ରାଜ୍ୟ

ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୨୪।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଦେଶର କେତେକ ରାଜ୍ୟରେ ପେଟ୍ରୋଲ ୧୦୦ ଟଙ୍କା ଛୁଇଁଲାଣି। ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ପ୍ରିମିୟମ ପେଟ୍ରୋଲ ଦର ୧୦୦ ଟଙ୍କା ଟପିଗଲାଣି। ଜନସାଧାରଣ ତ୍ରାହି ତ୍ରାହି ଡାକିଲେଣି।…

ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନରେ ଭାଗ ନେବେ ୩୦୬୯ ଭୋଟର

ଜୁନାଗଡ଼,୨୩।୨(ଡି.ଏନ.ଏ) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି l ଏହି ଉପ ର୍ନିବାଚନରେ ମୋଟ ୩୦୬୯ ଜଣ ଭୋଟର ରହିଥିବା…

ସୁସ୍ଥ ହେଲେ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୩।୨ : ଓଡ଼ିଶାରେ ମଙ୍ଗଳବାର ୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କୋଭିଡ୍‌-୧୯ରେ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୪,୨୪୩ରେ ପହଞ୍ଚିଛି। ବରଗଡ଼ରୁ ୧୪, ଖୋର୍ଦ୍ଧରୁ ୯, ମୟୁରଭଞ୍ଜରୁ ୭, ସମ୍ବଲପୁର ଓ ନୂଆପଡ଼ାରୁ…

ଜେଲ ଗଲେ ପୂର୍ବତନ ବିଜେଡି ବିଧାୟକ

ଫୁଲବାଣୀ ଅଫିସ,୨୩ା୨- ପଥଚାରୀଙ୍କୁ ମାଡ଼ ମାରିବା ସହ ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ଟାଉନ୍‌ ଥାନା ପୋଲିସ ଦେବେନ୍ଦ୍ର ଓ ତାଙ୍କ ସହଯୋଗୀ କୁହାଯାଉଥିବା କନଷ୍ଟେବଳ ଶ୍ରୀନିବାସ କହଁରଙ୍କୁ ଗିରଫ ପରେ…

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଏବେ ଆସିବେ ନାହିଁ ସ୍କୁଲ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ଓଡ଼ିଶାରେ ମଧ୍ୟ ଏହା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଏହି କାରଣରୁ ସତର୍କତା ଅବଲମ୍ବନ ପାଇଁ ପଦକ୍ଷେପ ନିଆଯାଉଛି। ଏସବୁ ଭିତରେ ପୁଣି ଶିକ୍ଷାନୁଷ୍ଠାନ ଖୋଳିବା ଉପରେ ପ୍ରଶ୍ନବାଚୀ…

ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଭେଟି, ଘୋଷଣା କଲେ ୬୭.୬୮ କୋଟିର ପ୍ୟାକେଜ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଲୋକଙ୍କ ସହ ଆଲୋଚନା କରିଛନ୍ତି। ସେମାନଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହେବା ସହ ସୁଖଦୁଃଖ ପଚାରି ବୁଝିଛନ୍ତି । ମୁଖ୍ୟମନ୍ତ୍ରୀ ଉକ୍ତ ୨…

ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ବର, ୨୩।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ ପ୍ରଭାବ ପକାଉଛି । ଏନେଇ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ବୃଦ୍ଧିର ପ୍ରତିବାଦ କରିଛନ୍ତି । ବିଧାନସଭାର ବଜେଟ…

ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ

କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ କରିଛି। କଟକ ଜଗତପୁର ସ୍ଥିତ କେନ୍ଦ୍ରାପଡ଼ା-ଚାନ୍ଦବାଲି ରୋଡର…

ରାଜ୍ୟରେ ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଆଜିଠୁ ଜେଇଇ ମେନ୍‌ ପରୀକ୍ଷା: ଛାତ୍ରୀଛାତ୍ର ଚାହିଁଲେ ଦେଇପାରିବେ ୪ ଥର

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଚଳିତ ବର୍ଷ ଜେଇଇ ମେନ ପରୀକ୍ଷା ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଦେଶରୁ ପ୍ରାୟ ୨୨ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ଜେଇଇ ମେନ ପରୀକ୍ଷା ଏବର୍ଷ ଠାରୁ ୪ ଥର ହେବ…

୩୨ଲକ୍ଷର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୨: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ି ଚାଲିଛି। ବାଲେଶ୍ୱର ଜିଲାର ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଅଣାଯାଇ ଏଠାରେ ବିକ୍ରି କରାଯାଉଛି। ଏହି କାରବାରରେ ଯୁବପିଢିଙ୍କୁ ସାମିଲ କରାଯାଉଛି। ସୋମବାର ଖୋର୍ଦ୍ଧା ଟାଉନ ଥାନା ଅଧୀନ ଲୋକେଶ୍ୱର ମନ୍ଦିର ନିକଟରେ ଅବକାରୀ…

କୃଷକ ସଶକ୍ତୀକରଣକୁ ଗୁରୁତ୍ୱ

ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ, ଯାହାର ଅର୍ଥନୀତି ବିଶେଷକରି ଗ୍ରାମ୍ୟ ଓ କୃଷିଭିତ୍ତିକ। କୃଷି ରାଜ୍ୟର ବଡ଼ ନିଯୁକ୍ତି କ୍ଷେତ୍ର ଭାବେ ମୋଟ ଶ୍ରମବଳର ପ୍ରାୟ ୫୦% ଲୋକଙ୍କୁ ଜୀବିକା ଯୋଗାଇଥାଏ। ଏଥିସକାଶେ ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ସରକାର କୃଷି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri