ରାଜ୍ୟ

ରାଜ୍ୟରେ ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବଧିକ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ମିଳିବ କରୋନା ଟିକା: ଜାଣନ୍ତୁ ପାଇବେ କେଉଁଠି

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ମାର୍ଚ୍ଚ ୧ରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬୦ ବର୍ଷ ବୟସ୍କରୁ ଅଧିକ ଓ ବହୁବିଦ୍ଧ ରୋଗାକ୍ରାନ୍ତ ଥିବା ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ମୋଟ…

ମହୋତ୍ସବ ଲାଗି ସଜେଇ ହେଉଛି ଐତିହାସିକ ଜଉଗଡ଼

ପୁରୁଷୋତ୍ତମପୁର,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପାଣ୍ଡିଆ ଗ୍ରାମରେ ଥିବା ଐତିହାସିକ କଳିଙ୍ଗ ସମ୍ରାଟ ଅଶୋକଙ୍କ ଦ୍ୱାରା ଲିଖିତ ଅନୁଶାସନ ଜଉଗଡ଼ ମହୋତ୍ସବ ଲାଗି ସଜେଇ ହୋଇଛି। ଏହା ଦୀର୍ଘ ବର୍ଷ ଧରି ପରିତ୍ୟକ୍ତ ଓ ଅବହେଳିତ ଅବସ୍ଥାରେ ପଡ଼ିରହିଥିବା…

ବାଇକ ଉପରେ ପଡ଼ିଲା ଗଛ: ଶିଶୁପୁତ୍ର ମୃତ

ଯାଜପୁର ଅଫିସ,୨୭।୨: ଯାଜପୁର ଟାଉନ ଥାନା ଅନ୍ତର୍ଗତ ଯୋଡିକୁଅ ଛକ ନିକଟରେ ଶନିବାର ପୂର୍ବାହ୍ନରେ ଗଛ ଡାଳପଡି ଜଣେ ୩ ବର୍ଷର ଶିଶୁଙ୍କ ମୃତ୍ୟୁ ଘଟିଛି। ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ ସାରି ଭଦ୍ରକ ଜିଲା ଆଗରପଡ଼ାର ଆଡ଼ିଆ…

ଋଣ ଯୋଗାଣ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୨: ଅଗ୍ରାଧିକାର କ୍ଷେତ୍ରକୁ ଋଣ ଯୋଗାଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସମୀକ୍ଷା କରିଛନ୍ତି। ଏ କ୍ଷେତ୍ରରେ ଉତ୍ତମ ସମନ୍ବୟ ଲାଗି ସେ ବ୍ୟାଙ୍କ ଏବଂ ଜିଲା ସ୍ତରୀୟ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଭର୍ଚୁଆଲ ପ୍ଲାଟଫର୍ମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ…

ଓଡ଼ିଶା ଇ-ବିଧାନସଭାକୁ ପ୍ରଶଂସା

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଦେଶର ୨୮ ବିଧାନସଭା ଏବଂ ୮ ବିଧାନ ପରିଷଦ କାର୍ଯ୍ୟ ସମ୍ପାଦନରେ କମ୍ପ୍ୟୁଟର ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ଅଧିକରୁ ଅଧିକ ଉପଯୋଗ କରିବାକୁ ନିଷ୍ପତ୍ତି ହୋଇଛି। ଏହି ପରିପ୍ରେକ୍ଷୀରେ ନୂଆଦିଲ୍ଲୀ ପାର୍ଲାମେଣ୍ଟ ହାଉସ ପରିସରରେ ପ୍ରିଜାଇଡିଂ…

ବୋନ୍‌ ଟ୍ୟୁମର କୁନିଙ୍କୁ ସବ୍ୟସାଚୀଙ୍କ ସହାୟତା

ପୁରୀ ଅଫିସ,୨୭।୨: ପୁରୀ ସଦର ବ୍ଲକ୍‌ ବାଲିପଡ଼ାର କୁନି ପଣ୍ଡା ବୋନ୍‌ ଟ୍ୟୁମରରେ ପୀଡ଼ିତ ହୋଇ ଯନ୍ତ୍ରଣାରେ ରହୁଥିଲେ। ୨୪ ବର୍ଷ.ବୟସର କୁନିର ଏହି ଦୁଃଖର ଭିଡିଓ ସୋସିଆଲ ମିଡିଆରେ ଦେଖିବା ପରେ ଓଲିଉଡ ଅଭିନେତା ସବ୍ୟସାଚୀ ମହାପାତ୍ର ସହାୟତାର ହାତ…

ହାଇବ୍ରିଡ ମିଡ୍‌ଟର୍ମ ଏଣ୍ଡକୋନ୍‌ ଟିମ୍‌କୁ ରାଜ୍ୟପାଳଙ୍କ ଅଭିନନ୍ଦନ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରର କାର୍ଯ୍ୟକ୍ରମ ‘ହାଇବ୍ରିଡ ମିଡ୍‌ଟର୍ମ ଏଣ୍ଡକୋନ୍‌-୨୦୨୧’ ନିମନ୍ତେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବରିଷ୍ଠ ଚିକିତ୍ସକ ଡା. ମନୋଜ କୁମାର ସାହୁ ଏବଂ ତାଙ୍କ ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି। ଡାକ୍ତରୀ ବିଦ୍ୟାର ଏକ ନୂଆ ବିପ୍ଳବ ପାଇଁ…

ଖେଳଣାକୁ ମିଳୁ ଭୌଗୋଳିକ ପ୍ରମାଣପତ୍ର

ଭୁବନେଶ୍ୱର, ୨୭।୨(ପିଆଇବି): ଆତ୍ମନିର୍ଭର ଭାରତ ପାଇଁ ସ୍ଥାନୀୟ ହସ୍ତକଳା କାରିଗରଙ୍କୁ ସବୁଠୁ ଅଧିକ ପ୍ରୋତ୍ସାହନ ମିଳିବା ଆବଶ୍ୟକ। ଏହା ବ୍ୟତୀତ ନିର୍ଦ୍ଦିଷ୍ଟ ଅଞ୍ଚଳର ଖେଳଣାକୁ ଭୌଗୋଳିକ ପରିଚିତି ପ୍ରମାଣପତ୍ର ପ୍ରଦାନ କରାଗଲେ ଏହାର ବିକଳ୍ପ ବା ନକଲି ପ୍ରସ୍ତୁତ ହୋଇପାରିବ ନାହିଁ…

୧୮୩ ଘରୋଇ ହସ୍ପିଟାଲରେ ଦିଆଯିବ କୋଭିଡ୍‌ ଟିକା

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଅଧୀନରେ ଥିବା ୧୮୩ଟି ଘରୋଇ ହସ୍ପିଟାଲକୁ ପ୍ରାଇଭେଟ୍‌ କୋଭିଡ୍‌ ଭ୍ୟାକ୍ସିନେଶନ ସେଣ୍ଟର (ପିସିଭିସି) କରାଯିବ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ…

ଛାତ୍ରୀଙ୍କୁ ପୋଡ଼ି ମାରିବା ଉଦ୍ୟମ ଘଟଣା: ୨ ଅଟକ

କଟକ ଅଫିସ, ୨୭।୨: କଟକ ମାନସିଂପାଟଣା ମସ୍ତରାମ ମଠ ଗଳିରେ ଜଣେ କଲେଜ ଛାତ୍ରୀଙ୍କୁ ହାତଗୋଡ଼ ବାନ୍ଧି ପୋଡ଼ି ମାରିବାକୁ ଉଦ୍ୟମ ଘଟଣାରେ ଲାଲବାଗ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଏହି ଘଟଣାରେ ଜଣେ ମହିଳାଙ୍କୁ ମିଶାଇ…

କରୋନା କାଳରେ ହୋଲ୍ଡିଂ ଟିକସ ମାଡ଼

ଭୁବନେଶ୍ୱର, ୨୭।୨ (ବ୍ୟୁରୋ): କରୋନା ଭୂତାଣୁଜନିତ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ସାଧାରଣ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଏଭଳି କଠିନ ସମୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ହୋଲ୍ଡିଂ ଟିକସ ବହୁଗୁଣା ବଢ଼ାଇ ଆଦାୟ କରିବା ନିଷ୍ପତ୍ତି ସହରବାସୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri