାର ଲଳିତ ମୋହନ ରାଉତଙ୍କୁ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସମ୍ମାନିତ କରିଛନ୍ତି। ୧ହଜାର ଟଙ୍କା ସହ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି। ଗତ ୧୭ତାରିଖ ଅପରାହ୍ନରେ ଲଳିତ କଟକ ଶିଖରପୁର ଟ୍ରାଫିକ ଛକରେ...
Archives


