ରାଜ୍ୟ

ଶ୍ମଶାନ କର୍ମଚାରୀଙ୍କୁ ‘କରୋନା ଯୋଦ୍ଧା’ ସମ୍ମାନ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ମୃତକଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟରେ ନିୟୋଜିତ ଥିବା ୨୦ଜଣ ଶ୍ମଶାନ କର୍ମଚାରୀଙ୍କୁ ବୁଧବାର ଜୟ ଓଡ଼ିଶା ପକ୍ଷରୁ ‘କରୋନା ଯୋଦ୍ଧା’ ଭାବେ ସମ୍ମାନିତ କରାଯାଇଛି। ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଏମାନେ ୬ମାସ ଧରି କରୋନା ସଂକ୍ରମିତ ମୃତକଙ୍କ...

ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ରାୟଗଡା...

ଅନିୟମିତ ବର୍ଷା: ବିପଦରେ ଚାଷ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଜଙ୍ଗଲ ନଷ୍ଟ ଓ ଗ୍ରୀନ୍‌ ହାଉସ ଗ୍ୟାସ ବୃଦ୍ଧି ଯୋଗୁ ଜଳବାୟୁରେ ବ୍ୟାପକ ଅସନ୍ତୁଳନ ଦେଖାଦେଲାଣି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ...

ରାଜ୍ୟରେ ୩,୧୩୬ ଏମ୍‌ଏସ୍‌ଏମ୍‌ଇ ବନ୍ଦ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍‌-୧୯ ବ୍ୟବସାୟିକ ବାଣିଜ୍ୟକୁ ବିଶେଷଭାବେ ପ୍ରଭାବିତ କରିଛି। ଏହି ମହାମାରୀ ଯୋଗୁ ଷ୍ଟାର୍ଟଅପ୍‌ଗୁଡ଼ିକ ସର୍ବାଧିକ କ୍ଷତି ସହିଛନ୍ତି। ଦୀର୍ଘ ୬ମାସ ଧରି ବ୍ୟବସାୟ ବନ୍ଦ ଯୋଗୁ ବହୁ ଷ୍ଟାର୍ଟଅପ୍‌ ଏବେ ବନ୍ଦ ହେବା ପରିସ୍ଥିତିକୁ ଚାଲି ଆସିଛନ୍ତି। ଟିଆଇଇ ଦିଲ୍ଲୀ-ଏନ୍‌ସିଆର୍‌...

ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ

ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ କିଏ ଏକୋଇଶିଆ ପାଲା ପରିବେଷଣ ନିମନ୍ତେ ବଇନା ଦେବାକୁ ପହଞ୍ଚିଯାଉଥିଲେ ଗାୟକଙ୍କ ଦୁଆରେ।...

କରୋନାରୁ ସୁସ୍ଥ ହୋଇ ଫେରିଲେ ୯୧ ବର୍ଷର ବୃଦ୍ଧ

ଜୟପୁର,୧୪ା୧୦(ଡି.ଏନ.ଏ./ନି.ପ୍ର.)- ଦୃଢ ମନୋବଳ, ପରିବାର ଲୋକଙ୍କ ଶ୍ରଦ୍ଧା ଓ ଚିକିତ୍ସା କରୁଥିବା ଡାକ୍ତର, କର୍ମଚାରୀଙ୍କ ପ୍ରୋତ୍ସାହନ ଯୋଗୁ ଜଣେ ୯୧ ବର୍ଷର ବୃଦ୍ଧ କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କ ପରିବାରର ୫ଜଣ ସଦସ୍ୟ ମଧ୍ୟ...

ହିନ୍ଦୀ ଶିକ୍ଷକଙ୍କ ଘରୁ ୪ କୋଟି ୯୩ ଲକ୍ଷର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୧୪ା୧୦- ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରିଛି। ଝାଡ଼ାଙ୍କୋଲି ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ...

ରାଜ୍ୟରେ ଆରୋଗ୍ୟ ହେଲେ ଆଉ ୨୭୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ନୂଆପଡାରୁ ୧୮୯, କଟକରୁ ୧୮୩, ବରଗଡରୁ ୧୪୮, କେନ୍ଦ୍ରାପଡାରୁ ୧୩୬, ଅନୁଗୋଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪,...

ବରମୁଣ୍ଡା ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରେଲରକୁ ପଛପଟୁ ଧକ୍କା ଦେଲା ମାଲ ବୋଝେଇ ଟ୍ରକ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ)-ଭୁବନେଶ୍ୱର ବରମୁଣ୍ଡା ଓଭର ବ୍ରିଜ ଉପରେ ବୁଧବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେଲରକୁ ପଛପଟୁ ମାଲ ବୋଝେଇ ଟ୍ରକ ଧକ୍କା ଦେବାରୁ କ୍ୟାବିନ ଭିତରେ ଟ୍ରକ ଡ୍ରାଇଭର ଚାପି ହୋଇ ରହିଛନ୍ତି। ଖବରପାଇ ଅଗ୍ନିଶମ କର୍ମଚାରୀ ଓ ପୋଲିସ...

ଭୁବନେଶ୍ୱରରୁ ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪୨

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯୬ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)...

ଋଷିକୂଲ୍ୟା ଜଳସ୍ତର ବଢୁଛି: ଗାଁରେ ପଶିଲା ପାଣି, ବିଡିଓ କଲେ ଅନୁଧ୍ୟାନ

ଗଞ୍ଜାମ,୧୪ା୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଦ୍ୱାରା ଋଷିକୁଲ୍ୟା ଜଳସ୍ତର ବଢୁଛି। ଏହି ନଦୀ ଜଳ ଓ ବର୍ଷାପାଣି ଗଞ୍ଜାମ ବ୍ଲକ ଗୋଖରକୁଦା ଗ୍ରାମରେ ବୁଧବାର ଦୁଇ ଫୁଟ ଉଚ୍ଚରେ ଲହଡ଼ି ମାରୁ...

ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣା: ଫୋରେନ୍‌ସିକ ଲାବ୍‌କୁ ଗଲା ସିସିଟିଭି ହାର୍ଡ ଡିକ୍ସ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ରାଜଭବନ ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣାକୁ ଆଜିକୁ ୮ ଦିନ ବିତିଲାଣି। ଏଯାବତ୍‌ ନିଖୋଜ ସୀମାଞ୍ଚଳ ପରିଡ଼ାଙ୍କ ବିଷୟରେ ପୋଲିସ କିଛିବି ସୂଚନା ଦେଉ ନାହିଁ। ସୀମାଞ୍ଚଳଙ୍କ ପରିବାର ଲୋକେ ଏନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri