ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର
ଭୁବନେଶ୍ୱର,୨୨।୨ (ବ୍ୟୁରୋ): ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବାକୁ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର। ଭୁବନେଶ୍ୱର ଲୋୟର ପିଏମ୍ଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦିଆଯିବ। ଏଥିସହ ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ। ଏଥିରେ ବିଭିନ୍ନ ବର୍ଗର କଳାକାର…
ଯାଜପୁର ଜିଲାପାଳଙ୍କ ଉପରେ ଲୋକାୟୁକ୍ତ କ୍ଷୁବ୍ଧ
ଯାଜପୁର ଅଫିସ,୨୨।୨: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଭିନ୍ନ କଳାପଥର ଖାଦାନଗୁଡିକର ଏରିଆ ଚିହ୍ନଟ କରି ପିଲର ପୋତାରେ ଆର୍ଥିକ ଅନିୟମିତତା ଅଭିଯୋଗ ଉପରେ ଲୋକାୟୁକ୍ତ ଜିଲାପାଳଙ୍କ ଆଚରଣକୁ ଭର୍ତ୍ସନା କରିଛନ୍ତି। ୧୨୪୯/୨୦୨୦ ନମ୍ବର ମାମଲାରେ ଗତ ୧୮ ତାରିଖରେ…
କୋଭିଡ୍ ପୁନଃ ସଂକ୍ରମଣ ଆଶଙ୍କା: ସତର୍କ ରହିବାକୁ ଏସ୍ଆର୍ସିଙ୍କ ଚେତାବନୀ
ଭୁବନେଶ୍ୱର,୨୨।୨(ବ୍ୟୁରୋ): କୋଭିଡ୍-୧୯ ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏବେ ପୁଣି ମହାରାଷ୍ଟ୍ର ଓ କେରଳ ଭଳି କେତେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଛନ୍ତି। କୋଭିଡ୍ ଗାଇଡ୍ଲାଇନକୁ କଡ଼ାକଡ଼ି ଭାବେ…
ଆଜି ବଜେଟ: ସରକାରଙ୍କୁ ସମ୍ବଳ ଚିନ୍ତା
ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକବର୍ଷ ପାଇଁ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ଚିଠା ବଜେଟ ପ୍ରସ୍ତୁତ କରିଛନ୍ତି। ସୋମବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଆସନ୍ତା ଆର୍ଥିକବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଇ-ବିଧାନସଭା ବ୍ୟବସ୍ଥା…
ହାତୀ ମଡ଼କ ଉପରୁ ହଟିଲା ରହସ୍ୟ
କେସିଙ୍ଗା/ଭବାନୀପାଟଣା, ୨୨।୨ କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ଆସିଥିବା ୩ ଜଣିଆ କେନ୍ଦ୍ରୀୟ ଟିମ୍ ରବିବାର ଦିଲ୍ଲୀ ଫେରି ଯାଇଛନ୍ତି। ଏହି ଟିମ୍ ହାତୀ ମୃତ୍ୟୁ ସ୍ଥାନ ତେନ୍ତୁଳିପଦର ଓ ଘୁଷୁରିଗୁଡି ସହ ବିଭିନ୍ନ…
ପଥରରେ ଛେଚି ସାଙ୍ଗକୁ ହତ୍ୟା କଲା ସାଙ୍ଗ
ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା ସୂଚନା ମୁତାବକ, ଶନିବାର ରାତିରେ ଚନ୍ଦ୍ର ତାଙ୍କର ଜଣେ ସାଙ୍ଗଙ୍କ ସହିତ କୁମ୍ଭାରସାହିକୁ କୌଣସି…
ପୁଣି କଡ଼ାକଡ଼ି ହେବ କରୋନା କଟକଣା
ଭୁବନେଶ୍ୱର, ୨୧।୨: ବିଭିନ୍ନ ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମଧ୍ୟ କଡ଼ାକଡ଼ି ଭାବେ ପାଳନ କୋଭିଡ ନିୟମାବଳୀ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ କମିଶନ(ଏସଆରସି)ର ସମସ୍ତ ଜିଲାର ଜିଲାପାଳ,…
କୋମ୍ବିଂ ଅପରେଶନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ
ମାଲକାନଗିରି,୨୧ା୨: ମାଓବାଦୀ ପୁଣି ପୋଲିସକୁ ଟାର୍ଗେଟ୍ କରିଛନ୍ତି। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ବିଏସ୍ଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ମାଲକାନଗିରି ଜିଲା ଛତିଶଗଡ଼ ସୀମାନ୍ତ ମାଥିଲି ଥାନା ଅନ୍ତର୍ଗତ କର୍ତ୍ତନପାଲି ନିକଟ ରାସ୍ତାରେ ଏହି ଘଟଣା ଘଟିଛି। ସବୁଦିନ ଭଳି ରବିବାର…
ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨୧।୨: ଓଡ଼ିଶାରେ ରବିବାର ୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ବାଲେଶ୍ୱର ଓ ପୁରୀରୁ ୬, ରାୟାଗଡ଼ାରୁ ୪, ବଲାଙ୍ଗୀର, ଝାରୁସୁଗୁଡ଼ା, ମାଲକାନଗିରି ଓ ମୟୁରଭଞ୍ଜରୁ ୨, ବରଗଡ଼, ଭଦ୍ରକ,…
ଜିଲାବାସୀଙ୍କୁ ସତର୍କ କରିବା ପାଇଁ ସାଇକେଲ୍ରେ ବୁଲିଲେ ଜିଲାପାଳ
ବ୍ରହ୍ମପୁର ଅଫିସ୍,୨୧ା୨: ପୁଣି କରୋନା କାୟା ମେଲାଉ ଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି କରାଯାଇଛି। ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସାଇକେଲ୍ରେ ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି)ର ବିଭିନ୍ନ ସ୍ଥାନ…
ପ୍ରଜାପତି ମୁଣ୍ଡରେ କାଳିଆ
ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି,୨୧ା୨: ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଝରିଗୁମା ପଞ୍ଚାୟତର ଡେଙ୍ଗପଦର ଗ୍ରାମର ଭୀଷ୍ମସେନ ବିଷୋୟୀଙ୍କ ଅଗଣାରେ ଏକ ବିରଳ ପ୍ରଜାପତି ଦେଖିବାକୁ ମିଳିଛି। ପ୍ରଜାପତିଟିର ଚଉଡ଼ା ପ୍ରାୟ ୨ ଇଞ୍ଚ ରହିଥିବା ବେଳେ ଲମ୍ବ ପ୍ରାୟ ୪ଇଞ୍ଚ ହେବ॥ ଗୁରୁତ୍ୱପୂର୍ଣ୍ଣ ବିଷୟ…
ମଧ୍ୟାହ୍ନଭୋଜନ ଚାଉଳ ନେଇ ଯାଉଥିବା ଟ୍ରକ୍ ଓଲଟି ୨ ଶ୍ରମିକଙ୍କ ଜୀବନ ଗଲା
କୋଡ଼ିଙ୍ଗା/ନବରଙ୍ଗପୁର,୨୧ା୨: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍ କୋଡ଼ିଙ୍ଗା-ଦୁରାଗାଁ ରାସ୍ତା ଡଙ୍ଗାପଖନା ନିକଟରେ ରବିବାର ଏକ ଚାଉଳ ବୋଝେଇ ଟ୍ରକ୍ ଓଲଟି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନବରଙ୍ଗପୁର ବ୍ଲକ ଟିର୍ଲିଆମ୍ବଗୁଡ଼ା ଗ୍ରାମର ନବ ହରିଜନ(୪୦) ଏବଂ ସରାଦୁ ଭତରା(୩୫)।…
Archives


