ରାଜ୍ୟ

ମୃତଦେହ ପାଖକୁ ଆସିଲେନି ଘର ଲୋକେ

କେନ୍ଦୁଝର,୧୪।୫(ସ୍ବ.ପ୍ର/ଡି.ଏନ୍‌.ଏ.): କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ଥିବା କେନ୍ଦୁଝର ଜିଲା ଶୁଆକାଟୀର ପ୍ରହଲ୍ଲାଦ ସେଠୀଙ୍କ ଗୁରୁବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ହେଲେ ତାଙ୍କ ମୃତ୍ୟୁ ପରେ ପରିବାର ଲୋକ ମୃତଦେହ ପାଖ ମାଡି ନ ଥିଲେ। ଏପରିକି ଅନ୍ତିମ ସଂସ୍କାର…

ସ୍ତ୍ରୀ, ୫ବର୍ଷର ଶିଶୁକୁ ଟାଙ୍ଗିଆରେ ହାଣି ହତ୍ୟା

ବୋରିଗୁମ୍ମା,୧୪ା୫: ସ୍ତ୍ରୀ ଏବଂ ୫ ବର୍ଷର ଶିଶୁପୁତ୍ରକୁ ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିବା ପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ବି.ସିଂହପୁର ଥାନା ଅଧୀନ ହର ଗ୍ରାମରେ। ଗ୍ରାମବାସୀ ହତ୍ୟାକାରୀ ସ୍ବାମୀକୁ ବାନ୍ଧି ବି.ସିଂହପୁର ପୋଲିସ…

ରାଜଧାନୀରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍‌: ଆଜି ଚିହ୍ନଟ ହେଲେ ୯୮୮, ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜଧାନୀରେ ତଳମୁହାଁ କରୋନା। ଦୀର୍ଘଦିନ ପରେ ହଜାରରୁ କମ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବାନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୯୮୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୬୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ…

ଚାଷୀଙ୍କ ଖାତାକୁ ଗଲା ଚଳିତ ବର୍ଷର ଦ୍ୱିତୀୟ କିସ୍ତି କାଳିଆ ଟଙ୍କା

ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ଟଙ୍କା ରାଜ୍ୟ ସରକାର ଚାଷୀମାନଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ୪୨ ଲକ୍ଷ ଚାଷୀଙ୍କ ଖାତାକୁ ମୋଟ ୯୨୦ କୋଟି ଟଙ୍କା ଯାଇଥିବା ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପ୍ରକାଶ ଯେ, ଶନିବାର…

୧୭ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ଉପରେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା ଦିନକୁ ୨୦ ଉପରେ ରହୁଛି। ଏପରି ସ୍ଥିତିରେ କିପରି କରୋନା ମୁକାବିଲା କରାଯିବ ସେନେଇ ଆସନ୍ତା ୧୭ରେ ସର୍ବଦଳୀୟ ବୈଠକ ବସିବ। ଏହି…

ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୪।୫: ଚନ୍ଦନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୪୪ ଧାରା ଜାରି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ନରେନ୍ଦ୍ର ପୁଷ୍କରିଣୀ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଅଞ୍ଚଳରେ ୧୪୪ ଧାରା ଲାଗୁ ହେବ। ପୁରୀ ସହରର ବିଭିନ୍ନ ସ୍ଥାନରେ…

ମୁସଲମାନ ଭଉଣୀଭାଇଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଶୁକ୍ରବାର ପାଳନ କରାଯାଉଛି ପବିତ୍ର ଇଦ୍‌ ଉଲ୍‌ ଫିତର। ଏହି ଅବସରରେ ମୁସଲମାନ ଭଉଣୀଭାଇଙ୍କୁ ଟୁଇଟ୍‌ କରି ଇଦ୍‌ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଏଥିରେ ଲେଖିଛନ୍ତି, ଇଦ୍‌ ଜୀବନରେ ଖୁସି, ଉତ୍ତମ ସ୍ବାସ୍ଥ୍ୟ, ଭଲ ପାଇବା…

ଜୀବିକା ଚିନ୍ତାରେ ବାଉଁଶ କାରିଗର

ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ ଜାରିରହିଛି। ଏଥିଯୋଗୁ ରାସ୍ତାପାର୍ଶ୍ୱ ବାଉଁଶ କାରିଗରଙ୍କ ବେପାର ମାନ୍ଦା ପଡ଼ିଛି। ବେପାର ହେଉ ନ ଥିବାରୁ ସେମାନଙ୍କ ପକ୍ଷେ ପରିବାର ଚଳାଇବା କଷ୍ଟକର ହେଉଛି। ପୂର୍ବରୁ ଦିନକୁ ୧ ହଜାର…

୪ ଜିଲାରେ ୫୫୦ ଶଯ୍ୟା ଲାଗି ଏମ୍‌ସିଏଲ୍‌କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟରେ ମେଡିକାଲ ଭିତ୍ତିଭୂମିର ନିର୍ମାଣ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଥିବା ଅନୁରୋଧକୁ ପ୍ରାଥମିକତା ଦେଇ ସକାରାତ୍ମକ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌)କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ…

ମେ’ ଶେଷ ପର୍ଯ୍ୟନ୍ତ ୪ ଯୋଡ଼ା ସ୍ପେଶାଲ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୧୪।୫ (ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ଟ୍ରେନ୍‌ରେ ଯାତ୍ରୀ ସଂଖ୍ୟା ଧିରେ ଧିରେ କମିବାକୁ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ଶୃଙ୍ଖଳକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ପରିସୀମାରୁ ଛାଡୁଥିବା ୪ ଯୋଡା ସ୍ପେଶାଲ ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି।…

ଡରାଉଛି ମୃତ୍ୟୁସଂଖ୍ୟା: ରାଜ୍ୟରେ କରୋନା ନେଲା ସର୍ବାଧିକ ୨୨ ଜୀବନ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୭୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪…

ଆଜି ଚାଷୀଙ୍କ ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଅକ୍ଷୟ ତୃତୀୟ ଏବଂ କୃଷକ ଦିବସ ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସାରେ କୃଷମାନଙ୍କ ଲାଗି ସହାୟତା ରାଶି ପ୍ରଦାନ କରିବେ। କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ। ଶନିବାର ଅକ୍ଷୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri