ରାଜ୍ୟ

୨,୩୩୦ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ପାଇଁ ଆବଶ୍ୟକ ଥିବା ବିଭିନ୍ନ କ୍ୟାଡରର ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ସଂଖ୍ୟା ୮,୭୧୯ ରହିଛି। ସେଥିମଧ୍ୟରୁ ୬,୩୮୯ ପଦବୀରେ ନିୟମିତ ଡାକ୍ତର କାର୍ଯ୍ୟରତ ଥିବାବେଳେ ୨,୩୩୦ ଖାଲି ରହିଛି। ପ୍ରତିବର୍ଷ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ଚୟନ…

ସବୁ ଜିଲାରେ ହେବ ସାଇନ୍ସ ପାର୍କ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ସାଇନ୍ସ(ବିଜ୍ଞାନ) ପାର୍କ ନିର୍ମାଣ କରାଯିବ। ପ୍ରଥମେ ୨୦ଟି ଜିଲାରେ ପାର୍କ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ନିର୍ମାଣ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୨୦ଟି ଜିଲାରେ ପାର୍କ…

ନଜରରେ ୫ ରାଜ୍ୟ ଫେରନ୍ତା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ପର୍ଯ୍ୟାୟ ଆଶଙ୍କାକୁ ନେଇ ପୁଣି କଟକଣା ଜାରି ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସଂକ୍ରମଣ ପ୍ରବଣ ରାଜ୍ୟ ଫେରନ୍ତାଙ୍କ ପାଇଁ କଡ଼ା କଟକଣା ଲାଗୁ କରାଯାଇଥିଲା। ଶନିବାର ଏଥିରେ…

ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ

ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରରେ ଏକ ଘରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ ମଦ,…

ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ପିଲାଙ୍କୁ ଶିକ୍ଷାଦାନ ନେଇ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ ଶନିବାର…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ବୁଲାଇ ନେବା ବାହାନାରେ ଗର୍ଭ ନଷ୍ଟ

କୁଚିଣ୍ଡା,୨୭ା୨: ବିବାହ ପ୍ରତିଶ୍ରୁତି ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ଜଣେ ନାବାଳିକା ଗର୍ଭବତୀ ହୋଇଥିଲେ। ପରେ ନାବାଳିକା ବିବାହ ପାଇଁ ଜିଦି କରିଥିଲେ। ଏହି ପରିସ୍ଥିତିରେ ପ୍ରେମିକ ହୀରାକୁଦ ବୁଲିବା ବାହାନାରେ ଔଷଧ ଦେଇ ନାବାଳିକାଙ୍କ ଗର୍ଭ ନଷ୍ଟ…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର

ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୩୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।…

ଯାତ୍ରାକୁ ମିଳିଲା ଅନୁମତି

ଭୁବନେଶ୍ୱର,୨୭।୨: କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ଅଞ୍ଚଳରେ ସଂକ୍ରମଣକୁ ଦେଖି ଜିଲାପାଳ, ସ୍ଥାନୀୟ ଅଧିକାରୀ ସତର୍କତାର ସହ କଣ୍ଟେନମେଣ୍ଟ ଜୋନ କରିପାରିବେ। ଜନସାଧାରଣଙ୍କୁ ସଚେତନ କରିବାକୁ ଗାଇଡ୍‌ଲାଇନରେ ନିର୍ଦ୍ଦେଶ…

ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ବାମୀ

ଭଦ୍ରକ ଅଫିସ,୨୭ା୨: ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ସ୍ତ୍ରୀଙ୍କ ଦେହରେ ନିଆଁ ଲାଗିଯାଇଥିଲା। ସ୍ତ୍ରୀଙ୍କ ଚିତ୍କାର ଶୁଣି ବଞ୍ଚାଇବା ପାଇଁ ଆସି ସ୍ବାମୀ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ଭଦ୍ରକ ଜିଲା ଧୂଷୁରୀ ଥାନା ବୟାଙ୍ଗଡିହୀ…

ବିକ୍ରି ହେଲାନି ଧାନ, ମଣ୍ଡିରେ ବିଷ ପିଇଲେ ଚାଷୀ

ଭଦ୍ରକ ଅଫିସ,୨୭।୨: ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଜଣକ ନିରାଶ ହୋଇ ବିଷ ପିଇ ଦେଇଥିଲେ। ଏହି ଘଟଣା ଘଟିଛି ଭଦ୍ରକ ଜିଲାରେ। ବନ୍ଧଗାଁ ପଞ୍ଚାୟତର ଚାଷୀ ରାମକୃଷ୍ଣ ପଣ୍ଡା। ବହୁ କଷ୍ଟେ ସେ ଧାନ ଅମଳ କରିଥିଲେ।…

ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୨(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପସ୍ଥାପନା କରିଛନ୍ତି। ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ଜାତିର ପରିଚୟ। ଆମ ଇତିହାସ, ସଂସ୍କୃତି, ପରମ୍ପରା ଏବଂ ବିଶ୍ୱାସ ସବୁକିଛି ମହାପ୍ରଭୁଙ୍କୁ ନେଇ ଗଢ଼ିଉଠିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…

ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଏଚ୍‌ଆଇଭି ସଂକ୍ରମିତ, ଗଞ୍ଜାମ ଜିଲାପାଳ କଲେ କନ୍ୟାଦାନ; ମୁଖ୍ୟମନ୍ତ୍ରୀ ଦେଲେ ଆଶୀର୍ବାଦ

ବ୍ରହ୍ମପୁର ଅଫିସ,୨୭।୨: ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଶ୍ରଦ୍ଧାସଞ୍ଜିବନୀ ନାମକ ଶିଶୁଗୃହରେ ଶନିବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ କାର୍ଯ୍ୟରେ ସହଯୋଗର ହାତ ବଢ଼ାଇଛି ଜିଲା ପ୍ରଶାସନ। ଖାଲି ସେତିକି ନୁହେଁ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କନ୍ୟାପିତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri