ରାଜ୍ୟ

ଗାଁ, ସହରରେ ନିୟମ କଡ଼ାକଡ଼ି କର

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ସମ୍ଭାବ୍ୟ ୨ୟ ପର୍ଯ୍ୟାୟ କରୋନା ସଂକ୍ରମଣ ରୋକିବା ଲାଗି ଉଭୟ ଗ୍ରାମ ଓ ସହରାଞ୍ଚଳରେ କୋଭିଡ୍‌ ନିୟମ ପ୍ରବର୍ତ୍ତନ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲାପାଳ ଏବଂ ଜିଲା ଆରକ୍ଷୀ…

ଗୃହରେ ବାଲି ଝଡ଼

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ନଦୀରୁ ହଜାର ହଜାର ଟ୍ରକ୍‌ ବାଲି ପଡ଼ୋଶୀ ଛତିଶଗଡ଼, ପଶ୍ଚିମବଙ୍ଗ ଓ ଆନ୍ଧ୍ର ପ୍ରଦେଶକୁ ଚାଲିଯାଉଛି। ଦଲାଲମାନେ ଶହ ଶହ ଟ୍ରକ୍‌ ବାଲି ଚୋରାଚାଲାଣ କରୁଛନ୍ତି। ରାଜ୍ୟକୁ ୫ ହଜାର କୋଟି ଟଙ୍କାର ରାଜସ୍ବହାନି ହେଉଛି। ମାର୍‌…

୬୫୦ କୋଟିର ସି-ଶୋର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ/ଭୁବନେଶ୍ୱର, ୨୭।୨(ବ୍ୟୁରୋ): ବହୁଚର୍ଚ୍ଚିତ ସି-ଶୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ କଟକସ୍ଥିତ ସ୍ବତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଚିଟ୍‌ଫଣ୍ଡ ସଂସ୍ଥା ସି-ଶୋର କମ୍ପାନୀର ପ୍ରାୟ ୬୫୦ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ଲାଗି…

ଭୁବନେଶ୍ୱର ଉତ୍ତପ୍ତ ସହର

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଭୁବନେଶ୍ବରରେ ଶୁକ୍ରବାର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ସେଲ୍‌ସିଅସ୍‌ ରେକର୍ଡ କରାଯାଇଛି। ଫଳରେ ଭୁବନେଶ୍ୱର ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ଆର. ବିଶ୍ୱାସ କହିଛନ୍ତି। ୨୦୧୧ରୁ ଏଯାବତ୍‌ ଚତୁର୍ଥ…

ସକାଳୁଆ ହେବ ସ୍କୁଲ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଗତକିଛି ଦିନ ଧରି ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ରାଜ୍ୟର ସମସ୍ତ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀର…

ପୁଣି ଆଇସୋଲେଶନ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ରାଜ୍ୟକୁ ପୁଣି ଫେରିଛି କୋଭିଡ୍‌ କଟକଣା ‘ହୋମ୍‌ ଆଇସୋଲେଶନ’ ପ୍ରକ୍ରିୟା। ୧୧ ରାଜ୍ୟ ଏବଂ ଚଣ୍ଡିଗଡ଼ରୁ ଫେରୁଥିବା ପ୍ରବାସୀଙ୍କ ଲାଗି ଏହି କଟକଣା ଲାଗୁ ହୋଇଛି। ୧୧ ରାଜ୍ୟ ହେଲା ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଛତିଶଗଡ଼, ମଧ୍ୟପ୍ରଦେଶ, ତେଲଙ୍ଗାନା,…

ଭିନ୍ନ ରହିବେନି ଭିନ୍ନକ୍ଷମ

ଅନୁଗୋଳ ଅଫିସ, ୨୭।୨ ଜନ୍ମରୁ ହେଉ ଅବା ରୋଗ କି ଦୁର୍ଘଟଣା, ବିଭିନ୍ନ କାରଣରୁ ଭିନ୍ନକ୍ଷମ ହୋଇଯାଇଥିବା ବ୍ୟକ୍ତିଙ୍କୁ ଶାରୀରିକ ଭାବେ ସକ୍ଷମ କରାଯିବ। କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଲଗାଇ ସେମାନଙ୍କୁ ସାଧାରଣଙ୍କ ପରି ଜୀବନ ଅତିବାହିତ ପାଇଁ ସୁଯୋଗ ଦିଆଯିବ। ଏଥିନିମନ୍ତେ…

ଜଙ୍ଗଲରେ ନିଆଁ…

କେନ୍ଦୁଝର,୨୭ା୨: କେନ୍ଦୁଝର ଜିଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବାରୁ ବନ ବିଭାଗ ପାଇଁ ଚିନ୍ତାର କାରଣ ହୋଇଛି। ନିଆଁ ଲାଗିଲେ ଲିଭାଇବା ପାଇଁ କାୈଣସି ବ୍ୟବସ୍ଥା ଗ୍ରହଣ କରାଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଜିଲାର ତେଲକୋଇ, ସଦର,…

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟାକରି ପୋଡ଼ିଦେଲେ

ପଦ୍ମପୁର,୨୭ା୨: ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା ପରେ ପୋଡ଼ି ଦିଆଯାଇଛି। ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ୍‌ ନୂଆଗଡ଼ ପଞ୍ଚାୟତ ପାଜିଲିବନ୍ଧ ଗାଁ ନୂଆସାହିରେ ଏଭଳି ଏକ ଅମାନବୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ସାହିର ରାମ…

ସି-ଶୋର’ର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

କଟକ,୨୬।୨: ବହୁ ଚର୍ଚ୍ଚିତ ସି ଶୋର ଚିଟ୍‌ଫଣ୍ଡ ସଂସ୍ଥାର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ଲାଗି ଶୁକ୍ରବାର ସ୍ବତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଜାରି କରିଛନ୍ତି। ସଂସ୍ଥାର ୧୯୭ ଏକର ଜମି, ୧୩୮୫ ଗ୍ରାମ ସୁନା, ୨ କୁଇଣ୍ଟାଲ ରୁପା, ବ୍ୟାଙ୍କରେ…

ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଡୋଲେଶ୍ୱରୀ ଛୁରିଆ(୩) ଓ ନିଶା ମହାନନ୍ଦ(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ସୁସ୍ଥ ହେଲେ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୨: ଓଡ଼ିଶାରେ ଶୁକ୍ରବାର ୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୪,୪୬୩ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୧, ଝାରୁସୁଗୁଡ଼ାରୁ ୧୦, ବରଗଡ଼ ଓ ସମ୍ବଲପୁରରୁ ୯, ଖୋର୍ଦ୍ଧାରୁ ୫, ବାଲେଶ୍ୱର, ଯାଜପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri