ସୁରକ୍ଷିତ କରିପାରୁନି ସିସିଟିଭି
ଅନୁଗୋଳ ଅଫିସ, ୨୬।୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କଳେବର ବଢ଼ୁଛି। ନୂଆ ନୂଆ ବିଭାଗ ସଂଯୋଗ ହେଉଥିବାବେଳେ ପୂରା ବ୍ୟବସ୍ଥା ଉପରେ ନଜର ରଖିବାକୁ ଶତାଧିକ ସିସିଟିଭି ଲଗାଯାଇଛି। କିନ୍ତୁ ସେଥିରୁ ଅନେକ ଅଚଳ ହୋଇପଡ଼ିଥିବାରୁ ଏହାର ସୁଯୋଗ ନେଉଛନ୍ତି…
ନେପାଳ ଯିବେ ୩ ବର୍ଷୀୟ ସାଇ ଶ୍ରେୟାଂସୁ
ଭଦ୍ରକ ଅଫିସ, ୨୬।୨- ୩ ବର୍ଷ ବୟସରେ ସ୍ବତନ୍ତ୍ର ମଡେଲ ପାଇଁ ଜିଲା, ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ଜୁଲାଇରେ ନେପାଳରେ ହେବାକୁ ଥିବା ଅନ୍ତର୍ଜାତୀୟ ମଡେଲ ପ୍ରତିଯୋଗିତା ନିମନ୍ତେ ସର୍ବଭାରତୀୟ ଶିଶୁ ବର୍ଗରୁ ଚୟନ ହୋଇଛନ୍ତି।…
ବିରଳ ହ୍ବେଲ୍ ସାର୍କର ଜୀବନ ବଞ୍ଚାଇଲେ ପର୍ଯ୍ୟଟକ
ଚିକିଟି,୨୬ା୨: ଗଞ୍ଜାମ ଜିଲା ଚିକିଟି ବ୍ଲକ ସୁନୁପୁର ସ୍ଥିତ ସମୁଦ୍ର ଉପକୂଳରେ ଏକ ବିରଳ ପ୍ରଜାତିର ହ୍ବେଲ୍ ସାର୍କ ଦେଖିବାକୁ ମିଳିଛି। ପର୍ଯ୍ୟଟକମାନେ ବେଳାଭୂମିରେ ବୁଲୁଥିବା ବେଳେ ହଠାତ୍ ସାର୍କଟି କୂଳକୁ ଆସିଥିବା ଦେଖିଥିଲେ। ଖବର ପ୍ରଚାର ହେବା ପରେ ବେଳାଭୂମିରେ…
ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ
ସଇଁତଲା,୨୬।୨: ବଲାଙ୍ଗୀର ଜିଲା ସଇଁତଲା ବ୍ଳକ ବଡ଼ମାଳ ଗୋଳାବାରୁଦ କାରଖାନାରେ ଜଣେ ସୁରକ୍ଷା କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ସମ୍ପୃକ୍ତ ସୁରକ୍ଷାକର୍ମୀଙ୍କ ସର୍ଭିସ ବନ୍ଧୁକରୁ ୫ ରାଉଣ୍ଡ ଗୁଳି ଫୁଟିଥିବା ଓ ସେ ଆତ୍ମହତ୍ୟା କରିଥିବା କୁହାଯାଉଥିଲେ ମଧ୍ୟ ପୋଲିସ…
ପ୍ରେମିକ ସହ ବୋହୂଙ୍କୁ ଧରିଲେ ଶାଶୁ, ତାପରେ…
ରାଇଘର, ୨୫।୨: ପରକୀୟା ପ୍ରୀତିର କରୁଣ ଦୃଶ୍ୟ। ରାସ୍ତାରେ ବାନ୍ଧି ମହିଳା ଓ ତାଙ୍କ ପ୍ରେମିକଙ୍କୁ ଶାଶୁଘର ଲୋକ ନିର୍ଧୂମ୍ ପିଟିଛନ୍ତି। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି। ସୂଚନା ଯୋଗ୍ୟ ନବରଙ୍ଗପୁର…
ସୁସ୍ଥ ହେଲେ ୬୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୨ : ଓଡ଼ିଶାରେ ଗୁରୁବାର ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୪୦୦ରେ ପହଞ୍ଚିଛି। ପୁରୀରୁ ସର୍ବାଧିକ ୧୩, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୯, ଅନୁଗୁଳରୁ ୫, ବାଲେଶ୍ୱର…
କୋଭିଡ୍ ଯୋଦ୍ଧାଙ୍କ ମୃତ୍ୟୁ ପରେ ପୁଅ ହେଲେ ସରପଞ୍ଚ
ଜୁନାଗଡ଼,୨୫।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡ଼ା ପଞ୍ଚାୟତ ଉପନିର୍ବାଚନର ଗୁରୁବାର ଫଳାଫଳ ଘୋଷଣା ହୋଇଛି। ଭଇଁରୀଗୁଡ଼ାର ନୂତନ ସରପଞ୍ଚ ଭାବେ ମୃତ କୋଭିଡ୍ ଯୋଦ୍ଧା ସରପଞ୍ଚ ଲକ୍ଷ୍ମୀଧର ପାତ୍ରଙ୍କ ପୁଅ ପଞ୍ଚାନନ ପାତ୍ର ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ…
କାଳିଆ ପରେ ବଳରାମ ଯୋଜନାରେ ମିଳିବ ଟଙ୍କା
ବରଗଡ଼ ଅଫିସ୍,୨୫।୨: ରାଜ୍ୟ ସରକାରଙ୍କ ବଳରାମ ଯୋଜନା ଗୁରୁବାର ବରଗଡ଼ ଜିଲାରେ ଆରମ୍ଭ ହୋଇଛି। ଅତାବିରା ସମବାୟ କେନ୍ଦ୍ର ବ୍ୟାଙ୍କ ଶାଖାରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଅତାବିରା ବ୍ଳକ ଅନ୍ତର୍ଗତ ମନାପଡ଼ା ଗ୍ରାମର ମହାଲକ୍ଷ୍ମୀ ଯୁଗ୍ମଦେୟ ଗୋଷ୍ଠିକୁ ୧ ଲକ୍ଷ ୬୦…
ବିବାହରେ ଆୟୋଜିତ ହେଲା ରକ୍ତଦାନ ଶିବିର
ଦେଓଗାଁ,୨୫ା୨: ଅନ୍ୟର ଜୀବନ ବଞ୍ଚାଇବା ପାଇଁ ରକ୍ତର ଆବଶ୍ୟକତା ଉପରେ ସଚେତନତା ଲାଗି ଏକ ନବଦମ୍ପତ୍ତି ନିଜ ବାହାଘରେ ରକ୍ତଦାନ ଶିବିର ଆୟୋଜନ କରିଛନ୍ତି। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗାଇବାହାଲ ପଞ୍ଚାୟତ ଅନ୍ତର୍ଗତ ରାଏପାଲିରେ ଦିବଂଗତ ଶ୍ରମିକ ନେତା ଲଲିତ…
ଠାକୁରଙ୍କ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
ସଜନାଗଡ଼,୨୫।୨: ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଖଡ଼ିପଦା ଗ୍ରାମରେ ଥିବା ଶନି ମନ୍ଦିରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଠାକୁରଙ୍କ ରୂପା ମୁକୁଟ ସହ ଅନ୍ୟାନ୍ୟ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ବୁଧବାର ସନ୍ଧ୍ୟାରେ ଆଳତୀ ପରେ ପୂଜକ ମନ୍ଦିରରେ ତାଲା…
ଘରେ ପଶି କଲେଜ ଛାତ୍ରୀଙ୍କ ହାତଗୋଡ଼ ବାନ୍ଧି କିରୋସିନ୍ ଢ଼ାଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଉଦ୍ଧାର ପରେ ଏସ୍ସିବି ସ୍ଥାନାନ୍ତର
କଟକ ଅଫିସ,୨୫।୨: କଟକ ଜିଲା ମାନସିଂପାଟଣା ମସ୍ତରାମ ମଠ ଗଳିରେ ଥିବା ଏକ ଭଡ଼ାଘରେ ଜଣେ କଲେଜ ଛାତ୍ରୀଙ୍କ ହାତ ଗୋଡ଼ ବାନ୍ଧି କିରୋସିନ ଢ଼ାଳି ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ। ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ରୁ ୧୨ରେ ଘଟଣା ଘଟିଥିବା ବେଳେ…
ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ଆଜି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଜଗତସିଂହପୁରର ୨ ଗୋଷ୍ଠୀ ମଧ୍ୟରେ ଏହି ମାର୍ପିଟ୍ ହୋଇଥିବା ସୂଚନା ମିଳିଛି। ଗୋଟିଏ ଗୋଷ୍ଠୀ ବିଜେଡି ସହ ହାତ ମିଳାଇବା ଅଭିଯୋଗରେ ଏହି ଗଣ୍ଡଗୋଳ ହୋଇଛି। ଓବିସି ସେଲ୍…
Archives


