ରାଜ୍ୟ

୧୪ ଦିନର ଶିଶୁକନ୍ୟାର ମୃତ୍ୟୁ ପରେ ବିଷ ପିଇଲେ ମା’ବାପା

କେନ୍ଦୁଝର, ୨୦ା୫(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅଧୀନ ଗୁମୁରା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୧୪ଦିନର ଶିଶୁକନ୍ୟାଙ୍କ ମୃତ୍ୟୁରେ ମର୍ମାହତ ହୋଇ ମା’ ବାପା ବିଷ ପିଇ ଦେଇଥିଲେ। ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ସ୍ବାମୀଙ୍କ…

ମହାମାରୀ ତାଲିକାଭୁକ୍ତ ‘ବ୍ଲାକ୍‌ ଫଙ୍ଗସ୍‌’

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ‘ବ୍ଲାକ୍‌ ଫଙ୍ଗସ୍‌’କୁ ରାଜସ୍ଥାନ ଓ ତେଲଙ୍ଗାନା ମହାମାରୀ ଘୋଷଣା କରିବା ପରେ ଓଡ଼ିଶା ସରକାର ଗୁରୁବାର ଏହାକୁ ମହାମାରୀ ଆଇନ-୧୮୯୭ରେ ଅନ୍ତର୍ଭୁକ୍ତ କରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି। ବ୍ଲାକ୍‌…

୨୬ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ୟାସ’

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବାଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୪ ତାରିଖରେ ସାମୁଦ୍ରିକ ଝଡରେ ପରିଣତ ହେବ। ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ…

ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ଚାଲିଗଲେ ବଡ଼ଭାଇ

ପାରଳାଖେମୁଣ୍ଡି,୨୦ା୫: ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ବଡ଼ଭାଇଙ୍କ କରୋନାରେ ମୃତ୍ୟୁ ଘଟିଛି । ପାରଳାଖେମୁଣ୍ଡି ରାଜଦାଣ୍ଡ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୯ ଦିନ ମଧ୍ୟରେ କରୋନାରେ ୨ ଭାଇଙ୍କ ମୃତ୍ୟୁ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି। ରାଜଦାଣ୍ଡ…

ଅଂଶୁଘାତରେ ଛୁଆ ହାତୀର ମୃତ୍ୟୁ

ସଜନାଗଡ଼,୨୦।୫: ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରୁ ବନବିଭାଗ ଏକ ଛୁଆ ହାତୀର ମୃତଦେହ ଉଦ୍ଧାର କରିଛି। ହାତୀର ବୟସ ୩ ବର୍ଷ ହେବ। ଅଂଶୁଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି। କୁଲଡ଼ିହା…

ଭଉଣୀ ଆଗରେ ୮ବର୍ଷର ଭାଇଙ୍କୁ ହାଣି ହତ୍ୟା

କଣ୍ଟାବାଞ୍ଜି,୨୦ା୫: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ପଣ୍ଡରେନ ଗାଁର ଜଣେ ନାବାଳକଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଗୁରୁବାର ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ଜୟରାମ ଗହୀରଙ୍କ ପୁଅ ପରମେଶ୍ୱର(୮)। ସକାଳେ ନାବାଳିକା ଭଉଣୀ ଟିକେମନୀ(୧୨)ଙ୍କ ସହ…

 ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହେଲେ ହୃଷୀକେଶ ମଲ୍ଲିକ

ଭୁବନେଶ୍ୱର,୨୦।୫: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଏକାଡେମୀର ସଭାପତି, ଉପସଭାପତି ଓ ସଚିବ ପଦବୀ ପୂରଣ ପାଇଁ ମନୋନୟନ କମିଟି ଦ୍ୱାରା ପ୍ରସ୍ତାବିତ ନାମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁମୋଦନ କରିଛନ୍ତି। ଏହି…

ସପ୍ତାହକୁ ୨ ଦିନ ଗଡ଼ିବ ରାଜଧାନୀ ଏକ୍ସପ୍ରେସ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ସପ୍ତାହକୁ ୨ ଦିନ ଗଡ଼ିବ। କରୋନା ସଂକ୍ରମଣ ବୃଦ୍ଧି ତଥା ଯାତ୍ରୀ ହେଉ ନ ଥିବାରୁ ରେଳ ବିଭାଗ ଏପରି ପଦକ୍ଷେପ ନେଇଛି। ରାଜଧାନୀ ଏକ୍ସପ୍ରେସ ଭୁବନେଶ୍ୱରରୁ ଭାୟା ଟାଟା କେବଳ ମଙ୍ଗଳବାର ଚାଲିବ। ସେହିପରି…

ହାଏରେ ବିଧାତା: ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବଡ଼ ପୁଅ ବି କରୋନାରେ ଚାଲିଗଲେ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ଗୋଟିଏ ପରିବାରରୁ ଆଗପଛ ହୋଇ ବାପା ଏବଂ ୨ ପୁଅଙ୍କୁ ନେଇଯାଇଛି କରୋନା। ୧୨ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ବୁଧବାର ସାନ ପୁଅଙ୍କର ମୃତ୍ୟୁ ଘଟିଥିଲା। ତେବେ…

ରଥଖଳାର ୩ ମହାରଣା, ୫ ଭୋଇ ସେବକ କରୋନା ଆକ୍ରାନ୍ତ

ପୁରୀ ଅଫିସ,୨୦ା୫: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାମ ଚାଲିଥିବା ବେଳେ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ରଥ କାର୍ଯ୍ୟ ନିର୍ମାଣ ଚାଲିଥିବା ବେଳେ ଗୁରୁବାର ଆଉ ୩ ମହାରଣା ଏବଂ ୫ ଭୋଇ ସେବକ କରୋନା…

ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ତରୀୟ ବୈଠକ: ମ୍ୟାନ ପାଓ୍ବାର, ମେସିନାରୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଓଡିଶାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ନେଇ ଆଇଏମ୍‌ଡିଙ୍କ ସହ ମୁଖ୍ୟ ଶାସନ ସଚିବ(ଏସ୍‌ଆରସି) ଆଲୋଚନା କରିଛନ୍ତି। ଏହି ବୈଠକରେ ବିଭିନ୍ନ ବିଭାଗର ସଚିବ…

ସଙ୍କଟରେ ଟେରାକୋଟା ଶିଳ୍ପୀ

କେନ୍ଦୁଝର, ୨୦।୫ (ସ୍ବ.ପ୍ର.)-କରୋନା ମହାମାରୀ ପାଇଁ ଦୁଇ ବର୍ଷ ହେଲା ବିକ୍ରିବଟା କରି ନ ପାରି ପ୍ରସ୍ତୁତ ସାମଗ୍ରୀ ଧରି ବସିଛନ୍ତି ଟେରାକୋଟା ଶିଳ୍ପୀ ତଥା ପ୍ରଶିକ୍ଷକ ଗୌରଚନ୍ଦ୍ର ବେହେରା। ରାଜଧାନୀ ତଥା ଅନ୍ୟ ଅଞ୍ଚଳରେ ମେଳା ବା ପ୍ରଦର୍ଶନୀ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri