୭୫ରେ ନବୀନ: ଦୂରଦର୍ଶୀ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ବ୍ୟକ୍ତିତ୍ୱ ଅକ୍ଷୁଣ୍ଣ ରହିଛି। ସ୍ବଚ୍ଛ...
ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ
ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍ ବାଳକ ବିଦ୍ୟାଳୟ ଏବଂ ପରେ ସମ୍ମାନଜନକ ଦି ଡୁନ ସ୍କୁଲରେ ଶିକ୍ଷା ଲାଭ କରିଥିଲେ। ପରେ...
୧୧ ନିୟୁତ ବେଆଇନ ଶରଣାର୍ଥୀଙ୍କୁ ନାଗରିକତ୍ୱ ମିଳିବ
ଓ୍ବାଶିଂଟନ, ୧୫ା୧୦:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍ ପାର୍ଟି ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବିଡେନ୍ ଜନମତକୁ ପ୍ରଭାବିତ କରିବା ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ନଭେମ୍ବର ୩ ନିର୍ବାଚନରେ ବିଜୟୀ ହେଲେ ବାହାରୁ ଆସି ବେଆଇନ ଭାବେ ଆମେରିକାରେ...
୧୯ରେ ପୁଣି ଲଘୁଚାପ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆସନ୍ତା ୧୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ,...
କଟକଣା ଢିଲା ହେଲେ ଜିଲାକୁ ବିପଦ
ଅନୁଗୋଳ ଅଫିସ, ୧୬ା୧୦ ସପ୍ତାହେ ପରେ ଦୁର୍ଗା ପୂଜା। ଏଣେ ଅନୁଗୋଳ ଜିଲାରେ ଦ୍ରୁତଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ। ଦୈନିକ ୨ଶହରୁ ଅଧିକ ପଜିଟିଭ୍ ବାହାରୁଛନ୍ତି ଜିଲାରୁ। ଏପରି ସ୍ଥିତିରେ ସରକାରୀ ଗାଇଡ୍ଲାଇନ ମଧ୍ୟରେ ପୂଜା ପାଳନ କରାଯିବା ଜିଲା...
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୭୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୫୭ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୦୨, ପୁରୀରୁ ୧୮୫, ଅନୁଗୋଳରୁ ୧୮୨, କେନ୍ଦ୍ରାପଡାରୁ ୧୫୦, ନୂଆପଡାରୁ ୧୪୨, ସୁନ୍ଦରଗଡରୁ ୧୦୬, ବାଲେଶ୍ୱରରୁ ୯୪,...
କଟକ ସହରରୁ ୧୧୨ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୧୫।୧୦-କଟକ ସହରରୁ ଆଜି ମୋଟ୍ ୧୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୫୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୩ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଟୁଇଟ...
୨୫ ଲକ୍ଷ ଟଙ୍କାର କଫ ସିରଫ ଜବତ: ୪ ଗିରଫ
ବରଗଡ ଅଫିସ,୧୫।୧୦-ବରଗଡ ଜିଲା ସୋହେଲା ଥାନା ପୋଲିସ ବୁଧବାର ହଲଦୀପାଲି ଛକରେ ଚଢାଉ କରି ଏକ କଫ ସିରଫ ବୋଝେଇ ଏକ ପିକଅପ୍ ଭ୍ୟାନକୁ ଜବତ କରିଛି। ଏହି ଘଟଣାରେ ସମ୍ବଲପୁର ଜିଲା ଶାସନ ଥାନା ତାଲପଦର ଗ୍ରାମର ଗୁରୁ...
ରାଜଧାନୀରୁ ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୨୯୯
ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୦ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)...
ଶେଷରେ ଜେଲ୍ ଗଲେ କୋଟିପତି ହିନ୍ଦୀ ଶିକ୍ଷକ
ବ୍ରହ୍ମପୁର ଅଫିସ,୧୫।୧୦: ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ଝାଡାଙ୍କୋଲି ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କୁ ଗିରଫ କରିଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରବରେ ରହୁଥିବା ଜଣେ ଶିକ୍ଷକଙ୍କ...
ପାର୍ବଣ ଋତୁରେ ସତର୍କ ରହିବାକୁ ଆହ୍ବାନ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍ ପରିଚାଳନାରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ରହିଛି। ଅଧିକାଂଶ ଜିଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା, ପୁରୀ ଭଳି ଅଧିକ ସଂକ୍ରମଣ ଥିବା ଜିଲାଗୁଡ଼ିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି। ଆଗକୁ ପାର୍ବଣ ଏବଂ...
ଛୋଟ ପିଲା ଭଳି ମନ୍ତବ୍ୟ ଦେଉଛନ୍ତି ପିସିସି ସଭାପତି: ପ୍ରତାପ ଜେନା
ଭୁବନେଶ୍ୱର, ୧୫।୧୦: ଓଡ଼ିଶାର ପୂର୍ବତନ ବାଚସ୍ପତି ଶରତ କରଙ୍କ ଅକ୍ଟୋବର ୧୨ରେ କରୋନାରେ ପରଲୋକ ଘଟିଥିଲା। ତାଙ୍କୁ ଗାର୍ଡ ଅଫ୍ ଅନର୍ ଦିଆ ନ ଯିବା ନେଇ ପଶ୍ନ ଉଠାଇଥିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଗୁରୁବାର ଏହାର ଜବାବ...
Archives


