ରାଜ୍ୟ

ଶିଶୁଙ୍କ ସୁରକ୍ଷା ପାଇଁ କମିଟି

ଭୁବନେଶ୍ୱର୧୬।୫: ରାଜ୍ୟରେ କରୋନା ସଂକ୍ରମରଣର ଦ୍ୱିତୀୟ ଲହର ଦିନକୁ ଦିନ ମାଡି ଚାଲିଛି। ଏହାକୁ ରୋକିବା ପାଇଁ ସରକାର ସବୁ ପ୍ରକାର ଚେଷ୍ଟା ଚଳାଇଛନ୍ତି। ଏଭଳିସ୍ଥିତିରେ ତୃତୀୟ ଲହର ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟ ସରକାର ଶିଶୁଙ୍କ ସୁରକ୍ଷା…

ବଣ୍ଡାଘାଟିରେ ୧୨ ସଂକ୍ରମିତ

ମାଲକାନଗିରି,୧୬ା୫: ସବୁଠି ପହଞ୍ଚତ୍ୟାଉଛି କରୋନା। କେଉଁ ଅଞ୍ଚଳ ମଧ୍ୟ ଏହି ମହାମାରୀ ପାଇଁ ଆଉ ଅପହଞ୍ଚ ହୋଇ ରହିନାହିଁ। ମାଲକାନଗିରି ଜିଲାର ସୁଦୂର ବଣ୍ଡାଘାଟିରେ ମଧ୍ୟ ପହଞ୍ଚତ୍ ଆକ୍ରାନ୍ତ କରିଛି ବଣ୍ଡା ଜନଜାତିଙ୍କୁ। ଏହି ଜନଜାତିର ୧୨ ଜଣ କରୋନା ସଂକ୍ରମିତ…

ଫେଲ୍‌ ମାରୁଛି ସବୁ ଚେଷ୍ଟା

ଭୁବନେଶ୍ୱର,୧୬।୫: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସବୁ ପ୍ରକାର ଚେଷ୍ଟା କରାଯାଉଛି। ହେଲେ ସଂକ୍ରମଣ କମୁନାହିଁ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ରବିବାର ପୁଣି ୧୩୫୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨୧୮ ଜଣ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ…

ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬ା୫: ସ୍ବାମୀ-ସ୍ତ୍ରୀ ମଧ୍ୟରେ ସାମାନ୍ୟ ଝଗଡାରୁ ଘଟିଛି ହତ୍ୟାକାଣ୍ଡ। ସବୁଦିନ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଲାଗି ରହୁଥିଲେ ମଧ୍ୟ ଶନିବାର ରାତିରେ ଏହା ଉଗ୍ରରୂପ ଧାରଣ କରିଥିଲା। ଶେଷରେ ସ୍ବାମୀ ଉତ୍ତ୍ୟକ୍ତ ହୋଇ କାଠଫାଳିଆରେ ପିଟି ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି।…

ଜୁନ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ

ପୁରୀ,୧୬।୫: ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଜଗା ଦର୍ଶନ ମିଳିପାରିବ ନାହିଁ। କୋଭିଡ୍‌-୧୯ ସଂକ୍ରମଣ ହାର ବଢ଼ୁଥିବାରୁ ରବିବାର ଶ୍ରୀମନ୍ଦିର ଏବଂ ଜିଲା ପ୍ରଶାସନର ସମ୍ମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସୀମିତ ସେବାୟତଙ୍କୁ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଜାରି…

ଝାରପଡ଼ା ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଝାରପଡ଼ା ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି । ବିଚାରାଧୀନ କଏଦୀ ତ୍ରିପତି ମହାନ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । କିଛି ଦିନ ତଳେ କଟକ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବିଚାରାଧୀନ କଏଦୀଙ୍କ ମୃତ୍ୟୁ…

ଅସହାୟଙ୍କ ସାହା ପାଲଟିଛନ୍ତି ଜଳନ୍ଧର

ନିରାକାରପୁର,୧୬।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବାରୁ ପ୍ରତିହତ କରିବା ପାଇଁ ସରକାର ଲକଡାଉନ ଓ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ଜାଗାରେ ନିରାଶ୍ରୟ, ଅସହାୟ, ଭିକ୍ଷୁକ, ମାନସିକ ବିକାରଗ୍ରସ୍ତମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଏମାନଙ୍କ…

ମହିଳା ଓ ଶିଶୁ ବିକାଶ ବିଭାଗର ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର, ୧୬ା୫(ବ୍ୟୁରୋ): ମହିଳା, ଶିଶୁ, କିଶୋରୀ, ଗର୍ଭବତୀ ଓ ପ୍ରସୂତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଡିଏସ୍‌ଡବ୍ଲ୍ୟୁ…

ଜେଲ କର୍ମଚାରୀଙ୍କୁ ମୋବାଇଲ ମନା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଝାରପଡ଼ା ସ୍ବତନ୍ତ୍ର ଜେଲ କର୍ମଚାରୀଙ୍କ ପାଇଁ କଡ଼ା ନିୟମ ଗ୍ରହଣ କରାଯାଇଛି। କାରାଗାର ଅଧିକ୍ଷକ, ଜେଲରଙ୍କ ବ୍ୟତୀତ ଅନ୍ୟ କର୍ମଚାରୀମାନେ ଡ୍ୟୁଟି ସମୟରେ ଜେଲ ଭିତରକୁ ମୋବାଇଲ ଫୋନ ନେଇ ପାରିବେ ନାହିଁ। ସେହିପରି ଜେଲ ଆଇଜିଙ୍କ ତତ୍ତ୍ୱାବଧାନରେ ଏକ…

ବଢ଼ିପାରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଗତ କିଛିଦିନ ହେବ ସଂକ୍ରମଣ ହାର ୧୦ ହଜାର ଉପରେ ରହୁଛି। ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ମେ’ ୫ ତାରିଖରୁ ସମଗ୍ର ରାଜ୍ୟକୁ ଲକ୍‌ଡାଉନ ଘୋଷଣା କରିଛନ୍ତି। ଆସନ୍ତା ୧୯…

ପୁଣି ୧୯ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬।୫(ବ୍ୟୁରୋ): କରୋନା ନେଲା ଆଉ ୧୯ ଜୀବନ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୩୧୩ରେ ପହଞ୍ଚିଛି। ମୃତକମାନେ ୧୦ ଜିଲାର ଥିବା ବେଳେ ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ଜଣ ଅଛନ୍ତି। ସେହିଭଳି ଅନୁଗୋଳ ଓ ରାୟଗଡ଼ା…

ବନ୍ଦ ହେଲା ଧାରାବାହିକ, ଚଳଚ୍ଚିତ୍ର ଶୁଟିଂ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବୋଲ ମାନୁନାହିଁ କରୋନା। ତେଣେ ଦିନକୁ ଦିନ ହୁ ହୁ ହୋଇ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳିସ୍ଥିତିରେ ଜରୁରୀକାଳୀନ ସେବା ବ୍ୟତିତ ଅନ୍ୟ ସମସ୍ତ ସେବାକୁ ବନ୍ଦ କରିଦିଆଯାଇଥିବା ବେଳେ ରବିବାର ଏସ୍‌ଆର୍‌ସିଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri