ରାଜ୍ୟ

କରୋନାକୁ ହରାଇଲେ ମାସକର ଶିଶୁ

ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି ଏକ ଖୁସି ଖବର। ମାସକର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇଥିବା ଜଣାପଡ଼ିଛି। ମିଳିଥିଲା…

ଭୟଙ୍କର ରୂପ ନେଇପାରେ ବାତ୍ୟା ‘ୟାସ’

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ’ ଭୟଙ୍କର ହେବ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚିପାରେ। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ, କିଛି ପାଣିପାଗ…

ନୂଆ ଜୀବନ ଆରମ୍ଭ କରିବା ପୂର୍ବରୁ ଜୀବନ ହାରିଲେ ଯୁବତୀ

ଭଞ୍ଜନଗର,୧୯।୫: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୁରୁମୁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ଦିନ ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତୁରୁମୁ ଗ୍ରାମର ସନ୍ତୋଷିନୀ ନାୟକ। ପୋଲିସ ମୃତଦେହ ଜବତ କରି…

ବାଲିମେଳା ଜଳଭଣ୍ଡାରରେ ବୁଡ଼ିଗଲା ଯାତ୍ରୀବାହୀ ଡଙ୍ଗା

ମାଲକାନଗିରି,୧୯।୫: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବାଲିମେଳା ଜଳଭଣ୍ଡାରରେ ବୁଧବାର ଏକ ଯାତ୍ରୀବାସୀ ଦେଶୀ ଡଙ୍ଗା ବୁଡି ଯାଇଛି। ଫଳରେ ମହିଳା ଓ ଶିଶୁଙ୍କ ସମେତ ୩ ଜଣ ନିଖୋଜ ଅଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ୧୧ ଜଣ ଯାତ୍ରୀଙ୍କୁ ନେଇ ଏକ…

ଟୋଲ୍‌ ଟ୍ୟାକ୍ସ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ସରକାର ଟୋଲ୍‌ ଟ୍ୟାକ୍ସ ଛାଡ଼ କରିଛନ୍ତି। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଏଣିକି ମେଡିକାଲ ଅକ୍ସିଜେନ ଟ୍ୟାଙ୍କର, ସିଲିଣ୍ଡର ପରିବହନ ଗାଡ଼ିଗୁଡ଼ିକୁ ରାଜ୍ୟରେ ଥିବା କୌଣସି ଟୋଲ୍‌ ଗେଟ୍‌ରେ…

ଗଞ୍ଜାମରେ ଘରକୁ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ୨୦୨୧ଟି ଟିମ୍‌ ସାମିଲ

ଛତ୍ରପୁର,୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି। ଆଶା କର୍ମୀ, ସ୍ବଚ୍ଛସାଥୀ, ସୁପରଭାଇଜରମାନେ ଏହି କାର୍ଯ୍ୟ ତ୍ୱରାନ୍ବିିତ କରୁଥିବା ଜିଲାପାଳ ବିଜୟ ଅମୃତା କୁଳାଙ୍ଗେ ସୂଚନା ଦେଇଛନ୍ତି । ଘର ପରିବାରର ସଦସ୍ୟଙ୍କ ଅକ୍ସି ମିଟରରେ…

କେବଳ ଏହି ମାନଙ୍କ ପାଇଁ ଚାଲିବ ‘ମୋ ବସ’

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ଜୁନ ୧ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏହି ସମୟରେ ପରିବହନ, ଯେପରିକି ବସ ଚଳାଚଳ ବନ୍ଦ ରହିବ। ମୋ ବସ୍‌ ନିୟମିତ ସେବା ମଧ୍ୟ ବନ୍ଦ ରହିବା ନେଇ କ୍ୟାପିଟାଲ ରିଜିଅନ…

ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସଦସ୍ୟଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟ ସରକାର ଜନସାଧାରଣଙ୍କ ଟିକାକରଣକୁ ଗୁରୁତ୍ୱ ଦେଇ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ପୂର୍ବରୁ କୋଭିଡ୍‌ ଯୋଦ୍ଧା ସ୍ବାସ୍ଥ୍ୟକର୍ମୀ, ଖବରଦାତା, ପୋଲିସଙ୍କୁ ପ୍ରାଥମିକତା ଆଧାରରେ ଟିକା ପ୍ରଦାନ କରାଯାଇଥିଲା। ଏଣିକି ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସସଦ୍ୟଙ୍କୁ କରୋନା ଟିକା ଦିଆଯିବ। ରାଜ୍ୟର…

ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି: ଏବେ କହୁଛନ୍ତି କଥା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି । ବର୍ତ୍ତମାନ ସେ ଧୀରେ ଧୀରେ କଥା କହିବା ଆରମ୍ଭ କଲେଣି । ଭୁବନେଶ୍ୱର ଏମ୍ସର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି । କରୋନା ସଂକ୍ରମିତ ହେବା ପରେ…

ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ତଥା ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଏମ୍ସ ସୁପରିଟେଣ୍ଡେଣ୍ଟ୍‌ ସଚ୍ଚିଦାନନ୍ଦ ମହାନ୍ତି ସୂଚନା…

ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ  

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି।…

ପୁଣି ରାଜ୍ୟରେ ଆଜି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୨୧ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲାରୁ ସର୍ବାଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri